-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||      *ନିସହାୟ ଧନୁ ବରିହାଙ୍କ ଘରେ ପହଞ୍ଚିଲେ ଜିଲ୍ଲାପାଳ*   (11-Apr-2026)       ||      ଭିତ୍ତିଭୂମୀ ନିର୍ମାଣରେ ଇତିହାସ ରଚିଲା ଓଡିଶା,୧୭ଟି ପ୍ରକଲ୍ପକୁ ବିଶ୍ୱକର୍ମା ପୁରସ୍କାର, ବଲାଙ୍ଗୀରର କ୍ୟାନସର ହସପିଟାଲ ଓ ଲୋୟର ସୁକତେଲ ପ୍ରକଲ୍ପ ପୁରସ୍କୃତ   (11-Apr-2026)       ||      ଦାଦନ ଖଟିବାକୁ ଯାଇଥିବା ଯୁବକର ମୃତଦେହ ଘରକୁ ଫେରିଲା   (11-Apr-2026)       ||      ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଗୋଷ୍ଠୀଗତ ବିବାହ ପାଇଁ ପ୍ରସ୍ତୁତି ବୈଠକ   (11-Apr-2026)       ||      *ବିଶ୍ଵ ହୋମିଓପ୍ୟାଥିକ ଦିବସ ପାଳିତ* *(ଡାକ୍ତର ସି.ଫେଡ୍ରିକ୍.ସାମୁଏଲ୍ ହ୍ୟାନିମାନ୍ ଙ୍କ ୨୭୨ ତମ ଜୟନ୍ତୀ ପାଳିତ)*   (11-Apr-2026)       ||     

HOME   ଜିଲ୍ଲା

ମହାଦେବପାଲି ଦୁର୍ଗା ପୂଜା,ରାବଣ ବରଣ

12-Sep-2025



 ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ବ୍ଲକ ଅନ୍ତର୍ଗତ ମହାଦେବପାଲି ରଘୁନାଥ ଯୁବକ ସଂଘ ଆନୁକୂଲ୍ୟରେ ପାଳିତ ହୋଇ ଆସୁଥିବା ମାଁ ଜଗତ ଜନନୀ ମୃଣ୍ମୟୀ ଦେବୀ ଦୁର୍ଗାଙ୍କ ଶାରଦୀୟ ପୂଜା ମହୋତ୍ସବ ଏଥର ୫୩ବର୍ଷରେ ପଦାର୍ପଣ କରିଛି ।ପୂଜା ଉତ୍ସବକୁ ଆକର୍ଷଣୀୟ କରିବା ସାଙ୍ଗକୁ ବିଭିନ୍ନ ପ୍ରକାରର ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ଦର୍ଶକଙ୍କ ମନୋରଂଜନ ସକାଶେ  ରାବଣରାଜ ଆସନ୍ତା ଅକ୍ଟୋବର ୨୯ରୁ ଚାରିଦିନ ଧରି ଅନୁଷ୍ଠିତ ହେବ । ଏଥିପାଇଁ ଆଜି ସଂଘ ପକ୍ଷରୁ ରାବଣ ବରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଦୁର୍ଗା ପୂଜା କୋର କମିଟି ସଭାପତି ସଂଗ୍ରାମ କେଶରୀ ନାୟକଙ୍କ ନେତୃତ୍ବରେ ୭୦ ଜଣିଆ ପ୍ରତିନିଧି ଦଳ ମାଁ ଦୁର୍ଗାଙ୍କ ପୀଠରେ ପୁଜାର୍ଚ୍ଚନା କରି ମଟରସାଇକଲ ଶୋଭାଯାତ୍ରାରେ ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ସାରସମାଲ ଗ୍ରାମକୁ ଯାଇଥିଲେ ।ରାବଣ ଭୂମିକାରେ ଅଭିନୟ କରୁଥିବା ମନୋରଞ୍ଜନ ଚିରଗୁନଙ୍କ   ସହ ଅଭିନେତା ଦଳ ଶୋଭାଯାତ୍ରାକାରୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦେଇ ପାଛୋଟି ନେବା ପରେ ଯଥାବିଧି ପୁଜାର୍ଚ୍ଚନା କରାଯାଇ ରାବଣ ବରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା

ଅଭିନେତା ଶ୍ରୀ ଚିରଗୁନଙ୍କୁ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିବା ସହିତ ବରଣ କରାଯାଇଥିଲା ।ଯୁବକ ସଂଘ ସଭାପତି ସଂଗ୍ରାମକେଶରୀ ନାୟକ,ବରିଷ୍ଠ ସଦସ୍ୟ ଅଶ୍ବିନୀ କୁମାର ନାୟକ,ଶ୍ରୀନିବାସ ପୂଜାହାରୀ,ପବିତ୍ର ମୋହନ ନାୟକ,ଆସାମ ରାଇଫଲର ଭାରତୀୟ ତଟବାହିନୀ ଯବାନ ସତ୍ୟନାରାୟଣ ଥାଟି,ବିନିକା ସାମ୍ବାଦିକ ସଂଘ କାର୍ଯ୍ୟକାରୀ ସଭାପତି ଅଶୋକ କୁମାର ପଣ୍ଡା, ଭାଗିରଥି ବଗର୍ତ୍ତୀ,ଗୌରିଶଙ୍କର ନାଏକ ପ୍ରମୁଖଙ୍କ ସମେତ ଦୁର୍ଗା ପୂଜା କୋର କମିଟି ଏବଂ ଯୁବକ ସଂଘର ସମସ୍ତ ସଦସ୍ୟ ଏଥିରେ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026
  ଜିଲ୍ଲା  
*ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   12-Apr-2026
  ଜିଲ୍ଲା  
ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   12-Apr-2026
  ଜିଲ୍ଲା  
ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   12-Apr-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   12-Apr-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   12-Apr-2026

You Might Also Like