-+91-9937148622 |

prerana_bgr@rediffmail.com |

  Monday 18th May 2026 |

| | | |

R.N.I. Regd No. ODIODI/2010/46693

Breaking News

କଳା ପଲସର ଆତଙ୍କ ଆସିଲେ ଝାମ୍ପିଲେ   (18-May-2026)       ||      ବାଲି ମାଫିଆଙ୍କ ଘରେ ବଡ ଧରଣର ରେଡ୍, ୨୫ ଲକ୍ଷ ଟଙ୍କା ଜବତ   (18-May-2026)       ||      ପେଟ୍ରୋଲ ପମ୍ପରେ ସଙ୍କଟ, ଖୁଚୁରା ଦୋକାନରେ ଲିଟର ପିଛା ୧୪୦ ଟଙ୍କାରେ ବିକ୍ରି: ଅଞ୍ଚଳରେ ବଢ଼ୁଛି ଚର୍ଚ୍ଚା   (18-May-2026)       ||      କଟକ ଟାଙ୍ଗି ବ୍ଲକରେ ଅରିନ୍ଦମ ରାୟ ଓ ଅଭୟ ବରିକଙ୍କୁ ଗରଫ ଦାବିରେ ବ୍ଲକ୍ କର୍ମଚାରୀଙ୍କ କଲମ ଛାଡ଼ ଆନ୍ଦୋଳନ   (18-May-2026)       ||      ଆନ୍ତର୍ଜାତୀୟ ‘ଆର୍ଟ ଅଫ ଗିଭିଙ୍ଗ ଡେ’ ଅବସରରେ ଏକତ୍ରିତ ହେଲେ ଗ୍ରାମବାସୀ; ନିଃସ୍ୱାର୍ଥ ସେବାର ମହତ୍ତ୍ୱ ଉପରେ ଜୋର ଦେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (18-May-2026)       ||      ଦୁଲଦୁଲି କଲା ପରିଷଦ ପକ୍ଷରୁ ନବମ ଲୋକକଳା ଉତ୍ସଵ ୨୧ ରୁ    (18-May-2026)       ||      ସହରରେ ଆରମ୍ଭ ହେଲା କନଭେ ପାଟ୍ରୋଲିଂରାତି ସାଢ଼େ ୧୦ରେ ଦୋକାନ ବନ୍ଦ*   (18-May-2026)       ||      ପ୍ରବଳ ଗରମରେ ଘନ ଘନ ବିଦ୍ୟୁତ କାଟ୍ ଅଫିସରେ ଅଭିଯୋଗ କଲେ କାର୍ଣ୍ଣପାତ କରୁ ନଥିବା ଅଭିଯୋଗ    (18-May-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ     (17-May-2026)       ||      ଦଶମ ସିବିଏସସି ପରୀକ୍ଷାର ଏ-ୱାନ ଛାତ୍ର ଶିବାଶିସ ବାଘ ସମ୍ବର୍ଦ୍ଧିତ    (17-May-2026)       ||      ଓଡ଼ିଆ କବିତାରେ ନବରସ♦️ ସାହିତ୍ୟ ଅକାଦେମି ଏବଂ ଓଡିଶା ସାହିତ୍ୟ ଏକାଡେମୀର ଆବିଷ୍କାର କାର୍ଯ୍ୟକ୍ରମ    (17-May-2026)       ||      ୬୬ତମ ଓଡିଶା ରାଜ୍ୟ ସିିନିୟର ସୁଇମିଂ ଚମ୍ପିୟାନସିପ୍ ଉଦ୍‌ଯାପିତ   (17-May-2026)       ||      ୧୪ ବର୍ଷ ରୁ କମ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଷଷ୍ଠ ଦିବସ   (17-May-2026)       ||      ଧର୍ମଗଡ଼ ଯାଦବ ଜିଲ୍ଲା ମହାସଭା କାର୍ଯ୍ୟାଳୟ ଉଦଘାଟନ ଓ ସମ୍ବର୍ଦ୍ଧନା ସଭା ।   (17-May-2026)       ||      ବରିଷ୍ଠ ନାଗରିକଙ୍କୁ ସ୍ୱତନ୍ତ୍ର ପରିଚୟ ପତ୍ର ବଣ୍ଟନ   (17-May-2026)       ||      ଡାବୁଗାଁ ରେ ଜଗନ୍ନାଥ ଲୋକ କଳା ପରିଷଦ ର ବୈଠକ   (17-May-2026)       ||      *ସୋନପୁର ଥାନାରେ ଜିଲ୍ଲା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକ ଙ୍କୁ ପରିଚୟ ପତ୍ର ପ୍ରଦାନ*-   (17-May-2026)       ||      ଟ୍ରାକ୍ଟର ଦୁର୍ଘଟଣା ରେ ଚାଷୀ ମୃତ।   (17-May-2026)       ||      *ମାନିଗାଁ ରେ ଆରମ୍ବ ହେଲା ନିଶା ମୁକ୍ତ ଅଭିଯାନ*   (17-May-2026)       ||      ଅପରାଧୀଙ୍କ ନିକଟରେ ଖୁବ୍ ଶୀଘ୍ର ପହଂଚି କାବୁ କରିବା ପାଇଁ ନୂଆବାଜର ଛକରେ ପୋଲିସ ପକ୍ଷରୁ ମକ ଡ୍ରିଲ୍   (17-May-2026)       ||     

