-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||     

HOME   ଜିଲ୍ଲା

ୟୁରିଆ ସାର ନେଇ ତାତିଲେ ଚାଷୀ, ଅବରୋଧ କରିଲେ ୩୨୬ନଂ ଜାତୀୟ ରାଜପଥ

07-Sep-2025



କାଲିମେଳା(ସନ୍ତୋଷ କୁମାର ପଣ୍ଡା)-ୟୁରିଆ ସାର ନେଇ ତାତିଲେ ମହାରାଜପାଲ୍ଲୀ ପଞ୍ଚାୟତର ଚାଷୀ l ଅବରୋଧ କରିଲେ ୩୨୬ନଂ ଜାତୀୟ ରାଜପଥ lୟୁରିଆ ସାର ଅଭାବକୁ କୁ  ନେଇ ୩୨୬ ନମ୍ବର  ଜାତୀୟ ରାଜପଥ ରେ ଆନ୍ଦୋଳନ କରି ରାଜରାସ୍ତା ବନ୍ଦ କଲେ ଚାଷୀ l ମାଲକାନଗିରି ଜିଲ୍ଲା କାଲିମେଲା ବ୍ଲକ ମହାରାଜପାଲ୍ଲୀ ପଞ୍ଚାୟତ ସମ୍ମୁଖ ଦେଇ ଯାଇଥିବା 326 ନମ୍ବର ଜାତୀୟ ରାଜପଥ ସମ୍ପୂର୍ଣ୍ଣ ବନ୍ଦ କରିଦେଇଛନ୍ତି l ଲ୍ୟାମ୍ପ ତରଫରୁ ପ୍ରତ୍ୟେକ ପଞ୍ଚାୟତରେ ସାର ଦିଆଯିବାକୁ ଥିବା ବେଳେ ଏବେ ପର୍ଯ୍ୟନ୍ତ ମହାରାଜପଲ୍ଲୀ ପଞ୍ଚାୟତ ରେ ସାର ପହଞ୍ଚି ପାରିନାହିଁ lବର୍ତ୍ତମାନ ସୁଦ୍ଧା କେଉଁ କେଉଁ ପଞ୍ଚାୟତରେ ସାର ପହଞ୍ଚି ଥିବା ବେଳେ କେଉଁ କେଉଁ

ପଞ୍ଚାୟତରେ ଏବେ ସୁଦ୍ଧା ସାର ପାଇବାରେ ବଞ୍ଚିତ ରହିଛନ୍ତି ଚାଷୀ l  ମହାରାଜପଲ୍ଲୀ ପଞ୍ଚାୟତରେ ଏବେ ପର୍ଯ୍ୟନ୍ତ ସାର ପହଁଚି ନଥିବା ବେଳେ ଏହାକୁ ଯାହାକୁ ତୀବ୍ର ନିନ୍ଦା କରି 326 ନମ୍ବର ଜାତୀୟ ରାଜପଥ ସମ୍ପୂର୍ଣ୍ଣ ବନ୍ଦ କରିଥିଲେ ଚାଷୀକୂଳ l କିଛିଦିନ ତଳେ ପୁସୁଗୁଡା ପଞ୍ଚାୟତରେ ଚଢା ଦରରେ ସାର ବିକ୍ରି କୁ ନେଇ ରାଜରାସ୍ତା ଅବରୋଧ ହୋଇଥିଲା ଚାଷୀl ୟୁରିଆ ସାର କଳାବଜାରୀକୁ ନେଇ ରାସ୍ତା ଅବରୋଧ କରିବା ସହ ନିର୍ଦ୍ଧାରିତ ମୂଲ୍ୟ ଠାରୁ  ଅଧିକ ମୂଲ୍ୟ ରେ ସାର ବିକ୍ରି ହେହୁଥିବାରୁ ଲୋକେ ଅସନ୍ତୋଷ ପ୍ରକାଶ ପୁସୁଗୁଡା ପଞ୍ଚାୟତବାସୀ lଦୁଇ ଦିନ ସୁଦ୍ଧା ମହାରାଜପଲ୍ଲୀ ପଞ୍ଚାୟତରେ ୟୁରିଆ ସାର ନ ପହଞ୍ଚିଲେ ପୁଣି ଥରେ ରାସ୍ତା ଅବରୋଧ କରିବେ ବୋଲି ଚେତାବନୀ ଦେଇଛନ୍ତି  ଚାଷୀକୂଳ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026

You Might Also Like