-+91-9937148622 |

prerana_bgr@rediffmail.com |

  Thursday 12th March 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   (11-Mar-2026)       ||      ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ    (11-Mar-2026)       ||      ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   (11-Mar-2026)       ||      ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   (11-Mar-2026)       ||      ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   (11-Mar-2026)       ||      *ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   (11-Mar-2026)       ||      *ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   (11-Mar-2026)       ||      “ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   (11-Mar-2026)       ||      ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   (11-Mar-2026)       ||      ଶାସ୍ତ୍ରୀୟ ଭାଷା ଦିବସ ପାଳିତ    (11-Mar-2026)       ||      ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   (11-Mar-2026)       ||      ରକ୍ତଦାନ ଶିବିର ଅନୁଷ୍ଠିତ    (11-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ    (11-Mar-2026)       ||      *ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   (11-Mar-2026)       ||      ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   (10-Mar-2026)       ||      *ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-   (10-Mar-2026)       ||      ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   (10-Mar-2026)       ||      ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    (10-Mar-2026)       ||      ୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ   (10-Mar-2026)       ||      ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ   (10-Mar-2026)       ||     

HOME   ଜିଲ୍ଲା

ସର୍ବଶ୍ରେଷ୍ଠ ବି.ଇ.ଓ ପୁରସ୍କାର ରେ ସମ୍ମାନିତ ହେଲେ ତପିମଣିଜାନି

06-Sep-2025



ନର୍ଲା (ଚିନ୍ତାମଣି ନାଏକ)
ଚଳିତ ୨0୨୫ବର୍ଷ ଗୁରୁ ଦିବସ ଅବସରରେ ଭୁବନେଶ୍ୱର ସ୍ଥିତ ଲୋକସଭା ଭବନ କନଭେନସନ୍ ସେଣ୍ଟର୍ ଠାରେ ଶୁକ୍ରବାର ରାଜ୍ୟସ୍ତରୀୟ ଗୁରୁଦିବସ ଉତ୍ସବ ପଢ଼ ଓଡ଼ିଶା ଓ ଗଢ଼ ଓଡ଼ିଶା କାର୍ଯ୍ୟ କ୍ରମରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ ଅନୁଷ୍ଠିତ ହୋଇଥିଲା ଏଥିରେ ଶିକ୍ଷାଦାନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା  ଶ୍ରେଷ୍ଠ ଶିକ୍ଷକ ଶ୍ରେଷ୍ଠ ବ୍ଲକ ଶିକ୍ଷା ଅଧିକାରୀ    ଜିଲ୍ଲା ଶିକ୍ଷା ଅଧିକାରୀ ମାନଙ୍କୁ ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ରେ ସମ୍ମାନିତ କହିଛନ୍ତି ଏହି ଅବସରରେ କଳାହାଣ୍ଡି ଜିଲ୍ଲାର ନର୍ଲା ବ୍ଲକ ଶିକ୍ଷା ଅଧିକାରୀ ବି.ଇ.ଓ ତପିମଣୀ ଜାନି ଙ୍କୁ ସର୍ବଶ୍ରେଷ୍ଠ ବି.ଇ.ଓ ଭାବେ ଦ୍ଵିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ରେ ସମ୍ମାନିତ କରାଯାଇଛି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ , ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଙ୍କ ଉପସ୍ଥିତି ରେ ତାଙ୍କୁ ଏହି ସମ୍ମାନ ରେ ସମ୍ମାନିତ କରାଯାଇଅଛି ଶ୍ରୀ ଜାନି କଳାହାଣ୍ଡି ଜିଲ୍ଲା ଶିକ୍ଷା ବିଭାଗ ର ସଙ୍କଟ ମୋଚନ ଅଧିକାରୀ ଭାବେ ତାଙ୍କ ନାମ ଜିଲ୍ଲା ରେ ବେଶ ଚର୍ଚ୍ଚାରେ ରହିଛି କାରଣ କଳାହାଣ୍ଡି ଜିଲ୍ଲାରେ ଯେତେବେଳେ ଶିକ୍ଷା ବିଭାଗ ର ବିଭିନ୍ନ ସମସ୍ୟା ଉପୂଜେ ଜିଲ୍ଲା ଶିକ୍ଷା ଅଧିକାରୀ ବି.ଇ.ଓ ତପିମଣୀ ଜାନି ଙ୍କୁ ସମସ୍ୟାର ସମାଧାନ ନିମନ୍ତେ ବିଭିନ୍ନ କମିଟି ଦ୍ଵାରା ତାଙ୍କୁ ନିଯୁକ୍ତି ଦିଆଯାଉ ଥିବା ଦେଖିବାକୁ ମିଳୁଛି ଏଭଳି ୨୦୨୩-୨୪ ଓ ୨୦୨୪-୨୫ ଶିକ୍ଷା ବର୍ଷରେ ନର୍ଲା ବ୍ଲକ ଶିକ୍ଷା ଅଧିକାରୀ ତପିମଣୀ ଜାନି ଲଗାତାର ଦୁଇ ଦୁଇ ଥର ରାଜ୍ୟ ସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ରେ ସମ୍ମାନିତ ହୋଇଥିବାରୁ କଳାହାଣ୍ଡି ଜିଲ୍ଲାର ଗର୍ବ ଓ ଗୌରବ କୁ ଦ୍ଵିଗୁଣିତ କରିଦେଇଛି ଏହି ସଫଳତା ପାଇଁ ଶ୍ରୀ ଜାନି ଙ୍କୁ ଜିଲ୍ଲାର ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   11-Mar-2026
  ଜିଲ୍ଲା  
ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ   11-Mar-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   11-Mar-2026
  ଜିଲ୍ଲା  
ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   11-Mar-2026
  ଜିଲ୍ଲା  
ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   11-Mar-2026
  ଜିଲ୍ଲା  
*ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   11-Mar-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   11-Mar-2026
  ଜିଲ୍ଲା  
“ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   11-Mar-2026
  ଜିଲ୍ଲା  
ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   11-Mar-2026
  ଜିଲ୍ଲା  
ଶାସ୍ତ୍ରୀୟ ଭାଷା ଦିବସ ପାଳିତ   11-Mar-2026
  ଜିଲ୍ଲା  
ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   11-Mar-2026
  ଜିଲ୍ଲା  
ରକ୍ତଦାନ ଶିବିର ଅନୁଷ୍ଠିତ   11-Mar-2026

You Might Also Like