-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲାରେ ଆଇନଶୃଙ୍ଖଳ ପରିସ୍ଥିତି, ଟ୍ରାଫିକ ସମସ୍ୟା ଓ ନିଶା କାରବାରକୁ ଦମନ କରିବା ଦିଗରେ ପୋଲିସ ଦୃଢ଼ ପଦକ୍ଷେପ ନେବା ପାଇଁ ଏସ୍‌ପି ଙ୍କୁ ଅନୁରୋଧ କଲା ଜିଲ୍ଲା ଓକିଲ ସଂଘ 

12-Sep-2025



ବଲାଙ୍ଗୀର, ଆଜି ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଏକ ପ୍ରତିନିଧି ଦଳ ବଲାଙ୍ଗୀର ଏସ୍‌ପି ଶ୍ରୀ ଅଭିଳାଷ ଜୀ ଙ୍କୁ ସାକ୍ଷାତ କରି ବଲାଙ୍ଗୀର ଜିଲ୍ଲାରେ ବର୍ଦ୍ଧିତ ଟ୍ରାଫିକ ସମସ୍ୟା ଓ ନିଶା କରବାରକୁ ରୋକିବା ଦିଗରେ ପୋଲିସ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି କରିଥିଲେ । ଜନସଂଖ୍ୟା ଓ ଯାନବାହାନ ସଂଖ୍ୟା ଦିନକୁ ଦିନ ବଢ଼ିଥିବା ବେଳେ ସହରରେ ବେପରୁଆ ଗାଡିଚାଳନା ଓ ଟ୍ରାଫିକ ସମସ୍ୟା ଉତ୍କଟ ରୂପ ଧାରଣ କରିଛି । ଏଥିଯୋଗୁଁ ଦୁର୍ଘଟଣା ଓ ଜୀବନହାନୀ ଘଟୁଛି ବୋଲି ଜିଲ୍ଲା ଓକିଲ ସଂଘ ଅଭିଯୋଗ କରିଛି । ଏଥିସହ ବଲାଙ୍ଗୀର ତହସିଲରେ ଗାଡିଚୋରି, ଦଲାଲରାଜ ଓ

ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଜଣେ ପୋଲିସ କର୍ମଚାରୀଙ୍କୁ ମୁତୟନ କରିବା ପାଇଁ ବଲାଙ୍ଗୀର ଏସ୍‌ପି ଙ୍କୁ ଅନୁରୋଧ କରାଯାଇଥିଲା । ଓକିଲ ମାନଙ୍କ ସହ ଆଲୋଚନା ବେଳେ ବଲାଙ୍ଗୀର ସହରରେ ଟ୍ରାଫିକ ସମସ୍ୟାକୁ ନିୟନ୍ତ୍ରଣ କରିବା ପାଇଁ ଅଧିକ ପୋଲିସ ଫୋର୍ସ ନିୟୋଜିତ କରିାଯିବ ତଥା ନିଶା କାରବାରରେ ସଂପୃକ୍ତ ଥିବା ବ୍ୟକ୍ତି ମାନଙ୍କୁ ଛଡାଯିବ ନାହିଁ ବୋଲି ବଲାଙ୍ଗୀର ଏସ୍‌ପି ପ୍ରତିଶୃତି ଦେଇଛନ୍ତି । ଜିଲ୍ଲା ଓକିଲ

ସଂଘର ସଭାପତି ବାସୁଦେବ ରଥଙ୍କ ନେତୃତ୍ୱରେ ଆଜିର ଆଲୋଚନାରେ ଅନ୍ୟ ମାନଙ୍କ ମଧ୍ୟରେ ସଂଘର ସଂପାଦକ ସଂଜୟ ବଗର୍ତ୍ତୀ, ଯୁଗ୍ମ ସଂପାଦକ ସୁମିତ ଖୁଆସ, କୋଷାଧ୍ୟକ୍ଷ ସମୀର ମିଶ୍ର ଙ୍କ ସମେତ ସବିତାରାଣୀ ମିଶ୍ର, ଗୋବିନ୍ଦ ମହାନ୍ତି, ମଳୟ ଗଡତ୍ୟା, ରବି ବହିଦାର, ରଘୁନନ୍ଦନ ସିଂହ, ଦିପ୍ତୀ ଶର୍ମା, ସଂଜୀବ ହୋତା, ପ୍ରଶାନ୍ତ ସେନାପତି, ପ୍ରଜ୍ଞା ବହିଦାର ପ୍ରମୁଖ ଅଂଶଗ୍ରହଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026

You Might Also Like