-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଶ୍ରୀ ଜଗନ୍ନାଥ ଙ୍କ ଡୋରୀ ଲାଗିଲା* - *ସୁବର୍ଣ୍ଣପୁର ରୁ ପୁରୀ ଶ୍ରୀକ୍ଷେତ୍ର କୁ ରଥ କାଠ ଗଲା*- *ଏ ପବିତ୍ର ମାଟି ଧନ୍ୟ ହେଲା*-   (13-Apr-2026)       ||      *ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||     

HOME   ଜିଲ୍ଲା

ଜି.ସି.କଲେଜ ବାଣିଜ୍ୟ ବିଭାଗରେ ଗୁରୁପୂଜନ ଉତ୍ସବ ପାଳିତ

06-Sep-2025



ବରୀ(ରଞ୍ଜିତ ମହାନ୍ତି): ବରୀ ରାମଚନ୍ଦ୍ରପୁର ସ୍ଥିତ ଗୋପବନ୍ଧୁ ଚୌଧୁରୀ ମହାବିଦ୍ୟାଳୟ ବାଣିଜ୍ୟ ବିଭାଗରେ ଗୁରୁପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ବାଣିଜ୍ୟ ବିଭାଗର ଛାତ୍ରଛାତ୍ରୀ ମାନେ ବିଭାଗୀୟ ମୁଖ୍ୟ ଡ଼ଃ ନରୋତ୍ତମ ପରିଡା, ଅଧ୍ୟାପକ ସୁନୀଲ ସେଠୀ, ଅଧ୍ୟାପିକା ସସ୍ମିତା ମଲ୍ଲିକଙ୍କୁ ବନ୍ଦାପନା କରିବା ସହିତ ପୁଷ୍ପ ଗୁଛ ପ୍ରଦାନ କରିଥିଲେ । ବିଭାଗୀୟ ମୁଖ୍ୟ ଡ଼ଃ ପରିଡା ଛାତ୍ରଛାତ୍ରୀ ମାନଙ୍କୁ ଉଦବୋଧନ ଦେଇ କହିଥିଲ ଆମ ସଂସ୍କୃତିରେ ଗୁରୁ ପରମ୍ପରା ବେଶ ପୁରାତନ । ଗୁରୁ ଆଶିର୍ବାଦ ଛାତ୍ରଛାତ୍ରୀଙ୍କୁ ସୁ ନାଗରିକ ଭାବେ ଗଢି ତୋଳିଥାଏ । ଗୁରୁ ଶିଷ୍ୟ ପରମ୍ପରା ଗୁରୁ ଓ ଛାତ୍ରଛାତ୍ରୀଙ୍କ ସମ୍ପର୍କକୁ ନିବିଡ଼ କରିଥାଏ ବୋଲି ମତ ବ୍ୟକ୍ତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଶ୍ରୀ ଜଗନ୍ନାଥ ଙ୍କ ଡୋରୀ ଲାଗିଲା* - *ସୁବର୍ଣ୍ଣପୁର ରୁ ପୁରୀ ଶ୍ରୀକ୍ଷେତ୍ର କୁ ରଥ କାଠ ଗଲା*- *ଏ ପବିତ୍ର ମାଟି ଧନ୍ୟ ହେଲା*-   13-Apr-2026
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026

You Might Also Like