-+91-9937148622 |

prerana_bgr@rediffmail.com |

  Monday 23rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     (22-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (22-Nov-2026)       ||      ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    (22-Nov-2026)       ||      ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ    (22-Nov-2026)       ||      ୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ    (22-Nov-2026)       ||      ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକରେ ନୂତନ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଅଭିନନ୍ଦନ    (22-Nov-2026)       ||      ବରପାଲି ରେ ପଞ୍ଚମ ଗଙ୍ଗାଧର ମେହେର ଫୁଟବଲ କପ୍‌, ଝାରସୁଗୁଡ଼ା ଚାମ୍ପିଅନ   (22-Nov-2026)       ||      ଲଡୁଗାଁ ରାଜୁ ବାଗ ହତ୍ୟା କାଣ୍ଡ ର ନ୍ୟାୟ ମିଳିବା ପାଇଁ କୋକସରା ଥାନା ଘେରାଉ   (22-Nov-2026)       ||      *ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   (22-Nov-2026)       ||      ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   (22-Nov-2026)       ||      ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   (22-Nov-2026)       ||      ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   (22-Nov-2026)       ||      ବଲାଙ୍ଗୀର ହାଟପଡ଼ାରେ ଦ୍ୱାଦଶ ତମ ଚବିଶ ପ୍ରହରୀ ନାମଯଜ୍ଞ ପାଇଁ ଭବ୍ୟ କଳସ ଯାତ୍ରା   (22-Nov-2026)       ||      ସାଇଟ କଲେଜରେ ଶିଶୁ ସୁରକ୍ଷା ଓ  ସଚେତନତା ଶିବିର   (22-Nov-2026)       ||      ପାନ ଦୋକାନରେ ଚୋରି ଘଟଣାରେ ଅଭିଯୁକ୍ତ ଗିରଫ, ଚୋରି ଟଙ୍କା ଉଦ୍ଧାର ସହ ଲୁହା ରଡ୍ ଜବତ   (22-Nov-2026)       ||      *ଓଡିଶା ପାଇଁ ଗୌରବ ଡା. ଜ୍ୟୋତିର୍ମୟ ନାୟକ ଜାତୀୟ ଶ୍ରେଷ୍ଠ ଚିକିତ୍ସା ଶିକ୍ଷକ ପୁରସ୍କାର ପାଇଁ ମନୋନୀତ*   (22-Nov-2026)       ||      ବାରିପଦା ବାସୀଙ୍କ ଦୀର୍ଘବର୍ଷର ସ୍ୱପ୍ନ ହେବ ପୂରଣ :ବୁଢାବଳଙ୍ଗ ରିଙ୍ଗରୋଡ଼ ପ୍ରକଳ୍ପ ପାଇଁ ୨୭୮.୧୩ କୋଟି ଟଙ୍କାର ଅନୁମୋଦନ   (22-Nov-2026)       ||      *ନବରଙ୍ଗପୁରରେ ଡାକ୍ତରଙ୍କୁ ଧମକ ଅଭିଯୋଗ, ଏକ ଦିନ ଓପିଡି ବନ୍ଦ କରିବ ଓଡ଼ିଶା ମେଡିକାଲ୍ ସର୍ଭିସ୍ ଆସୋସିଏସନ୍*   (22-Nov-2026)       ||      ବରପାଲି ରେ ଗଙ୍ଗାଧର ମେହେର କପ୍ ଫୁଟବଲ ଫାଇନାଲକୁ କୁଚିଣ୍ଡା ଦଳ ପ୍ରବେସ   (22-Nov-2026)       ||      ସରକାରୀ ଚାକିରି କରାଇ ଦେବାକୁ କହି ଲକ୍ଷାଧିକ ଟଙ୍କା ଲୁଟୁଥିଲେ, ଶେଷରେ ପୋଲିସ ହାତରେ ଗିରଫ ହେଲେ ଠକ    (21-Nov-2026)       ||     

