-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||      ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||      ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||      ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   (23-Nov-2026)       ||      ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||      କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (23-Nov-2026)       ||      ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ    (23-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଏନ୍‌ସିସି ରାଙ୍କ୍ ପ୍ରଦାନ ସମାରୋହ ଅନୁଷ୍ଠିତ   (23-Nov-2026)       ||     

HOME   ଜିଲ୍ଲା

ଡାବୁଗାଁ ବ୍ଳକରେ ଆଦି କର୍ମ ଯୋଗୀ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ

11-Sep-2025



ନବରଙ୍ଗପୁର -(ପ୍ରିୟଦର୍ଶିନୀ ପାତ୍ର)
ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷଠାରେ ଆଦି କର୍ମ ଯୋଗୀ ଅଭିଯାନ କାର୍ଯ୍ୟକ୍ରମ ବ୍ଲକ ଅଧ୍ୟକ୍ଷା ବୀଣା ମାଝି ଙ୍କ ଅଧ୍ୟକ୍ଷତା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ କିପରି ଆଦି ସହଯୋଗୀ ଓ ଆଦି ସାଥି କିପରି ଚୟନ କରାଯିବ ସେନେଇ ଆଲୋଚନା ହୋଇଥିଲା | ଏହି ଆଦି ସହଯୋଗୀ ଓ ଆଦି ସାଥି ଚୟନ କରାଯିବା ପରେ ଉନ୍ନତି ମୂଳକ କାର୍ଯ୍ୟ ନିମନ୍ତେ କାର୍ଯ୍ୟ ଖସଡା ପ୍ରସ୍ତୁତ କରାଯିବା ନେଇ ଆଲୋଚନା କରଯାଇଥିଲା | ଏଥିରେ ବ୍ଲକ ଉପାଧ୍ୟକ୍ଷ ସଦାନନ୍ଦ ନାୟକ, ଜିଲା ପରିଷଦ ସଭ୍ୟ ଧନସିଂ ଭତ୍ରା ଓ ଗୁପ୍ତ ବିଶୋଇ, ବିଡିଓ ଶରତ ମାଝି, ବ୍ଲକ ମଙ୍ଗଳ ସଂମ୍ପ୍ରସାରଣ ଅଧିକାରୀ ଆଦିତ୍ୟ ନାରାୟଣ ରଥ, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା, ବ୍ଲକ କୃଷି ଅଧିକାରୀ ସୁଦେଷ୍ଣା ଧଳ, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ସନ୍ତୋଷ କୁମାର ସାହୁ, ଜନ ସ୍ୱାସ୍ଥ୍ୟ ସଂମ୍ପ୍ରସାରଣ ଅଧିକାରୀ ପୁଷ୍ପାରାଣୀ ସାମଲ, ଯୋଗାଣ ନିରିକ୍ଷକ ସିପ୍ରା ସାମଲ, ଅଙ୍ଗନୱାଡି ସୁପରଭାଇଜର ପ୍ରଣମିତା ପଟ୍ଟନାୟକ, ଓଏଲଏମ ବିପିଏମ ଦୀପ୍ତି କିଶୋର ନାୟକ, ଆକାଂକ୍ଷା ବ୍ଲକ ସହଯୋଗୀ  ମୋନାଲ ପରିଡା,  ସିପି ପ୍ରବୀଣ ପଟ୍ଟନାୟକ ଓ ସମସ୍ତ ସରପଞ୍ଚ, ସମିତି ସଭ୍ୟା ସଭ୍ୟ, ପଞ୍ଚାୟତ ନିର୍ବାହୀ ଅଧିକାରୀ, ଏସିଡିଓ ଓ ଗ୍ରାମ ରୋଜଗାର ସେବିକା ସେବକ ମାନେ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   24-Nov-2026
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ   23-Nov-2026
  ଜିଲ୍ଲା  
  ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ   23-Nov-2026
  ଜିଲ୍ଲା  
ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   23-Nov-2026
  ରାଜ୍ୟ  
ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   23-Nov-2026
  ଜିଲ୍ଲା  
ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   23-Nov-2026
  ଜିଲ୍ଲା  
‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   23-Nov-2026
  ଜିଲ୍ଲା  
ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   23-Nov-2026
  ଜିଲ୍ଲା  
ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   23-Nov-2026

You Might Also Like