-+91-9937148622 |

prerana_bgr@rediffmail.com |

  Monday 18th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ବିଜୁ ମହିଳା ଜନତା ଦଳ ପକ୍ଷରୁ ବିଶାଳ ସମାବେଶ* *ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକ ପତ୍ର ପ୍ରଦାନ*   (18-May-2026)       ||      କଳା ପଲସର ଆତଙ୍କ ଆସିଲେ ଝାମ୍ପିଲେ   (18-May-2026)       ||      ବାଲି ମାଫିଆଙ୍କ ଘରେ ବଡ ଧରଣର ରେଡ୍, ୨୫ ଲକ୍ଷ ଟଙ୍କା ଜବତ   (18-May-2026)       ||      ପେଟ୍ରୋଲ ପମ୍ପରେ ସଙ୍କଟ, ଖୁଚୁରା ଦୋକାନରେ ଲିଟର ପିଛା ୧୪୦ ଟଙ୍କାରେ ବିକ୍ରି: ଅଞ୍ଚଳରେ ବଢ଼ୁଛି ଚର୍ଚ୍ଚା   (18-May-2026)       ||      କଟକ ଟାଙ୍ଗି ବ୍ଲକରେ ଅରିନ୍ଦମ ରାୟ ଓ ଅଭୟ ବରିକଙ୍କୁ ଗରଫ ଦାବିରେ ବ୍ଲକ୍ କର୍ମଚାରୀଙ୍କ କଲମ ଛାଡ଼ ଆନ୍ଦୋଳନ   (18-May-2026)       ||      ଆନ୍ତର୍ଜାତୀୟ ‘ଆର୍ଟ ଅଫ ଗିଭିଙ୍ଗ ଡେ’ ଅବସରରେ ଏକତ୍ରିତ ହେଲେ ଗ୍ରାମବାସୀ; ନିଃସ୍ୱାର୍ଥ ସେବାର ମହତ୍ତ୍ୱ ଉପରେ ଜୋର ଦେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (18-May-2026)       ||      ଦୁଲଦୁଲି କଲା ପରିଷଦ ପକ୍ଷରୁ ନବମ ଲୋକକଳା ଉତ୍ସଵ ୨୧ ରୁ    (18-May-2026)       ||      ସହରରେ ଆରମ୍ଭ ହେଲା କନଭେ ପାଟ୍ରୋଲିଂରାତି ସାଢ଼େ ୧୦ରେ ଦୋକାନ ବନ୍ଦ*   (18-May-2026)       ||      ପ୍ରବଳ ଗରମରେ ଘନ ଘନ ବିଦ୍ୟୁତ କାଟ୍ ଅଫିସରେ ଅଭିଯୋଗ କଲେ କାର୍ଣ୍ଣପାତ କରୁ ନଥିବା ଅଭିଯୋଗ    (18-May-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ     (17-May-2026)       ||      ଦଶମ ସିବିଏସସି ପରୀକ୍ଷାର ଏ-ୱାନ ଛାତ୍ର ଶିବାଶିସ ବାଘ ସମ୍ବର୍ଦ୍ଧିତ    (17-May-2026)       ||      ଓଡ଼ିଆ କବିତାରେ ନବରସ♦️ ସାହିତ୍ୟ ଅକାଦେମି ଏବଂ ଓଡିଶା ସାହିତ୍ୟ ଏକାଡେମୀର ଆବିଷ୍କାର କାର୍ଯ୍ୟକ୍ରମ    (17-May-2026)       ||      ୬୬ତମ ଓଡିଶା ରାଜ୍ୟ ସିିନିୟର ସୁଇମିଂ ଚମ୍ପିୟାନସିପ୍ ଉଦ୍‌ଯାପିତ   (17-May-2026)       ||      ୧୪ ବର୍ଷ ରୁ କମ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଷଷ୍ଠ ଦିବସ   (17-May-2026)       ||      ଧର୍ମଗଡ଼ ଯାଦବ ଜିଲ୍ଲା ମହାସଭା କାର୍ଯ୍ୟାଳୟ ଉଦଘାଟନ ଓ ସମ୍ବର୍ଦ୍ଧନା ସଭା ।   (17-May-2026)       ||      ବରିଷ୍ଠ ନାଗରିକଙ୍କୁ ସ୍ୱତନ୍ତ୍ର ପରିଚୟ ପତ୍ର ବଣ୍ଟନ   (17-May-2026)       ||      ଡାବୁଗାଁ ରେ ଜଗନ୍ନାଥ ଲୋକ କଳା ପରିଷଦ ର ବୈଠକ   (17-May-2026)       ||      *ସୋନପୁର ଥାନାରେ ଜିଲ୍ଲା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକ ଙ୍କୁ ପରିଚୟ ପତ୍ର ପ୍ରଦାନ*-   (17-May-2026)       ||      ଟ୍ରାକ୍ଟର ଦୁର୍ଘଟଣା ରେ ଚାଷୀ ମୃତ।   (17-May-2026)       ||      *ମାନିଗାଁ ରେ ଆରମ୍ବ ହେଲା ନିଶା ମୁକ୍ତ ଅଭିଯାନ*   (17-May-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳ ଙ୍କୁ ଦାବୀ ପତ୍ର ପ୍ରଦାନ କଲେ ଜିଲ୍ଲା ପେନସନ ଯୋଜନା ଭୁକ୍ତ ଶିକ୍ଷକ ସଂଘ