HOME   ଜିଲ୍ଲା

ରାଜ୍ୟସ୍ତରୀୟ ସ୍କୁଲ ଗେମ ଟାଇକଣ୍ଡୋ ପ୍ରତିଯୋଗିତା ପାଇଁ ବଲାଙ୍ଗିର ଦଳର କେନ୍ଦୁଝର ଗସ୍ତ

09-Sep-2025



ବଲାଙ୍ଗୀର(ପ୍ରେରଣା ଖବର):  ଆସନ୍ତା ୧୦ଋ ୧୨ତାରିଖ ପର୍ଯ୍ୟନ୍ତ କେନ୍ଦୁଝର ର ବର୍ବିଲ୍  ଠାରେ ରାଜ୍ୟସ୍ତରୀୟ ସ୍କୁଲ ଗେମ ଟାଇକଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହେବାକୁ ଯାଉଛି। ଏଥିରେ ବଲାଙ୍ଗିର ଜିଲ୍ଲାରୁ ୧୬ ଜଣିଆ ଟିମ୍ ଆଜି କେନ୍ଦୁଝର  ଅଭିମୁଖେ ଯାତ୍ରା କରିଛନ୍ତି । ୧୭ ବର୍ଷରୁ କମ୍ ବାଳିକା ବିଭାଗରେ ରୀତୁ ବାଗ୍, ରୀତୁ ବିଶି, ଶ୍ରାବଣୀ ଜାଲ, ପୁଷ୍ପାଂଜଳି ଚନ୍ଦନ,   ଓ  ବାଳକ ବିଭାଗରେ  ଜୟମ୍ ସାହୁ, ଯୋତିର୍ମୟ ଜେନା, ସୀତୁ  ପୋଡ଼, ଓମପ୍ରକାଶ ପୃଷ୍ଟି , ହୃଷିକେଶ ପୁଟେଲ, ପ୍ରମିତ୍ ବିଶ୍ୱାଳ, ଭୋଜରlଜ୍ ବେହେରା  ଓ  ବିଭୁବ୍ରତ ସାହୁ ଭାଗ ନେଉଥିବା ବେଳେ ୧୪ ବର୍ଷଋ କମ୍ ବାଳିକା ବିଭାଗରେ   ମିରା ସେଠ ଓ ବାଳକ ବିଭାଗରେ ଯୁବରାଜ ତୁମୁନିୟା, ସାଇ ଶକ୍ତି ସିବlନନ୍ଦ ବେହେରା, ଲିଙ୍ଗରାଜ ପଧାନ ଓ ଗୋପବନ୍ଧୁ ନନ୍ଦ ଭାଗ ନେଉଥିବା ବେଳେ  ଟିମ୍ ମ୍ୟାନେଜର ଭାବେ ୟୁଜିଏଚ୍‌ଏସ୍ ଚିକଲବାହାଲ ପିଇଟି ରାଜକୁମାର ପାଣିଗ୍ରାହୀ ଓ ଏନବୀ ଉଚ୍ଚ  ବିଦ୍ୟାଳୟ ଜରlସିଂଘl ପି ଇ ଟି ପୁଷ୍ପାଂଜଳି କିଶାନ  ମନୋନିତ ହୋଇଛନ୍ତି  । ଏହି ଅବସରରେ ବଲାଙ୍ଗିର ଶିକ୍ଷା ବିଭାଗ ତରଫରୁ  ଟାଇକଣ୍ଡୋ କୋଚ ତଥା ଜାତୀୟ ସ୍ତରୀୟ ରେଫରି ଅସିମ କୁମାର ଭୋଇଙ୍କୁ ଏହି ରାଜ୍ୟସ୍ତରୀୟ ସ୍କୁଲ ଟାଇକଣ୍ଡୋ ପ୍ରତିଯୋଗିତା ପରିଚାଳନା କରିବା ପାଇଁ ଟେକ୍‌ନିକାଲ ଅଫିସିଆଲ ଭାବେ ନିୟୋଜିତ  କରଯାଇଛି
ଏ  ଅବସରେ ଡୀପୀଇଓ ପ୍ରଦୀପ ପାତ୍ର, ଟାଉନ ବାଳିକା ବିଦ୍ୟାଳୟ ପ୍ରଧାନ ଶିକ୍ଷକ ନରେନ୍ଦ୍ର ମିଶ୍ର ଓ ଚିକଲ୍ ବlହlଲ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ରାଜକିଶୋର ପଧାନ ସମସ୍ତ ଛାତ୍ର ଛାତ୍ରୀଙ୍କୁ ଶୁଭେଚ୍ଛା ଜ୍ଞାପନ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     22-Nov-2026
  ଜିଲ୍ଲା  
ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   22-Nov-2026
  ଜିଲ୍ଲା  
ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    22-Nov-2026
  ଜିଲ୍ଲା  
ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ   22-Nov-2026
  ଜିଲ୍ଲା  
୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ   22-Nov-2026
  ଜିଲ୍ଲା  
ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକରେ ନୂତନ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଅଭିନନ୍ଦନ   22-Nov-2026
  ଜିଲ୍ଲା  
ବରପାଲି ରେ ପଞ୍ଚମ ଗଙ୍ଗାଧର ମେହେର ଫୁଟବଲ କପ୍‌, ଝାରସୁଗୁଡ଼ା ଚାମ୍ପିଅନ   22-Nov-2026
  ଜିଲ୍ଲା  
ଲଡୁଗାଁ ରାଜୁ ବାଗ ହତ୍ୟା କାଣ୍ଡ ର ନ୍ୟାୟ ମିଳିବା ପାଇଁ କୋକସରା ଥାନା ଘେରାଉ   22-Nov-2026
  ଜିଲ୍ଲା  
*ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   22-Nov-2026
  ଜିଲ୍ଲା  
ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   22-Nov-2026
  ଜିଲ୍ଲା  
ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   22-Nov-2026
  ରାଜ୍ୟ  
ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   22-Nov-2026

You Might Also Like