-+91-9937148622 |

prerana_bgr@rediffmail.com |

  Friday 12th June 2026 |

| | | |

R.N.I. Regd No. ODIODI/2010/46693

Breaking News

କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ    (12-Jun-2026)       ||      *ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   (12-Jun-2026)       ||      ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   (11-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   (11-Jun-2026)       ||      ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   (11-Jun-2026)       ||      ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ    (11-Jun-2026)       ||      *ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   (11-Jun-2026)       ||      ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   (11-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   (11-Jun-2026)       ||      ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   (11-Jun-2026)       ||      ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ   (11-Jun-2026)       ||      ବଲାଙ୍ଗୀର ସହରର ବିଶିଷ୍ଟ ଔଷଧ ବ୍ୟବସାୟୀ ରମେଶ ଅଗ୍ରୱାଲ ଙ୍କ  ହୃଦଘାତରେ ପରଲୋକ    (11-Jun-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଂଚଳରେ ତିନିଟିକିଆ ହାତୀପଲ, ଲୋକଙ୍କ ମଧ୍ୟରେ ଭୟ   (11-Jun-2026)       ||      ବରପାଲି ରେଲୱେ ଉପଭୋକ୍ତା କମିଟି ଗଠିତ   (11-Jun-2026)       ||      ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ    (11-Jun-2026)       ||      ଜାତୀୟ କଳାକାର ସମ୍ମାନ ୨୦୨୬ ରେ "ଚିନ୍ମୟ କୁମାର" ନାଟ୍ୟଶାସ୍ତ୍ର ସମ୍ମାନରେ ସମ୍ମାନିତ   (11-Jun-2026)       ||      ନୂଆବଜାର ଛକ ଖୋଳି ଗେଲ୍ ଇଣ୍ଡିଆ ଛୁ’: ରାସ୍ତାସାରା କାଦୁଅ ପଚ୍ ପଚ୍ | ଖାଲରେ ପଡି ଏସ୍ ସିବିରେ ଭର୍ତ୍ତି ।ସରକାର ଙ୍କୁ ଗାଳି କଲେ ଯାତ୍ରୀ   (11-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ବଲାଙ୍ଗୀର : ଭୋଟର ତାଲିକାକୁ ଅଧିକ ସୁଦୃଢ଼, ସ୍ୱଚ୍ଛ ଓ ତ୍ରୁଟିମୁକ୍ତ କରିବା ପାଇଁ ସଘନ ସଂଶୋଧନ କାର୍ଯ୍ୟକ୍ରମ    (10-Jun-2026)       ||     

HOME   ରାଜ୍ୟ

ଜିଲ୍ଲା କୁଲତାସମାଜ ପକ୍ଷରୁ ୨୫ତମ ନୂଆଖାଈ ଭେଟଘାଟ କାର୍ଯ୍ୟକ୍ରମ

07-Sep-2025



ବଲାଙ୍ଗୀର(ପ୍ରେରଣା ଖବର): ଆଜି ବଲାଙ୍ଗୀର କାମାକ୍ଷୀ ନଗରଠାରେ ଜିଲ୍ଲା କୁଲତାସମାଜ ପକ୍ଷରୁ ନୂଆଖାଈ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରଣେଶ୍ୱର ରାମଚଣ୍ଡିଙ୍କୁ ପୂଜାର୍ଚ୍ଚନା ପରେ ଜିଲ୍ଲା କୁଲତାସମାଜର ସଭାପତି ଶଙ୍କର୍ଷଣ ପଧାନଙ୍କ ସଭାପତିତ୍ୱ ଓ ସହସଂପାଦକ ମଧୁସୂଦନ ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ବୌଦ୍ଧ ବିଧାୟକ ତଥା ଶାସକଦଳର ଡେପୁଟି ଚିଫହ୍ୱିପ ସରୋଜକୁମାର ପଧାନ,ସମ୍ମାନୀତ ଅତିଥି ଭାବରେ ବିଜେପୁର ବିଧାୟକ ସନତ କୁମାର ଗଡତ୍ୟା, ବଲାଙ୍ଗୀର ଜିଲ୍ଲାପରିଷଦର ଅଧ୍ୟକ୍ଷା ଦେବକୀ ସାହୁ ଓ ପୁଇଁତଳା ବ୍ଲକଅଧ୍ୟକ୍ଷ ସରୋଜ ପଧାନ ଯୋଗଦେଇଥିଲେ । ଏହି ଅବସରରେ ଜାତିର ମର୍ଯ୍ୟାଦା ବଢାଇଥିବା ବୌଦ୍ଧ

ବିଧାୟକ ସରୋଜକୁମାର ପଧାନ ଓ ବିଜେପୁର ବିଧାୟକ ସନତ ଗଡତ୍ୟାଙ୍କୁ କୁଲତାସମାଜ ପକ୍ଷରୁ ମାନପତ୍ର ଓ ଉପଢୌକନଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ଜିଲା ସଂପାଦକ ଶାନ୍ତାନୁକୁମାର ଭୋଇ ମଞ୍ଚାସୀନ ଥିବା ବେଳେ ଉପଦେଷ୍ଟା ରାହାସବିହାରୀ ମାଝୀ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ସହଯୋଗ କରିଥିôଲେ । ଉପସଭାପତି ରାଜେନ୍ଦ୍ରପ୍ରସାଦ ସାହୁ,ସଂଗୀତା ମାଝୀଙ୍କ ସମେତ ସମାଜର ହଜାର ସଂଖ୍ୟାରେ ପୁରୁଷ/ମହିଳା ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ । କାମାକ୍ଷୀନଗରରେ ଥିବା ଜିଲ୍ଲା କୁଲତାସମାଜର ଜମିକୁ ନିଜନାମରେ କରାଇ ଖୁବଶୀଘ୍ର ରଣେଶ୍ୱର ରାମଚଣ୍ଡିମନ୍ଦିର ନିର୍ମାଣ କରିବାକୁ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟଅତିଥି ସରୋଜ କୁମାର ପଧାନ କହିଥିଲେ । ଶେଷରେ କୁଲତାସମାଜର ବିଭିନ୍ନ କଳାକାରମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ   12-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   12-Jun-2026
  ଜିଲ୍ଲା  
ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   11-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   11-Jun-2026
  ଜିଲ୍ଲା  
ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   11-Jun-2026
  ଜିଲ୍ଲା  
ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ   11-Jun-2026
  ଜିଲ୍ଲା  
*ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   11-Jun-2026
  ଜିଲ୍ଲା  
ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   11-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   11-Jun-2026
  ଅପରାଧ  
ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   11-Jun-2026
  ଜିଲ୍ଲା  
ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ   11-Jun-2026
  ଜିଲ୍ଲା  
ବଲାଙ୍ଗୀର ସହରର ବିଶିଷ୍ଟ ଔଷଧ ବ୍ୟବସାୟୀ ରମେଶ ଅଗ୍ରୱାଲ ଙ୍କ  ହୃଦଘାତରେ ପରଲୋକ   11-Jun-2026

You Might Also Like