HOME   ଜିଲ୍ଲା

ବିଜୁ ପଟ୍ଟନାୟକ ଡିଗ୍ରୀ ମହିଳା କଲେଜ ରେ ପ୍ରାରମ୍ଭ ଉତ୍ସଵ ୨୦୨୫ ପାଳିତ* - *ମିସ ଫ୍ରେଶର୍ ଭାବେ ବବଲି ଭୋଇ ଓ ମିସ ଦିୱା ଭାବେ ସୌମ୍ୟାଶ୍ରୀ ସ୍ବାଇଁ ମୁକୁଟ ପିନ୍ଧିଲେ*-

12-Sep-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସୋନପୁର ବିଜୁ ପଟ୍ଟନାୟକ ଡିଗ୍ରୀ ମହିଳା କଲେଜ ପକ୍ଷରୁ ପ୍ରଥମ ବର୍ଷ ର ନବାଗତା ଛାତ୍ରୀ ଙ୍କ ଉଦ୍ଦେଶ୍ୟରେ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ *ପ୍ରାରମ୍ଭ ୨୦୨୫* ମହା ସମାରୋହରେ ପାଳିତ ହୋଇ ଯାଇଛି l ଏହି ଉତ୍ସବରେ ରେ ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଏସପି ଶ୍ରୀ ନାରାୟଣ ନାୟକ ଯୋଗ ଦେଇ ନବାଗତ ଛାତ୍ରୀ ଙ୍କୁ ସ୍ୱାଗତ ଶୁଭେଛା ଜଣାଇ ସେମାନଙ୍କ ଟ୍ୟାଲେଣ୍ଟ ଶୋ ଗୀତ ନାଚ ଅଭିନୟ କଳା ସବୁ ଦେଖି ଭୂୟସୀ ପ୍ରଶଂସା କରିଥିଲେ l ଓ ପରିବାର ସମାଜ ଗଠନ ରେ ଛାତ୍ରୀ (ଝିଅ) ମାନଙ୍କ  ଭୂମିକା ଖୁବ୍ ଗୁରୁତ୍ଵ ପୁର୍ଣ୍ଣ କହି ସହିଷ୍ଣୁ ଓ ସଂସ୍କାରିତ ହେବାକୁ ଓ ଜୀଵନ ସହ ସଂଘର୍ଷ କରି ବହୁ ମୂଲ୍ୟ ଜୀବନ ରେ କେବେ ବି ହାରି ନ ଯାଇ ସମାଜ ରେ ଉଦାହରଣ ସାଜିବାକୁ ପ୍ରେରଣା ପ୍ରଦାନ କରିଥିଲେ l ସମ୍ମାନୀତ ଅତିଥି ଭାବରେ କଲେଜ ଅଧ୍ୟକ୍ଷା ରିତା ରାଣୀ ପୁଝାରୀ,  କଲେଜ ପରିଚାଳନା କମିଟି ର ପ୍ରାକ୍ତନ ସଭାପତି ଅଭିମନ୍ୟୁ କୁଶଳ ଯୋଗ ଦେଇ ଛାତ୍ରୀ ଙ୍କୁ ଉତ୍ସାହିତ କରିଥିଲେ l ଅଧ୍ୟାପିକା ସଞ୍ଜୁ ସିଂହ ସ୍ଵାଗତ ଭାଷଣ ଦେଇ ଥିବା