-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||      ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   (04-Mar-2026)       ||      *ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣ ଙ୍କ ସହ ହୋଲି ଖେଳିଲେ ଡାବୁଗାଁ ବିଧାୟକ*   (04-Mar-2026)       ||      କୁଶଙ୍ଗ ଦୋଳଯାତ୍ରା ଉଦ୍‌ଯାପିତ   (04-Mar-2026)       ||     

HOME   ଜିଲ୍ଲା

ରୋକାଲ ଓ କରଙ୍ଗାମାଲ ପଞ୍ଚାୟତରେ ଏକକ ବ୍ୟବହାର ଯୋଗ୍ୟ ପ୍ଲାଷ୍ଟିକ ନିଷେଧ ଅଭିଯାନ

06-Sep-2025



(ରାମନାଥ ପଣ୍ଡା)
 ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକର ରୋକାଲ ଓ କରଙ୍ଗାମାଲ୍ ପଞ୍ଚାୟତରେ ଏକକ ବ୍ୟବହାର ଯୋଗ୍ୟ ପ୍ଲାଷ୍ଟିକ ନିଷେଧ ଅଭିଯାନ କାର୍ଯ୍ୟକ୍ରମରେ ବି ଡି ଓ ସୁଶାନ୍ତ କୁମାର ରଣା,ଡି ଆର୍ ସି ଏସ ଶିବ ପ୍ରସାଦ ସ୍ୱାଇଁ, ଜିଲ୍ଲା ଉଦ୍ୟାନ କୃଷି ଉପ ନିର୍ଦ୍ଦେଶକ ହରେକୃଷ୍ଣ ଚାନ୍ଦ ହାଁସଦା,ହସ୍ତ ଶିଳ୍ପ ଉପ ନିର୍ଦ୍ଦେଶକ ପୁଷ୍ପ ରଞ୍ଜନ ସାହୁ,ଆର୍ ଏମ ସି ସେକ୍ରେଟାରୀ ଆର୍ଯ୍ୟ କୁମାର ମୁଦୁଲି,ସରପଂଚ ଠାକୁର ବାଗ,ସରପଂଚ ରାମ ଲାଲ ପଣ୍ଡା,ବି ଆର୍ ସି ହେରାମ୍ୱ ବିଶ୍ଵାଳ,କନିଷ୍ଠ ଯନ୍ତ୍ରୀ ଅମରେନ୍ଦ୍ର ବିଶ୍ଵାଳ, ପଞ୍ଚାୟତ ନିର୍ବାହୀ ଅଧିକାରୀ ବିଜୟ ଲକ୍ଷ୍ମୀ ମହାନ୍ତି,ପି ଇ ଓ ତାପସ ଅଗସ୍ତି ଜଏ ଡି ଇ ଓ ସହସ୍ରାନ୍ସୁ ଯୋଶୀ,ମହିଳା ପରି ଦର୍ଷିକା ବେଦମତି ଖମାରୀ, ଏମ ବି କେ ଇନ୍ଦିରା ବାଗ ଯୋଗଦାନ କରିଥିଲେ ।ଉପରୋକ୍ତ ପଞ୍ଚାୟତ ମାନଙ୍କରେ ପ୍ଲାଷ୍ଟିକ ସଂଗ୍ରହ କରିବା ସହିତ ସଚେତନତା ସଭା  ଆୟୋଜିତ ହୋଇ ଜନସାଧାରଣଙ୍କୁ ପ୍ଲାଷ୍ଟିକର ଅପକାରିତା ବିଷୟରେ ଅବଗତ କରିବା ସହ ପରିବେଶ ପାଇଁ ଗଛର ଆବଶ୍ୟକତା ଉପରେ ଟିପ୍ପଣୀ ପ୍ରଦାନ କରି ସଚେତନ କରାଯାଇଥିଲା । ମୁଖ୍ୟତଃ ରୋକାଳ ସାପ୍ତାହିକ ବଜାରରେ ପ୍ଲାଷ୍ଟିକ ଆବର୍ଜନା ସଂଗ୍ରହ କରାଯାଇଥିଲା ଏବଂ ବିଡ଼ିଓ ଙ୍କ ସମେତ ଉପରୋକ୍ତ ଜିଲ୍ଲା ଅଧିକାରୀ ଦୋକାନୀ ମାନଙ୍କୁ ସଚେତନ କରିଥିଲେ ଓ ପରବର୍ତ୍ତୀ ସମୟରେ ଭୁଲ ନ କରିବାକୁ ଚେତାବନୀ ଦେଇଥିଲେ ।ବଜାର କମିଟି ସଦସ୍ୟଙ୍କୁ ଡଷ୍ଟ ବିନର ବ୍ୟବହାର ଓ ବଜାର ସଫା ରଖିବାକୁ ବିଭିନ୍ନ ଗୁରୁ ମନ୍ତ୍ର ପ୍ରଦାନ କରିଥିଲେ  । ମିଶନ ଶକ୍ତିର ବିଭିନ୍ନ କ୍ୟାଡ଼ର,ୱାର୍ଡ ମେମ୍ବର,ଏସ ଏଚ୍ ଜି ମହିଳା, ଜନ ସାଧାରଣ ଏହି ଅଭିଯାନ କାର୍ଯ୍ୟକ୍ରମରେ ସାମିଲ ହୋଇ ପ୍ଲାଷ୍ଟିକ ସଂଗ୍ରହ କରିବା ଦେଖିବାକୁ ମିଳିଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026
  ଜିଲ୍ଲା  
ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   05-Mar-2026
  ଜିଲ୍ଲା  
*ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   05-Mar-2026
  ଜିଲ୍ଲା  
ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ   05-Mar-2026

You Might Also Like