-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||     

HOME   ଜିଲ୍ଲା

ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗର ସ୍ଵାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

21-Aug-2025



(ସୁଦାମ ଦୀପ)
 ଗୁରୁବାର ଦିନ ବରପାଲି ମହାବିଦ୍ୟାଳୟର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ତରଫରୁ ନବାଗତ ଛାତ୍ରଛାତ୍ରୀଙ୍କ ପାଇଁ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବରେ ସୁଶ୍ରୀ ଜୟନ୍ତୀ ଦାଶ ଯୋଗ ଦେଇଥିବାବେଳେ ସଭାପତିତ୍ଵ କରିଥିଲେ ବିଭାଗ ମୁଖ୍ୟ ଅଧ୍ୟାପକ ଉତ୍ତର କୁମାର ଗଡ଼ତିଆ । ଅତିଥିଙ୍କଦ୍ବାରା ଦୀପ ପ୍ରଜ୍ଜ୍ଵଳନ ପରେ ସ୍ୱାଗତ ସଙ୍ଗୀତ ଗାନ କରିଥିଲେ ପ୍ରତୀକ୍ଷା , ରୋଜି, ସସ୍ମିତା,ଲୁକେଶ୍ଵରୀ ଆଦି ଛାତ୍ରୀମାନେ । ପ୍ରଥମେ ନବାଗତ ଛାତ୍ରଛାତ୍ରୀମାନଙ୍କୁ ସ୍ୱାଗତ କରାଯାଇଥିଲା । ସେମାନେ ମଞ୍ଚକୁ ଆସି ନିଜନିଜ ପରିଚୟ ଦେବା ସହ ସେମାନଙ୍କ ରୁଚି ଓ ଲକ୍ଷ୍ୟ ସଂପର୍କରେ ସୂଚନା ପ୍ରଦାନ କରିଥିଲେ । ଏହାପରେ ଦ୍ଵିତୀୟ ଓ ତୃତୀୟ ବର୍ଷର ଛାତ୍ରଛାତ୍ରୀମାନେ ନବାଗତ ଭାଇଭଉଣୀମାନଙ୍କ ଉଦ୍ଦେଶ୍ୟରେ ନିଜନିଜ ବକ୍ତବ୍ୟ ରଖିଥିଲେ ଏବଂ ପ୍ରଥମ ବର୍ଷର ଛାତ୍ରଛାତ୍ରୀଗଣ ସମ୍ବର୍ଦ୍ଧନାର ଉତ୍ତର ରଖିଥିଲେ । ସଭାପତିତ୍ୱ ଅଭିଭାଷଣରେ ଉତ୍ତର କୁମାର ଗଡ଼ତିଆ ଓଡ଼ିଆ ବିଭାଗର ନୀତି ନିୟମ ଓ ଶୃଙ୍ଖଳା ସଂପର୍କରେ ଛାତ୍ରଛାତ୍ରୀଙ୍କୁ ଅବଗତ କରାଇଥିଲେ । ତାପରେ ବିଭାଗର ଅଧ୍ୟାପିକା ଡ. ସମ୍ବିତା ପ୍ରଧାନ, ଅଧ୍ୟାପକ ଅରୁଣ କୁମାର ବାରିକ ଏବଂ ଡ. ବିଶ୍ଵନାଥ ସାହୁ ନିଜର ଅଭିଭାଷଣ ରଖିଥିଲେ । ଏ ଅବସରରେ ବିଭାଗର ପାଠଚକ୍ର ସଂପାଦକ, ସହ-ସଂପାଦକ ଏବଂ କୋଷାଧ୍ୟକ୍ଷ ଚୟନ କରାଯାଇଥିଲା । ଛାତ୍ରୀ ତପସ୍ଵିନୀ ଷଡ଼ଙ୍ଗୀ ସଂଯୋଜନା କରିଥିବାବେଳେ ଛାତ୍ରୀ ଅନୁପମା ପଧାନ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026

You Might Also Like