ବେଳେ ସିନିୟର୍ ଛାତ୍ରୀ ଅର୍ପିତା ପଟ୍ଟନାୟକ ସଭା ପରିଚାଳନା କରିଥିଲେ l ସାଂସ୍କୃତିକ କାର୍ଯ୍ୟକ୍ରମ କୁ କାଜଲ, ପ୍ରାଚୀ, ଗୁନ ଗୁନ୍, ସ୍ୱାଗତିକା, ଅର୍ପିତା ପ୍ରମୁଖ ପରିଚାଳନା କରିଥିବା ବେଳେ ପୂଜାରାଣି ପୁରୋହିତ, ସ୍ମୁତି ମୟୀ ନାଏକ, ପାର୍ବତୀ ପାଣିଗ୍ରାହୀ ବିଚାରକ ଭାବେ ଦାୟିତ୍ୱ ନେଇ ଥିଲେ l ଇଁରାଜୀ ଅଧ୍ୟାପକ ମଦନ ସୁନ୍ଦର ଖେତୀ ଅତିଥି ପରିଚୟ ସହ  ସ୍ୱାଗତ ସମ୍ବର୍ଦ୍ଧନା କରିଥିଲେ l ସକାଳ ୧୦ ଟା ରୁ ସନ୍ଧ୍ୟା ୭ ଟା ଯାଏ ନବାଗତା ଛାତ୍ରୀ ଙ୍କ ମଧ୍ୟରେ ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରା ଯାଇଥିବା ବେଳେ ଏସପି ଶ୍ରୀ ନାୟକ ଓ କଲେଜ ଅଧ୍ୟକ୍ଷା ଛାତ୍ରୀ ଙ୍କ ନାଚ ରେ ସାମିଲ୍ ହୋଇ ନୂଆଁ ଛାତ୍ରୀ ଙ୍କୁ ଉତ୍ସାହିତ କରିଥିଲେ l. ଆଜି ପ୍ରାରମ୍ଭ ଉତ୍ସଵ ର ମିସ ଫ୍ରେଶର ୨୦୨୫ ଭାବେ ଇତିହାସ ବିଭାଗ ର ମିସ ବବ୍ଲି ଭୋଇ,  ଓ ମିସ ଦିୱା ୨୦୨୫  ଭାବେ  ମିସ୍ ସୌମ୍ୟାଶ୍ରୀ ସ୍ବାଇଁ ଙ୍କୁ ସିନିୟର୍ ଛାତ୍ରୀ ତଥା ବିଗତ ବର୍ଷ ର ଉଭୟ ବିଜେତା ଙ୍କ ଦ୍ଵାରା ପୁରସ୍କୃତ କରଯାଇଥିଲା l ଆଜିର କାର୍ଯ୍ଯ କ୍ରମ ରେ କଲେଜ ର ସମସ୍ତ ଅଧ୍ୟାପକ ଅଧ୍ୟାପିକା କର୍ମଚାରୀ ଓ ସିନିଅର ଛାତ୍ରୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଳା ପଲସର ଆତଙ୍କ ଆସିଲେ ଝାମ୍ପିଲେ   18-May-2026
  ଜିଲ୍ଲା  
ବାଲି ମାଫିଆଙ୍କ ଘରେ ବଡ ଧରଣର ରେଡ୍, ୨୫ ଲକ୍ଷ ଟଙ୍କା ଜବତ   18-May-2026
  ରାଜ୍ୟ  
