-+91-9937148622 |

prerana_bgr@rediffmail.com |

  Monday 23rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     (22-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (22-Nov-2026)       ||      ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    (22-Nov-2026)       ||      ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ    (22-Nov-2026)       ||      ୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ    (22-Nov-2026)       ||      ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକରେ ନୂତନ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଅଭିନନ୍ଦନ    (22-Nov-2026)       ||      ବରପାଲି ରେ ପଞ୍ଚମ ଗଙ୍ଗାଧର ମେହେର ଫୁଟବଲ କପ୍‌, ଝାରସୁଗୁଡ଼ା ଚାମ୍ପିଅନ   (22-Nov-2026)       ||      ଲଡୁଗାଁ ରାଜୁ ବାଗ ହତ୍ୟା କାଣ୍ଡ ର ନ୍ୟାୟ ମିଳିବା ପାଇଁ କୋକସରା ଥାନା ଘେରାଉ   (22-Nov-2026)       ||      *ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   (22-Nov-2026)       ||      ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   (22-Nov-2026)       ||      ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   (22-Nov-2026)       ||      ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   (22-Nov-2026)       ||      ବଲାଙ୍ଗୀର ହାଟପଡ଼ାରେ ଦ୍ୱାଦଶ ତମ ଚବିଶ ପ୍ରହରୀ ନାମଯଜ୍ଞ ପାଇଁ ଭବ୍ୟ କଳସ ଯାତ୍ରା   (22-Nov-2026)       ||      ସାଇଟ କଲେଜରେ ଶିଶୁ ସୁରକ୍ଷା ଓ  ସଚେତନତା ଶିବିର   (22-Nov-2026)       ||      ପାନ ଦୋକାନରେ ଚୋରି ଘଟଣାରେ ଅଭିଯୁକ୍ତ ଗିରଫ, ଚୋରି ଟଙ୍କା ଉଦ୍ଧାର ସହ ଲୁହା ରଡ୍ ଜବତ   (22-Nov-2026)       ||      *ଓଡିଶା ପାଇଁ ଗୌରବ ଡା. ଜ୍ୟୋତିର୍ମୟ ନାୟକ ଜାତୀୟ ଶ୍ରେଷ୍ଠ ଚିକିତ୍ସା ଶିକ୍ଷକ ପୁରସ୍କାର ପାଇଁ ମନୋନୀତ*   (22-Nov-2026)       ||      ବାରିପଦା ବାସୀଙ୍କ ଦୀର୍ଘବର୍ଷର ସ୍ୱପ୍ନ ହେବ ପୂରଣ :ବୁଢାବଳଙ୍ଗ ରିଙ୍ଗରୋଡ଼ ପ୍ରକଳ୍ପ ପାଇଁ ୨୭୮.୧୩ କୋଟି ଟଙ୍କାର ଅନୁମୋଦନ   (22-Nov-2026)       ||      *ନବରଙ୍ଗପୁରରେ ଡାକ୍ତରଙ୍କୁ ଧମକ ଅଭିଯୋଗ, ଏକ ଦିନ ଓପିଡି ବନ୍ଦ କରିବ ଓଡ଼ିଶା ମେଡିକାଲ୍ ସର୍ଭିସ୍ ଆସୋସିଏସନ୍*   (22-Nov-2026)       ||      ବରପାଲି ରେ ଗଙ୍ଗାଧର ମେହେର କପ୍ ଫୁଟବଲ ଫାଇନାଲକୁ କୁଚିଣ୍ଡା ଦଳ ପ୍ରବେସ   (22-Nov-2026)       ||      ସରକାରୀ ଚାକିରି କରାଇ ଦେବାକୁ କହି ଲକ୍ଷାଧିକ ଟଙ୍କା ଲୁଟୁଥିଲେ, ଶେଷରେ ପୋଲିସ ହାତରେ ଗିରଫ ହେଲେ ଠକ    (21-Nov-2026)       ||     

HOME   ଜିଲ୍ଲା

ବୋଡ଼େନ ବ୍ଲକରେ ଜିଲ୍ଲାପାଳ ଓ ଏସ୍ ପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

