-+91-9937148622 |

prerana_bgr@rediffmail.com |

  Saturday 31st October 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||      ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||      ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   (31-Oct-2026)       ||      ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||      ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||     

HOME   ଜିଲ୍ଲା

ଭୁବନେଶ୍ୱର ବୁଦ୍ଧ ମନ୍ଦିର ଠାରେ ମଶାଲ ଯାତ୍ରାର ଶୁଭାରମ୍ଭ

26-Aug-2025



ଭୁବନେଶ୍ବର(ପ୍ରେରଣା ଖବର): ପ୍ରାଚୀନ କାଳରୁ ଓଡ଼ିଶାରେ ବୌଦ୍ଧଧର୍ମର ବ୍ୟାପକ ପ୍ରସାର ଲାଭ କରିଥିଲା । ଏପରିକି ବୁଦ୍ଧଦେବଙ୍କ ସଂବୋଧିପ୍ରାପ୍ତି ସମୟରୁ ବୌଦ୍ଧଧର୍ମ ଓଡ଼ିଶାର ସାଂସ୍କୃତିକ ପରିମଣ୍ଡଳରୁ ଆସିଛି, ତାହା ବୌଦ୍ଧ ସାହିତ୍ୟ , ଦର୍ଶନ ଓ ପ୍ରତ୍ନତାତ୍ତ୍ଵିକ ଅନୁସନ୍ଧାନରୁ ଆମେ ଜାଣିବାକୁ ପାଉ । ସମ୍ରାଟ ଅଶୋକଙ୍କ ରାଜତ୍ଵକଳରୁ ନିରବଛିନ୍ନ ଭାବରେ ଓଡ଼ିଶାରେ ବୌଦ୍ଧଧର୍ମ ଚିନ୍ତା ଓ ଚେତନାରେ , କଳା ଓ ସ୍ଥାପତ୍ୟରେ ଉଜ୍ଜୀବିତ ଓ ପରିସ୍ଫୁଟିତ । ଖ୍ୟାତି ସମ୍ପନ୍ନ ବିଦ୍ୱାନଙ୍କ ମତରେ 'ଓଡ଼ିଶା ହେଉଛି ବୌଦ୍ଧ ଧର୍ମର ଲାଳନ ପାଳନ ଭୂମି ' । ସମଗ୍ର ବିଶ୍ୱର ବୌଦ୍ଧମାନଙ୍କ ଉପାସନାର କେନ୍ଦ୍ରସ୍ଥଳ ମହାବୋଧି ମହାବିହାରକୁ ଅଣବୌଦ୍ଧାଙ୍କ କରାୟତରୁ ମୁକ୍ତ କରିବା ପାଇଁ ଗତ ଫେବୃୟାରୀ ୧୨ ତାରିଖ ଠାରୁ ଅନିର୍ଦ୍ଦିଷ୍ଟ କାଳୀନ ଧାରଣା ଚାଲୁଅଛି । ସେହି ଆନ୍ଦୋଳନକୁ ସମଗ୍ର ଦେଶରେ ବ୍ୟାପକ କରିବା ପାଇଁ ଅଗଷ୍ଟ ୧୦ ତାରିଖରେ ନାଗପୁର ଠାରୁ ମଶାଲ ଯାତ୍ରା ଆରମ୍ଭ ହୋଇଛି ଏହି କ୍ରମରେ ଓଡ଼ିଶାରେ ମଧ୍ୟ ଗତକାଲି ଭୁବନେଶ୍ୱର ସ୍ଥିତ ବୁଦ୍ଧ

ମନ୍ଦିର ଠାରେ ମଶାଲ ଯାତ୍ରାର ଶୁଭାରମ୍ଭ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଡ଼. ଆକାଶ ଲାମା (ବୋଧଗୟା ମୁକ୍ତି ଆନ୍ଦୋଳନର ମୁଖ୍ୟ ଉଦ୍ୟକ୍ତା ତଥା ସାଧାରଣ ସମ୍ପାଦକ, ଅଲ ଇଣ୍ଡିଆ ବୁଦ୍ଧିଷ୍ଟ ଫୋରମ) , ସମ୍ମାନିତ ଅତିଥି ଭାବେ ଭନ୍ତେ ଚନ୍ଦ୍ରକ୍ରୀତି, ଭନ୍ତେ ଧମ୍ମତପ୍ , ଧିମାନ ଚନ୍ଦ୍ରବୋଧି ପାଟିଲ ଓ ଧୀମତୀ ସବିନା ଲାମା ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ସମସ୍ତ ଜିଲ୍ଲାରୁ ବହୁସଂଖ୍ୟାରେ ବୁଦ୍ଧିଜୀବୀ ଯୋଗ ଦେଇଥିଲେ l ବୋଧଗୟା ମୁକ୍ତି ଆନ୍ଦୋଳନ ପାଇଁ ଓଡ଼ିଶା ପକ୍ଷରୁ ଅତିଥିମାନଙ୍କୁ ୧ଲକ୍ଷ ଟଙ୍କା ସହଯୋଗ ରାଶି ପ୍ରଦାନ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   31-Oct-2026
  ଜିଲ୍ଲା  
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   31-Oct-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ   31-Oct-2026
  ଜିଲ୍ଲା  
*ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   31-Oct-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   31-Oct-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   31-Oct-2026
  ଜିଲ୍ଲା  
ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   31-Oct-2026
  ଜିଲ୍ଲା  
ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   31-Oct-2026
  ଜିଲ୍ଲା  
ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   31-Oct-2026
  ଜିଲ୍ଲା  
ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   30-Oct-2026
  ରାଜ୍ୟ  
ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ   30-Oct-2026

You Might Also Like