-+91-9937148622 |

prerana_bgr@rediffmail.com |

  Thursday 29th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||      ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (28-Oct-2026)       ||      ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   (28-Oct-2026)       ||      ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   (28-Oct-2026)       ||      ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   (28-Oct-2026)       ||      *ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||      ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||      ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||     

HOME   ଜିଲ୍ଲା

ଗାନ୍ଧି ପାଠାଗାରରେ ସ୍ୱାଧୀନତା ଦିବସ ପାଳିତ

17-Aug-2025



ବଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ ଟିକ୍ରାପଡା ଗାନ୍ଧୀ ପାଠାଗାର ରେ ୭୯ତମ ସ୍ୱାଧୀନତା ଦିବସ ପାଳନ କରା ଯାଇଛି l ପ୍ରାତଃ ରାମଧୂନ ସହ ସକାଳ ୮ଘଣ୍ଟା ସମୟରେ ଗାନ୍ଧି ପାଠାଗାର ସଭାପତି ପ୍ରକାଶ ନେପାକ ପାଠାଗାର ସମସ୍ତ ସଭ୍ୟ ସଭ୍ୟା, ବିଦ୍ୟାଳୟ ଛାତ୍ରଛାତ୍ରୀ ତଥା ବିଙ୍ଗ ଷ୍ଟ୍ରଙ୍ଗ କ୍ଳବର ସଭ୍ୟ ସଭ୍ୟା ମାନଙ୍କ ଗହଣରେ ଜାତୀୟ ପତାକା ଉତ୍ତୋଳନ କରିଥିଲେ l ପାଠାଗାରର ବରିଷ୍ଠ ସଭ୍ୟ ଭଗବାନ ବଗର୍ତି, ସମ୍ପାଦକ ପ୍ରଦୀପ ସାହୁ, ଶ୍ରୀ ନେପାକ ପ୍ରମୁଖ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଉଦବୋଧନ ଦେଇଥିଲେ l ବରିଷ୍ଠ ସଭ୍ୟ ରାଜେନ୍ଦ୍ର ମିଶ୍ର, ବୈଷ୍ଣବ ସାହୁ, ହରିଶଙ୍କର ପଣ୍ଡା, ସଂଗ୍ରାମ ବହିଦାର, ଆକବର ଖାନ,ଅବଦୁଲ ରଜାକ, ସୁବାଷ ଦାସ, ଅଜିତ ପଣ୍ଡା ପ୍ରମୁଖ କାର୍ଯ୍ୟକ୍ରମ ଆୟୋଜନରେ ସହଯୋଗ କରିଥିଲେ l ବିଙ୍ଗ ଷ୍ଟ୍ରଙ୍ଗ ହେଲଥ କ୍ଲବର ସତ୍ୟନାରାୟଣ ଦର୍ଜୀ ଏବଂ ସମସ୍ତ ସଭ୍ୟ ସଭ୍ୟା, ବିଦ୍ୟାଳୟ ଛାତ୍ରଛାତ୍ରୀ ତଥା ପାଠାଗାର ସଭ୍ୟ ସଭ୍ୟା ସମସ୍ତେ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ   29-Oct-2026
  ଜିଲ୍ଲା  
ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   28-Oct-2026
  ଜିଲ୍ଲା  
ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   28-Oct-2026
  ଜିଲ୍ଲା  
ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   28-Oct-2026
  ଜିଲ୍ଲା  
ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   28-Oct-2026
  ଜିଲ୍ଲା  
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   28-Oct-2026
  ଜିଲ୍ଲା  
*ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   28-Oct-2026
  ଜିଲ୍ଲା  
ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   28-Oct-2026
  ରାଜ୍ୟ  
ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ   28-Oct-2026
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026

You Might Also Like