08-Sep-2025



(ଡୋଲେଶ୍ୱର ବାଗ)
  ନୂଆପଡା ଜିଲ୍ଲା,ବୋଡ଼େନ ବ୍ଲକରେ ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଜିଲ୍ଳା ଆରକ୍ଷୀ ଅଧୀକ୍ଷକ ଅମୃତପାଲ ସିଂଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ଓ ଏସ୍ ପି ଙ୍କ ସହ ବନଖଣ୍ଡ ଅଧିକାରୀ ଖରିଆର ଅଜିଜ ଖାନ୍, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ବନଖଣ୍ଡ ଅଧିକାରୀ କେନ୍ଦୁପତ୍ର ଏ ମାଧବୀ ଲତା, ଉପ ଜିଲ୍ଲାପାଳ ସୁର୍ମି ସୋରେନ୍ ,ଜିଲ୍ଲା  ମୁଖ୍ୟ ଚିକତ୍ସାଧିକାରୀ ଡଃ ଧନେଶ୍ୱର ସେଠୀ ପ୍ରମୁଖ ଉପସ୍ଥିତ ଥିଲେ l ଆଜିର ଶିବିରରେ ୪୨ଗୋଟି ବ୍ୟକ୍ତିଗତ ଓ ୧୨ ଟି ଗୋଷ୍ଠିଗତ ଏଭଳି ମୋଟ ୫୪ ଗୋଟି ଅଭିଯୋଗର ଶୁଣାଣି  ଜିଲ୍ଲାପାଳ କରିଥିଲେ । ଏହି ସବୁ ଅଭିଯୋଗ ଉପରେ ତୁରନ୍ତ ପଦକ୍ଷେପ ନେବା ପାଇଁ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ। ଶିବିରରେ  ପ୍ରବାସୀ  ଶ୍ରମିକ ରୁ ଫେରିଥିବା ଫୁଲ ସୁନାନୀଙ୍କୁ ଥଇଥାନ ପାଇଁ ଦଶ ହଜାର ଟଙ୍କା ରେଡ୍ କ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ କରାଯାଇ ଥିଲା l ତାଙ୍କୁ ପ୍ରାଣୀ ସମ୍ପଦ, ଉଦ୍ୟାନ କୃଷି ଇତ୍ୟାଦି ବିଭିନ୍ନ ବିଭାଗରୁ ଆବଶ୍ୟକ ସହାୟତା ଯୋଗାଇଦେବା ପାଇଁ ଜିଲ୍ଲାପାଳ ଉପସ୍ଥିତ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ l ଭିନ୍ନକ୍ଷମ ନିତ୍ୟାନନ୍ଦ ରାଉତଙ୍କୁ ଗୋଟିଏ ହୁଇଲ୍ ଚେୟାର ଏବଂ ପାଞ୍ଚ ହଜାର ଟଙ୍କାର ଚେକ୍ ପ୍ରଦାନ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     22-Nov-2026
  ଜିଲ୍ଲା  
ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   22-Nov-2026
  ଜିଲ୍ଲା  
ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    22-Nov-2026
  ଜିଲ୍ଲା  
ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ   22-Nov-2026
  ଜିଲ୍ଲା  
୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ   22-Nov-2026
  ଜିଲ୍ଲା  
ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକରେ ନୂତନ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଅଭିନନ୍ଦନ   22-Nov-2026
  ଜିଲ୍ଲା  
ବରପାଲି ରେ ପଞ୍ଚମ ଗଙ୍ଗାଧର ମେହେର ଫୁଟବଲ କପ୍‌, ଝାରସୁଗୁଡ଼ା ଚାମ୍ପିଅନ   22-Nov-2026
  ଜିଲ୍ଲା  
ଲଡୁଗାଁ ରାଜୁ ବାଗ ହତ୍ୟା କାଣ୍ଡ ର ନ୍ୟାୟ ମିଳିବା ପାଇଁ କୋକସରା ଥାନା ଘେରାଉ   22-Nov-2026
  ଜିଲ୍ଲା  
*ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   22-Nov-2026
  ଜିଲ୍ଲା  
ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   22-Nov-2026
  ଜିଲ୍ଲା  
ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   22-Nov-2026
  ରାଜ୍ୟ  
ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   22-Nov-2026

You Might Also Like