-+91-9937148622 |

prerana_bgr@rediffmail.com |

  Saturday 31st October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||      ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||     

HOME   ରାଜ୍ୟ

ପ୍ରବାସୀ ଶ୍ରମିକର ମୃତ୍ୟୁ ଘଟଣା, ୬ ଦିନ ପରେ ଗାଁ କୁ ପହଞ୍ଚିଲା ମୃତ ଶରୀର

25-Aug-2025



ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ ବ୍ଲକ ଅର୍ନ୍ତଗତ ସୁର୍ଡା ପଞ୍ଚାୟତ ମହଗାଁ ଗ୍ରାମର ଜଗଦୀଶ ନାଗ (୩୭) ପେଟପାଟଣା ପାଇଁ ପ୍ରବାସୀ ଶ୍ରମିକ ଭାବେ ମହାରାଷ୍ଟ୍ରର ଥାନେ ଜିଲ୍ଲା ଘାଟକପର ଅଞ୍ଚଳକୁ କାମ କରିବାକୁ ଯାଇଥିଲେ। ସେଠାରେ ସେ ଏକ କୋଠା ନିର୍ମାଣ କାମରେ ଶ୍ରମିକ ଭାବେ କାମ କରୁଥିଲେ। ଗତ ୧୯ ତାରିଖ ମଙ୍ଗଳବାର ରାତିରେ କୌଣସି କାରଣରୁ ନୁତନ ତିଆରି ହେଉଥିବା କୋଠା ଉପରୁ ପଡ଼ି ଯାଇଥିଲେ। ମହଗାଁର ଅନ୍ୟ ଶ୍ରମିକମାନେ 
ତାଙ୍କୁ ସ୍ଥାନୀୟ ହସ୍ପିଟାଲ କୁ ନେଇଥିଲେ। ସେଠାରେ ଡ଼ାକ୍ତର ମୃତ ଘୋଷଣା କରିଥିଲେ। ଖବରପାଇ ସ୍ଥାନୀୟ ପୋଲିସ ପହଞ୍ଚି ଶବ ଜବତ କରିଥିଲା। ଏବଂ ମୃତକଙ୍କ ପରିବାର ଆସିଲେ ଯାଇଁ ଶବ ହସ୍ତାନ୍ତର କରାଯିବ ବୋଲି କହିଥିଲା। ସ୍ବାମୀ ଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଜାହ୍ନବୀ ନାଗ (୩୩) ସଂଜ୍ଞାହୀନ ହୋଇ ପଡିବାରୁ ବନ୍ଧୁ ପରିଜନ ଟିଟିଲାଗଡ଼ ହସ୍ପିଟାଲ ରେ ଭର୍ତ୍ତି କରିଥିଲେ। 
ଏପଟେ ପରିବାର ବର୍ଗ ଓ ବନ୍ଧୁ ପରିଜନ ଜାହ୍ନବୀ ତଥା ତାଙ୍କ ଛୋଟ ଛୋଟ ଦୁଇ ପୁଅଝିଅ କୁ ଦେଖିବେ କି ମୃତ ଶରୀର ଆଣିବା ପାଇଁ ମହାରାଷ୍ଟ୍ର ଯିବେ। ଏପରି ସ୍ଥିତିରେ ମୃତଶରୀର ଗାଁ କୁ ଆଣିବାପାଇଁ ଟିଟିଲାଗଡ଼ ଉପ ଜିଲ୍ଲାପାଳ ଙ୍କ ଅଫିସ , ସିନ୍ଧେକେଲା ପୋଲିସ, ଏଏଲଓ , ଡିଏଲଓ ସ୍ଥାନୀୟ ଜନପ୍ରତିନିଧି ଙ୍କୁ ଏ ବିଷୟରେ ଅବଗତ କରିଥିଲେ। ଏବଂ ମୃତ ଜଗଦୀଶ ଙ୍କ ପରିବାର ସେଠାରେ ଥିବା ମହଗାଁର ଅନ୍ୟ ଶ୍ରମିକ ମାନଙ୍କ ହାତରେ ଶବ ହସ୍ତାନ୍ତର ପାଇଁ ଯେତେ ନେହୁରା ହେଲେ ବି ସେଠାକାର ପୋଲିସ ନିଜେ ପରିବାର ଲୋକ ଆସିଲେ ହିଁ ଶବ ହସ୍ତାନ୍ତର କରାଯିବ ବୋଲି କହୁଥିଲା । ମୃତ୍ୟୁ ହେବାର ୬ ଦିନ ପରେ ରବିବାର ଭୋର ସକାଳ ରେ ମୃତଶରୀର ଗାଁ କୁ ଫେରି ପାରିଥିବାରୁ ପ୍ରଶାସନ, ଜନପ୍ରତିନିଧି ଏବଂ ବିଶେଷ କରି ଏହାକୁ ନେଇ ଖବର ପରିବେଷଣ କରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବାରୁ ଗଣମାଧ୍ୟମ କୁ ଧନ୍ୟବାଦ୍ ଜଣାଇଛନ୍ତି ପରିବାର ବର୍ଗ।

ସିନ୍ଧେକେଲା ରୁ ଅନୀଲ କୁମାର ତ୍ରିପାଠୀଙ୍କ ରିପୋର୍ଟ 


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   30-Oct-2026
  ରାଜ୍ୟ  
ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ   30-Oct-2026
  ଜିଲ୍ଲା  
ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   30-Oct-2026
  ଜିଲ୍ଲା  
ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   30-Oct-2026
  ଜିଲ୍ଲା  
୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   30-Oct-2026
  ଜିଲ୍ଲା  
ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ   30-Oct-2026
  ଜିଲ୍ଲା  
ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   30-Oct-2026
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026
  ରାଜ୍ୟ  
କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   29-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   29-Oct-2026
  ଜିଲ୍ଲା  
ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   29-Oct-2026
  ଜିଲ୍ଲା  
ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   29-Oct-2026

You Might Also Like