-+91-9937148622 |

prerana_bgr@rediffmail.com |

  Saturday 6th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ    (05-Jun-2026)       ||      ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   (05-Jun-2026)       ||      ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    (05-Jun-2026)       ||      ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   (05-Jun-2026)       ||      ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ    (05-Jun-2026)       ||      ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ    (05-Jun-2026)       ||      ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   (05-Jun-2026)       ||      *ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   (05-Jun-2026)       ||      ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   (05-Jun-2026)       ||      *ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*   (05-Jun-2026)       ||      ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା    (05-Jun-2026)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର    (05-Jun-2026)       ||      ଆସ ଆମେ ପଢ଼ିବା କାର୍ଯ୍ୟକ୍ରମ    (05-Jun-2026)       ||      ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର    (05-Jun-2026)       ||      ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ    (05-Jun-2026)       ||      ମାଲକାନଗିରିରେ ସରକାରୀ ଡାକ୍ତରଙ୍କ ପ୍ରାଇଭେଟ୍ ଚିକିତ୍ସାକୁ ଗୁରୁତ୍ୱ (ଗରିବ ଓ ମଧ୍ୟବିତ୍ତ ରୋଗୀ ଆର୍ଥିକ ଶୋଷଣର ଶିକାର)   (05-Jun-2026)       ||      କଟକ ବାଲିଯାତ୍ରା ତଳ ପଡ଼ିଆରେ ପ୍ରେମୀଯୁଗଳ ଏବଂ ମଦୁଆଙ୍କ ସହିତ ପିସିଆର ଭ୍ୟାନ୍ ର ଲୁଚିକାଳୀ ଖେଳେ ।   (05-Jun-2026)       ||     

HOME   ଜିଲ୍ଲା

କ୍ଷୀର ଅପମିଶ୍ରଣ କରୁଥିବା ଅବସ୍ଥାରେ ମାଡିବସିଲା ପୋଲିସ

12-Sep-2025



ଆଠଗଡ(ପ୍ରେରଣା ଖବର): ୫୫ ନମ୍ବର ଜାତୀୟ ରାଜପଥ କଡରେ ଗୁରୁଡିଝାଟିଆ ଥାନା ଅନ୍ତର୍ଗତ କୁଷପଙ୍ଗି ନିକଟରେ ଏକ ହୋଟେଲ ପଛ କଦେ ଅନ୍ଧାର ରାତିରେ ଚାଲିଥିଲା କ୍ଷୀର ଅପମିଶ୍ରଣ। ୧୦ ତାରିଖ ବିଳମ୍ବିତ ରାତ୍ରରେ କ୍ଷୀର ଅପ ମିଶ୍ରିତ ହେଉଥିବା ଖବର ପାଇ ଚଢାଉ କରିଥିଲା ଗୁରୁଡିଝାଟିଆ ପୋଲିସ୍। ଘଟଣା ସ୍ଥଳରୁ କ୍ଷୀର ଟ୍ୟାଙ୍କର ଡ୍ରାଇଭର ସମେତ କ୍ଷୀର ଅପମିଶ୍ରିତ କରୁଥିବା ଦୁର୍ବୁତ୍ତ ମାନେ ଫେରାର ହୋଇଯାଇଥିଲେ |  ଏହି ଘଟଣାରେ କ୍ଷୀର ଟ୍ୟାଙ୍କର, ଏକ ଟାଟା ଏସି ଗାଡି ସମେତ କ୍ଷୀର ଅପମିଶ୍ରଣ ରେ ବ୍ୟବହୃତ ସାମଗ୍ରୀ ଜବତ କରିଛି ପୋଲିସ | ଦୀର୍ଘ ଦିନ ଧରି ଏଭଳି ଅପମିଶ୍ରିତ ଚାଲିଥିବା ନେଇ ସତର୍କ ନଜର ରଖିଥିଲା । ମେସିନ୍ ଦ୍ଵାରା କ୍ଷୀର ଗାଡି ମଧ୍ୟରେ ପାଣି ଲୋଡ କରି  କ୍ଷୀରକୁ ବାହାର କରି ସେଥିରେ ଲୁଣ , ଡିଟରଜେଣ୍ଟ ପାଉଡର ଓ ଏକ କେମିକାଲ ଅପ ମିଶ୍ରିତ କରି ଦିଆ ଯାଉଥିଲା । ଏହି କ୍ଷୀର ଗାଡ଼ି ସମ୍ବଲପୁରରୁ କଟକ ର ଏକ ଦାମୀ କମ୍ପାନୀକୁ ଯାଉଥିବା ପ୍ରାଥମିକ ତଦନ୍ତ ରୁ ସୂଚନା ମିଳିଛି | ପୋଲିସ୍ ପକ୍ଷରୁଅଧିକା ତଦନ୍ତ ଜାରି ଥିବା ବେଳେ ଗଣମାଧ୍ୟମ କୁ କୋୖଣସି ପ୍ରତିକ୍ରିୟା ଦିଆଯାଇନାହିଁ | ପୋଲିସ ର ତଦନ୍ତ ପରେ  ଖୋଲିବ କ୍ଷୀର ଅପମିଶ୍ରଣର ରହସ୍ୟ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ   05-Jun-2026
  ଜିଲ୍ଲା  
ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   05-Jun-2026
  ଜିଲ୍ଲା  
ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    05-Jun-2026
  ଜିଲ୍ଲା  
ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   05-Jun-2026
  ଜିଲ୍ଲା  
ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ   05-Jun-2026
  ଜିଲ୍ଲା  
ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ   05-Jun-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   05-Jun-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   05-Jun-2026
  ଜିଲ୍ଲା  
*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   05-Jun-2026
  ଜିଲ୍ଲା  
ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   05-Jun-2026

You Might Also Like