-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ଅପରାଧ

୭୫୦ ବୋତଲ ଏସକଫ୍ ଜବତ, ୫ ଅଭିଯୁକ୍ତ ଗିରଫ

20-Aug-2025



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଆଦର୍ଶ ଟାଉନ ଥାନା ବିଶ୍ୱସ୍ଥ ସୂତ୍ରୁ ଖବର ପାଇ ୭୫୦ ବୋତଲ ଏସକଫ୍ କଫ ସିରପ ଜବତ କରିବା ସହ ୫ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବା ନେଇ ବଲାଙ୍ଗୀର ଏସପି ଅଭିଳାଷ ଜି ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ, ଟାଉନ ପୁଲିସ ଗାଡି ପେଟ୍ରୋଲିଂ କରୁଥିବା ବେଳେ ବସଷ୍ଟାଣ୍ଡରୁ ଏକ ଏସପ୍ରେସୋ  ଗାଡି ନଂ ଓଡି ୦୩ଭି୩୫୭୯ ଯୋଗେ ବରପାଲି ପଡାକୁ କଫ ସିରପ ଚୋରା ଚାଲାଣ ହେଉଥିବା ଖବର ପାଇଥିଲେ । ଉକ୍ତ ଗାଡି ରୋକି ତଲାସ କରିବାରୁ ସେଥିରୁ ୬ଟି ବ୍ୟାଗ ଭିତରୁ ୭୫୦ ବୋତଲ କଫ ସିରପ ପାଇଥିଲେ । କାର ରେ ଥିବା ଚାରିଜଣଙ୍କୁ ଗିରଫ କରିବା ସହ କାର କୁ ଏସକର୍ଟ କରୁଥିବା ପଲସର ବାଇକ ଚାଲକକୁ ମଧ୍ୟ ଗିରଫ କରିବାରେ ପୋଲିସ ସଫଳ ହୋଇଥିଲା । ଅଭିଯୁକ୍ତ ମାନେ ଶଙ୍କରଭୋଜିର ସୁରେନ୍ଦ୍ର ମଲ୍ଲିକ ଓ ରାଜିବ ମଲ୍ଲିକ, ଠିକାଦାର ପଡାର ପ୍ରଶାନ୍ତ ବାରିକ, ପଣ୍ଡରେନ ଗ୍ରାମର ଶତୃଘ୍ନ ବାଗ ଓ ରୁଗୁଡିପଡାର ପିତମ ଅଦାବରିଆ । ସେମାନଙ୍କ ପାଖରୁ ୧୧ହଜାର ୨୦ଟଙ୍କା ନଗଦ, ୬ ଗୋଟି ମୋବାଇଲ, ବ୍ୟବହୃତ କାର ଓ ମୋଟର ବାଇକ ପୁଲିସ ଜବତ କରିଥିବା ପ୍ରକାଶ କରିଛି ।


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like