-+91-9937148622 |

prerana_bgr@rediffmail.com |

  Saturday 6th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ    (05-Jun-2026)       ||      ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   (05-Jun-2026)       ||      ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    (05-Jun-2026)       ||      ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   (05-Jun-2026)       ||      ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ    (05-Jun-2026)       ||      ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ    (05-Jun-2026)       ||      ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   (05-Jun-2026)       ||      *ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   (05-Jun-2026)       ||      ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   (05-Jun-2026)       ||      *ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*   (05-Jun-2026)       ||      ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା    (05-Jun-2026)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର    (05-Jun-2026)       ||      ଆସ ଆମେ ପଢ଼ିବା କାର୍ଯ୍ୟକ୍ରମ    (05-Jun-2026)       ||      ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର    (05-Jun-2026)       ||      ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ    (05-Jun-2026)       ||      ମାଲକାନଗିରିରେ ସରକାରୀ ଡାକ୍ତରଙ୍କ ପ୍ରାଇଭେଟ୍ ଚିକିତ୍ସାକୁ ଗୁରୁତ୍ୱ (ଗରିବ ଓ ମଧ୍ୟବିତ୍ତ ରୋଗୀ ଆର୍ଥିକ ଶୋଷଣର ଶିକାର)   (05-Jun-2026)       ||      କଟକ ବାଲିଯାତ୍ରା ତଳ ପଡ଼ିଆରେ ପ୍ରେମୀଯୁଗଳ ଏବଂ ମଦୁଆଙ୍କ ସହିତ ପିସିଆର ଭ୍ୟାନ୍ ର ଲୁଚିକାଳୀ ଖେଳେ ।   (05-Jun-2026)       ||     

HOME   ରାଜ୍ୟ

ଜେ.ଆର.ସି.ବ୍ଲକ ସଂଯୋଜକଙ୍କ ପ୍ରଶିକ୍ଷଣ ଶିବିର

04-Sep-2025



ସୋନପୁର , ତା. ୦୪/୦୯ (ପ୍ରେରଣା ଖବର ). ରାଜ୍ୟ ରେଡ଼କ୍ରସ ଓଡିଶା ଶାଖାଙ୍କ ଆହ୍ୱାନ କ୍ରମେ ସୁବର୍ଣ୍ଣପୁର  ଜିଲ୍ଲା ଶିକ୍ଷାଧିକାରୀ ମୀନାରାଣୀ ମଙ୍ଗଲଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସାହାରା ଟ୍ରଷ୍ଟ ହାଇସ୍କୁଲ ପ୍ରାଙ୍ଗଣରେ ପଶ୍ଚିମ ଓଡିଶାର ଆଠଗୋଟି ଜିଲ୍ଲାର ସମସ୍ତ ୭୮ ଟି ବ୍ଳକର ବ୍ଲକ ସଂଯୋଜକଙ୍କ ତିନିଦିନିଆ ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ ଶିବିର ଅନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି l ଜିଲ୍ଲା ଜରୁରୀକାଳୀନ ଅଧିକାରୀ ତଥା ରେଡ଼କ୍ରସ ସମ୍ପାଦକ ସଂଗ୍ରାମ କେଶରୀ ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିବିରାର୍ଥୀମାନେ ନିଜସ୍ୱ ଦକ୍ଷତା ବୃଦ୍ଧି କରିବା ସହିତ ଆଗାମୀ ଦିନରେ ରେଡ଼କ୍ରସର ମାନବୀୟ ସେବାକୁ ସମାଜର ବିକାଶ ଦିଗରେ କାର୍ଯ୍ୟ କରିବାକୁ ଆହ୍ୱାନ ଦେଇଥିଲେ l ସମ୍ମାନିତ ଅତିଥି ଭାବେ ରାଜ୍ୟ ଜୁନିଅର ରେଡ଼କ୍ରସ ଅଫିସର ଲକ୍ଷ୍ମଣ ସ୍ୱାଇଁ ରାଜ୍ୟ ଜୁନିଅର ରେଡ଼କ୍ରସର ମାନବବାଦ ସେବାକାର୍ଯ୍ୟ ମାଧ୍ୟମରେ ଗୋଷ୍ଠୀର ମୂଲ୍ୟବାନ ଜୀବନର ସୁରକ୍ଷା ଓ ଗତିଶୀଳତା ଉପରେ ବକ୍ତବ୍ୟରେ ଗୁରୁତ୍ୱ ଦେଇଥିଲେ l ଜିଲ୍ଲା ଜୁନିଅର ରେଡ଼କ୍ରସ ଅଫିସର ରବିଚନ୍ଦ୍ର ପଶାୟତ ସ୍ୱାଗତ ଅଭିଭାଷଣ ଦେବା ସହିତ ଶିବିରର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ l ତିନିଦିନ ବ୍ୟାପି ଶିବିରରେ ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ନୂଆପଡା, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର ଜିଲ୍ଲାର ବ୍ଲକ ସଂଯୋଜକମାନଙ୍କୁ ଦକ୍ଷତା ବୃଦ୍ଧି, ପ୍ରାଥମିକ ଚିକିତ୍ସା, ସ୍ବେଛାକୃତ ରକ୍ତଦାନ ଅଭିଯାନ, ସାଇବର ସୁରକ୍ଷା,ସଡ଼କ ସୁରକ୍ଷା, ବିଦ୍ୟାଳୟରେ ରେଡ଼କ୍ରସ ସମ୍ବନ୍ଧୀୟ କାର୍ଯ୍ୟକ୍ରମ ସମ୍ପର୍କରେ ତାଲିମ ଦିଆଯିବ l ସାନ୍ଧ୍ୟ ଅଧିବେଶନରେ ସୋନପୁର ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଘନଶ୍ୟାମ ମେହେର ପତାକା ଅବତରଣ କରି ଶିବି୍ରାର୍ଥୀମାନଙ୍କୁ ଉଦବୋଧନ ଦେଇଥିଲେ l ବରିଷ୍ଠ ସାଧନକର୍ମୀ ଚନ୍ଦ୍ରମଣୀ ବାଘ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବାବେଳେ ସାଧନକର୍ମୀ ଚନ୍ଦ୍ରଶେଖର ମହାପାତ୍ର ଜଗଦୀଶ ଦାଶ, ହେମନ୍ତ ମେହେର, ରାଜ୍ୟ ଜୁନିଅର ରେଡ଼କ୍ରସ କୋଷାଧକ୍ଷ ସୁରେନ୍ଦ୍ରନାଥ ସାମଲ  ପରିଚାଳନା କରିଥିଲେ l ପରିଶେଷରେ ସାହାରା ଟ୍ରଷ୍ଟ ହାଇସ୍କୁଲର ପ୍ରଧାନ ଶିକ୍ଷକ ତଥା ଜିଲ୍ଲା ଜୁନିଅର ରେଡ଼କ୍ରସ ଉପସଭାପତି ଗତିକୃଷ୍ଣ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ   05-Jun-2026
  ଜିଲ୍ଲା  
ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   05-Jun-2026
  ଜିଲ୍ଲା  
ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    05-Jun-2026
  ଜିଲ୍ଲା  
ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   05-Jun-2026
  ଜିଲ୍ଲା  
ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ   05-Jun-2026
  ଜିଲ୍ଲା  
ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ   05-Jun-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   05-Jun-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   05-Jun-2026
  ଜିଲ୍ଲା  
*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   05-Jun-2026
  ଜିଲ୍ଲା  
ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   05-Jun-2026

You Might Also Like