-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||     

HOME   ଜିଲ୍ଲା

ଗନ୍ଧମାର୍ଦ୍ଦନ ଅଂଚଳ ପରିଦର୍ଶନ କରିବାକୁ ରାଷ୍ଟ୍ରପତିଙ୍କୁ ଆମନ୍ତ୍ରଣ କଲେ ପ୍ରଦୀପ ପୁରୋହିତ

18-Aug-2025



ବରଗଡ(ପ୍ରେରଣା ଖବର): ଗନ୍ଧମାର୍ଦ୍ଦନ ଅଂଚଳ ପରିଦର୍ଶନ କରିବାକୁ ମହାମହିମ ରାଷ୍ଟ୍ରପତିଙ୍କୁ ଆମନ୍ତ୍ରଣ କଲେ ସାଂସଦ ପ୍ରଦୀପ ପୁରୋହିତ । ଆଜି ରାଷ୍ଟ୍ରପତି ଭବନରେ ମହାମହିମଙ୍କୁ ଭେଟି ନିମନ୍ତ୍ରଣ କଲେ ପ୍ରଦୀପ ପୁରୋହିତ । ଏହାସହ ପର୍ବତରେ ଥିବା ନୃସିଂହନାଥ ମନ୍ଦିର ଆସିବାକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଆମନ୍ତ୍ରଣ କଲେ ବରଗଡ଼ ସାଂସଦ । ସାକ୍ଷାତ ସମୟରେ ଗନ୍ଧମାର୍ଦ୍ଦନକୁ ନେଇ ହୋଇଥିବା ଐତିହାସିକ ଆନ୍ଦୋଳନକୁ ନେଇ ଦ୍ରୌପଦୀ ମୁର୍ମୁଙ୍କ ସହ ଆଲୋଚନା କରିଥିଲେ । ଦେଶ ସ୍ୱାଧୀନ ହେବା ପରେ ଉତ୍ତରାଖଣ୍ଡର ଚିପ୍କୋ ଆନ୍ଦୋଳନ ଓ କେରଳର ସାଇଲେଣ୍ଟ ଭାଲି ଆନ୍ଦୋଳନ ପରେ ଗନ୍ଧମାର୍ଦ୍ଦନ ଆନ୍ଦୋଳନ ହେଉଛି ତୃତୀୟ ଜନ ଆନ୍ଦୋଳନ । ଏହି ଆନ୍ଦୋଳନ ଫଳରେ ପରିବେଶ ସହ ଜନଜାତି ମାନଙ୍କୁ ସୁରକ୍ଷା ମିଳିପାରିଥିଲା । ଏହି କ୍ରମରେ ୧୯୮୦ ତତ୍କାଳୀନ କଂଗ୍ରେସ ସରକାର ସମୟରେ ଐତିହାସିକ ବାଲକୋ ଆନ୍ଦୋଳନ ହୋଇଥିଲେ । ଏଥିରେ ୫୦ ହଜାରରୁ ଅଧିକ ଜନଜାତି, ସାଧୁସନ୍ଥ, ବୁଦ୍ଧିଜୀବୀଙ୍କ ସହ ସ୍ଥାନୀୟ ବାସିନ୍ଦା ସାମିଲ ହୋଇଥିଲେ । ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ ବର୍ତ୍ତମାନର ସାଂସଦ ପ୍ରଦୀପ ପୁରୋହିତ । ଆନ୍ଦୋଳନରେ ଗନ୍ଧମାର୍ଦ୍ଦନର ପବିତ୍ରତା ଓ ପରିବେଶ ବଞ୍ଚାଇବାରେ ସେ ଐତିହାସିକ ଭୂମିକା ନେଇଥିଲେ । ଯାହାଫଳରେ ଗନ୍ଧମାର୍ଦ୍ଦନ ଓ ଏଠାକାର ବାସିନ୍ଦାଙ୍କୁ ସୁରକ୍ଷା ଦିଆଯାଇପାରିଥିଲେ । ଆଜି ବି ଗନ୍ଧମାର୍ଦ୍ଦନ ଅଂଚଳ ଓ ଆଖପାଖରେ ୫୦ ହଜାରରୁ ଅଧିକ ଆଦିବାସୀ ଏବଂ ଗ୍ରାମବାସୀ ବସବାସ କରୁଛନ୍ତି । ଯେଉଁମାନଙ୍କର ଜୀବୀକା ଜଙ୍ଗଲ, ଔଷଧୀୟ ବୃକ୍ଷ ଓ ପ୍ରାକୃତିକ ପରିବେଶ ଉପରେ ଆଧାରିତ । ଦୁର୍ଭାଗ୍ୟବଶତଃ ଆଜି ବି ଏମାନେ ଆର୍ଥିକ ଓ ସାମାଜିକ କ୍ଷେତ୍ରରେ ବହୁ ପଛରେ

ଅଛନ୍ତି । ଯଦି ଏଠାରେ ଆଧ୍ୟାତ୍ମିକ ପର୍ଯ୍ୟଟନ, ପରିବେଶ ପର୍ଯ୍ୟଟନ ଓ ଅଂଚଳର ବିକାଶ ହୋଇପାରିଲେ ଏହି ଅଂଚଳ ନୂଆ ପରିଚୟ ସୃଷ୍ଟି ପାଇପାରିବ ବୋଲି ରାଷ୍ଟ୍ରପତିଙ୍କୁ ଜଣାଇଛନ୍ତି ପ୍ରଦୀପ ପୁରୋହିତ । ଆଦିବାସୀ ସଂସ୍କୃତି ସହ ଗନ୍ଧମାର୍ଦ୍ଦନ ପର୍ବତ ଯୋଡ଼ି ହୋଇ ରହିଥିବାରୁ ଅନୁକୁଳ ସମୟ ଦେଖି ପର୍ବତରେ ଥିବା ନୃସିଂହନାଥ ମନ୍ଦିର ଆଗମନ ପାଇଁ ଦ୍ରେୀପଦୀ ମୁର୍ମୁଙ୍କୁ ବିନମ୍ର ନିବେଦନ କରିଛନ୍ତି ବରଗଡ଼ ସାଂସଦ । ରାଷ୍ଟ୍ରପତିଙ୍କ ଆଗମନ ଏହି ଅଂଚଳ ପାଇଁ ଐତିହାସିକ ଓ ଅବିସ୍ମରଣୀୟ ହେବ ବୋଲି କହିଛନ୍ତି ବରଗଡ଼ ସାଂସଦ । ରାଷ୍ଟ୍ରପତି ଗନ୍ଧମାର୍ଦ୍ଦନ ଆସିବା ନେଇ ମଧ୍ୟ ପ୍ରତିଶ୍ରୁତି ଦେଇଛନ୍ତି । ରାଷ୍ଟ୍ରପତିଙ୍କୁ ସାକ୍ଷାତ ସମୟରେ ସାଂସଦ ପ୍ରଦୀପ ପୁରୋହିତଙ୍କ ସହ ତାଙ୍କ ଧର୍ମପତ୍ନୀ ପ୍ରତିମା ପୁରୋହିତ, ଦ୍ୱାରିକା ପ୍ରସାଦ ପଣ୍ଡା ଓ ଅନ୍ନପୂର୍ଣ୍ଣା ପଣ୍ଡା ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026

You Might Also Like