ପେଟ୍ରୋଲ ପମ୍ପରେ ସଙ୍କଟ, ଖୁଚୁରା ଦୋକାନରେ ଲିଟର ପିଛା ୧୪୦ ଟଙ୍କାରେ ବିକ୍ରି: ଅଞ୍ଚଳରେ ବଢ଼ୁଛି ଚର୍ଚ୍ଚା   18-May-2026
  ଜିଲ୍ଲା  
କଟକ ଟାଙ୍ଗି ବ୍ଲକରେ ଅରିନ୍ଦମ ରାୟ ଓ ଅଭୟ ବରିକଙ୍କୁ ଗରଫ ଦାବିରେ ବ୍ଲକ୍ କର୍ମଚାରୀଙ୍କ କଲମ ଛାଡ଼ ଆନ୍ଦୋଳନ   18-May-2026
  ରାଜ୍ୟ  
ଆନ୍ତର୍ଜାତୀୟ ‘ଆର୍ଟ ଅଫ ଗିଭିଙ୍ଗ ଡେ’ ଅବସରରେ ଏକତ୍ରିତ ହେଲେ ଗ୍ରାମବାସୀ; ନିଃସ୍ୱାର୍ଥ ସେବାର ମହତ୍ତ୍ୱ ଉପରେ ଜୋର ଦେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   18-May-2026
  ଜିଲ୍ଲା  
ଦୁଲଦୁଲି କଲା ପରିଷଦ ପକ୍ଷରୁ ନବମ ଲୋକକଳା ଉତ୍ସଵ ୨୧ ରୁ   18-May-2026
  ଅପରାଧ  
ସହରରେ ଆରମ୍ଭ ହେଲା କନଭେ ପାଟ୍ରୋଲିଂରାତି ସାଢ଼େ ୧୦ରେ ଦୋକାନ ବନ୍ଦ*   18-May-2026
  ରାଜ୍ୟ  
ପ୍ରବଳ ଗରମରେ ଘନ ଘନ ବିଦ୍ୟୁତ କାଟ୍ ଅଫିସରେ ଅଭିଯୋଗ କଲେ କାର୍ଣ୍ଣପାତ କରୁ ନଥିବା ଅଭିଯୋଗ    18-May-2026
  ଜିଲ୍ଲା  
ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ    17-May-2026
  ଜିଲ୍ଲା  
ଦଶମ ସିବିଏସସି ପରୀକ୍ଷାର ଏ-ୱାନ ଛାତ୍ର ଶିବାଶିସ ବାଘ ସମ୍ବର୍ଦ୍ଧିତ   17-May-2026
  ରାଜ୍ୟ  
ଓଡ଼ିଆ କବିତାରେ ନବରସ♦️ ସାହିତ୍ୟ ଅକାଦେମି ଏବଂ ଓଡିଶା ସାହିତ୍ୟ ଏକାଡେମୀର ଆବିଷ୍କାର କାର୍ଯ୍ୟକ୍ରମ   17-May-2026
  ରାଜ୍ୟ  
୬୬ତମ ଓଡିଶା ରାଜ୍ୟ ସିିନିୟର ସୁଇମିଂ ଚମ୍ପିୟାନସିପ୍ ଉଦ୍‌ଯାପିତ   17-May-2026

You Might Also Like