-+91-9937148622 |

prerana_bgr@rediffmail.com |

  Saturday 6th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ    (05-Jun-2026)       ||      ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   (05-Jun-2026)       ||      ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    (05-Jun-2026)       ||      ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   (05-Jun-2026)       ||      ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ    (05-Jun-2026)       ||      ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ    (05-Jun-2026)       ||      ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   (05-Jun-2026)       ||      *ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   (05-Jun-2026)       ||      ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   (05-Jun-2026)       ||      *ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*   (05-Jun-2026)       ||      ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା    (05-Jun-2026)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର    (05-Jun-2026)       ||      ଆସ ଆମେ ପଢ଼ିବା କାର୍ଯ୍ୟକ୍ରମ    (05-Jun-2026)       ||      ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର    (05-Jun-2026)       ||      ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ    (05-Jun-2026)       ||      ମାଲକାନଗିରିରେ ସରକାରୀ ଡାକ୍ତରଙ୍କ ପ୍ରାଇଭେଟ୍ ଚିକିତ୍ସାକୁ ଗୁରୁତ୍ୱ (ଗରିବ ଓ ମଧ୍ୟବିତ୍ତ ରୋଗୀ ଆର୍ଥିକ ଶୋଷଣର ଶିକାର)   (05-Jun-2026)       ||      କଟକ ବାଲିଯାତ୍ରା ତଳ ପଡ଼ିଆରେ ପ୍ରେମୀଯୁଗଳ ଏବଂ ମଦୁଆଙ୍କ ସହିତ ପିସିଆର ଭ୍ୟାନ୍ ର ଲୁଚିକାଳୀ ଖେଳେ ।   (05-Jun-2026)       ||     

HOME   ରାଜ୍ୟ

ଆନ୍ତର୍ଜାତୀୟ ସ୍ତରରେ ସି ଏନ୍ ସି କଲେଜ ଛାତ୍ରୀଙ୍କ କମାଲ୍: ଦୁବାଇ ରେ ଭାରତ ସଂସ୍କୃତି ଯାତ୍ରାରେ ଓଡ଼ିଶୀ ନୃତ୍ୟକୁ  ଏକ ନୂଆଁ ପରିଚୟ ଦେଲେ  ବଲାଙ୍ଗୀରର ପ୍ରିୟଂଶା

13-Sep-2025



ବଲାଙ୍ଗୀର(ପ୍ରେରଣା ଖବର): ସେପ୍ଟେମ୍ବର ୧୦ ରୁ ୧୫ ତାରିଖ ପର୍ଯ୍ୟନ୍ତ ୫ ଦିନ ଧରି ସୁଦୂର ଦୁବେଇ ଠାରେ ଆନ୍ତର୍ଜାତୀୟ ସ୍ତରରେ ଅନୁଷ୍ଠିତ ଭାରତ ସଂସ୍କୃତି ଯାତ୍ରାରେ ଓଡ଼ିଶୀ ନୃତ୍ୟ ପରିବେଷଣ କରି ନିଜର କମାଲ୍ ଦେଖାଇଛନ୍ତି  ବଲାଙ୍ଗୀରର ଝିଅ ପ୍ରିୟଂଶା  ।  ସୋଲୋ  ଓଡ଼ିଶୀ ଡେନ୍ସ ଓ ସୋଲୋ ଫୋକ୍ ଡେନ୍ସ ରେ ନିଜର କଳାଚାତୁର୍ଯ୍ୟ ପ୍ରଦର୍ଶନ କରି ପ୍ରିୟଂଶା ଆନ୍ତର୍ଜାତୀୟ ସ୍ତରରେ ପ୍ରଥମ ସ୍ଥାନ ଅଧିକାର କରି ବଲାଙ୍ଗୀର ର  ନାଁ କୁ ଉଜ୍ୱଳ କରିପାରିଛନ୍ତି  l ଦୁବାଇ ପାଇଁ ଭାରତର ହାଇକମିଶନର ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ  ପ୍ରିୟଂଶା ଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି l ବଲାଙ୍ଗୀର ସହର ଉଦୟ ନଗର ନିବସୀ ଉତ୍କଳ କୁମାର ସାହୁ ଓ ମାତା ଦିପୀକା ସାହୁଙ୍କ ଝିଅ ପ୍ରିୟଂଶା ବଲାଙ୍ଗୀର ସି ଏନ୍ ସି କଲେଜର ବାଣିଜ୍ଯ ବିଭାଗର ଜଣେ ମେଧାବୀ ଛାତ୍ରୀ ହୋଇଥିବା ବେଳେ କଲେଜର ବିଭିନ୍ନ ଇଭେଣ୍ଟ ମ୍ୟାନେଜମେଣ୍ଟ ରେ ସେ  ନିଜର ଦକ୍ଷତା ପ୍ରତିପାଦନ କରିଛନ୍ତି  l  ଏଥିସହ ପ୍ରିୟଂଶା ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପ, ଭଂଜ କଳା ମଣ୍ଡପ, ପୁରୀ ସମେତ ଲକ୍ଷ୍ନୋ ଓ ଆସାମର ଦିବୃଗଡ଼ରେ ମଧ୍ୟ ଓଡ଼ିଶୀ ନୃତ୍ୟ ପରିବେଷଣ କରି ପ୍ରଶଂସାଭାଜନ ହୋଇପାରିଛନ୍ତି l ଆନ୍ତର୍ଜାତୀୟ ସ୍ତରରେ ପ୍ରିୟଂଶା ଙ୍କ ଏହି କୃତିତ୍ଵ ପାଇଁ ତାଙ୍କୁ ବଲାଙ୍ଗୀର ସି ଏନ୍ ସି କଲେଜ ର ନିର୍ଦ୍ଦେଶକ ଆଶୁତୋଷ ପୁରୋହିତ ଅଭିନନ୍ଦନ ଜଣାଇବା ସହ ତାଙ୍କର ଉତ୍ତରୋତ୍ତର ଉନ୍ନତି କାମନା କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ   05-Jun-2026
  ଜିଲ୍ଲା  
ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   05-Jun-2026
  ଜିଲ୍ଲା  
ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    05-Jun-2026
  ଜିଲ୍ଲା  
ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   05-Jun-2026
  ଜିଲ୍ଲା  
ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ   05-Jun-2026
  ଜିଲ୍ଲା  
ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ   05-Jun-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   05-Jun-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   05-Jun-2026
  ଜିଲ୍ଲା  
*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   05-Jun-2026
  ଜିଲ୍ଲା  
ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   05-Jun-2026

You Might Also Like