-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||      ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||      ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   (23-Nov-2026)       ||      ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||      କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (23-Nov-2026)       ||      ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ    (23-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଏନ୍‌ସିସି ରାଙ୍କ୍ ପ୍ରଦାନ ସମାରୋହ ଅନୁଷ୍ଠିତ   (23-Nov-2026)       ||      ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     (22-Nov-2026)       ||     

HOME   ଜିଲ୍ଲା

*ନୂଆପଡ଼ା ଜିଲ୍ଲା ଖଡିଆଳ ଡିଗ୍ରୀ ମହିଳା କଲେଜ ଜାତୀୟ ସେବା ଯୋଜନା ଓ ସାଇ ସଂସ୍ଥା ମିଳିତ ଆନୁକୂଲ୍ୟରେ ଏଡ଼ସ ବ୍ୟାଧି ମୁକ୍ତ ଭାରତ ଗଠନ ସଚେତନ ଶିବିର*

10-Sep-2025



(ଡୋଲେଶ୍ୱର ବାଗ)
ନୂଆପଡ଼ା ଜିଲ୍ଲା ଖଡିଆଳ ହୀରା ନଗର ସ୍ଥିତ ଖଡିଆଳ ଡିଗ୍ରୀ ମହିଳା କଲେଜ ଜାତୀୟ ସେବା ଯୋଜନା ଓ ସାଇ ସଂସ୍ଥା ମିଳିତ ଆନୁକୂଲ୍ୟରେ ଏଡ଼ସ ବ୍ୟାଧି ମୁକ୍ତ ଭାରତ ଗଠନ ସଚେତନ ଶିବିର ଅନୁଷ୍ଠିତ ହୋଇଯାଇଅଛି। ଶିବିର କୁ କଲେଜ୍ ଅଧ୍ୟକ୍ଷା ଲିଜା ଆଚାର୍ଯ୍ୟ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ରୂପେ ସମାଜ ସେବୀ ସାଇ ସଂସ୍ଥା ପ୍ରକଳ୍ପ  ସଂଯୋଜକ ଜିତେନ୍ଦ୍ର ନାଥ ପଟ୍ଟନାୟକ ଯୋଗ ଦେଇ ଏଡ଼ସ ବ୍ୟାଧି କୁ ସଚେତନ ଦ୍ବାରା ଏଡ଼ସ ମୁକ୍ତ ଭାରତ ଗଠନ କରିବା ସମ୍ଭବ ଅଟେ ବୋଲି ମତବ୍ୟକ୍ତ କରିଥିଲେ। ନୂତନ ଏଡ଼ସ ରୋଗୀ ନ ବାହାରିବା ନେଇ ସଚେତନ ମୂଳକ କାର୍ଯ୍ୟ କରିବା ପାଇଁ ଆହ୍ବାନ କରିଥିଲେ। ସଭାରେ ଜାତୀୟ ସେବା ଯୋଜନା ଅଧିକାରୀ ପୁଷ୍ପାଞ୍ଜଳୀ ପ୍ରଧାନୀ, ଜୋନାଲ  ସୂପର୍ଭାଇଜର ପରମେଶ୍ବର ବିଶି, ପୁଙ୍କୁ କୈବର୍ତ୍ତ, ରେବତୀ ନାଏକ ପ୍ରମୁଖ ଯୋଗ ଦେଇଥିଲେ। କଲେଜ୍ ଅଧ୍ୟାପିକା ମହେଶ୍ଵତା ପଣ୍ଡା, ପ୍ରିୟଙ୍କା ମୁଣ୍ଡ, ସ୍ବରୂପ ରାଣୀ କୁମାର, ବନିତା ନନ୍ଦ, ଦୁର୍ଯ୍ୟୋଧନ  ଭୋଇ, ଘନଶ୍ୟାମ ଶାଗରିଆ, ସସ୍ମିତା ବିଶି, ଲକ୍ଷ୍ମୀ ନାରାୟଣ ପଡ଼ା, ସଂଜୟ ଦର୍ଜି ପ୍ରମୁଖ ଯୋଗ ଦେଇଥିବା ବେଳେ  କଲେଜ୍ ସମସ୍ତ ଛାତ୍ରୀ ଯୋଗ ଦେଇ ସଚେତନ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ   23-Nov-2026
  ଜିଲ୍ଲା  
  ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ   23-Nov-2026
  ଜିଲ୍ଲା  
ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   23-Nov-2026
  ରାଜ୍ୟ  
ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   23-Nov-2026
  ଜିଲ୍ଲା  
ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   23-Nov-2026
  ଜିଲ୍ଲା  
‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   23-Nov-2026
  ଜିଲ୍ଲା  
ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   23-Nov-2026
  ଜିଲ୍ଲା  
ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   23-Nov-2026
  ଜିଲ୍ଲା  
ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   23-Nov-2026

You Might Also Like