13-Sep-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ମୁଖ୍ୟମନ୍ତ୍ରୀ ଓ ଶିକ୍ଷାମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସୁବର୍ଣ୍ଣପୁର  ଜିଲ୍ଲାପାଳ ଏବଂ ଜିଲ୍ଲା ଶିକ୍ଷା ଅଧୀକାରୀଙ୍କୁ ଏକ ଦଫା ଦାବି ପୂରଣ ନିମନ୍ତେ ଦାବିପତ୍ର ପ୍ରଦାନ କଲେ ଓଡ଼ିଶା ସରକାରୀ ଉଚ୍ଚ ବିଦ୍ୟାଳୟ ନୂତନ ପେନସନ ଯୋଜନା ଭୁକ୍ତ ଶିକ୍ଷକ ସଂଘ l ୨୦୦୪ ରୁ ୨୦୧୩ ମସିହା ରେ ନିଯୁକ୍ତ ଶିକ୍ଷକ/ ଶିକ୍ଷୟିତ୍ରୀ ମାନଙ୍କର ୬ ବର୍ଷ ଚୁକ୍ତି  ଅବଧୀ କୁ ମୂଳ ଚାକିରି ସହ ଯୋଗ କରିବା ସହ ୬ ଗୋଟି ନେସନାଲ ଇନ୍କ୍ରିମେଣ୍ଟ୍‌ ପ୍ରଦାନ କରିବାକୁ ଦାବି ନେଇ ଆଜି ମୁଖ୍ୟମନ୍ତ୍ରୀ ଓ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସଚିବଙ୍କ ଉଦେଶ୍ୟରେ ସୁବର୍ଣ୍ଣପୁର  ଜିଲ୍ଲାପାଳ ଏବଂ ଜିଲ୍ଲା ଶିକ୍ଷା ଅଧୀକାରୀଙ୍କୁ ଜିଲ୍ଲାର ସମସ୍ତ ହାଇସ୍କୁଲ ନୂତନ ପେନସନ ଯୋଜନାଭୁକ୍ତ ମାଧ୍ୟମିକ ଶିକ୍ଷକ ଶିକ୍ଷୟିତ୍ରୀ ଉକ୍ତ ଦାବି ପୂରଣ ନେଇ ଦାବିପତ୍ର ପ୍ରଦାନ କରାଯାଇଛି। ପ୍ରକାଶ ଯେ ଗତ ୭ ତାରିଖରେ ଜିଲ୍ଲାର ସମସ୍ତ ବିଧାୟକ ମାନଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି । ଏହା ପରେ ଯଦି ସରକାର କୌଣସି ନିଷ୍ପତି ଗ୍ରହଣ ନକରନ୍ତି ତାହେଲେ ଆସନ୍ତା ବିଧାନ ସଭାରେ ଜିଲ୍ଲା ସଂଘ ରାଜ୍ୟ ସଂଘ ର ସହଯୋଗ ରେ ରାଜରାସ୍ତାକୁ ଓହ୍ଳେଇବା ଓ ଶିକ୍ଷକ ମାନଙ୍କର ସମସ୍ୟାର ସମାଧାନ ଦିଗରେ ଯଦି ସରକାର କିଛି କାର୍ଯ୍ୟପନ୍ଥା ଗ୍ରହଣ ନକରନ୍ତି ତାହେଲେ ଆସନ୍ତା ବିଧାନସଭା ଚାଲୁଥୁବା ସମୟରେ ଦୁର୍ବାର ଆନ୍ଦୋଳନ ହେବ ବୋଲି ଜିଲ୍ଲା ସଂଘ ସଭାପତି ଆଶିଷ କୁମାର ନାଏକ , ସଂପାଦକ ଲାଲବାବୁ ସେଠୀ , କୋଷାଧକ୍ଷ ଚକାନୟନ ମେହେର ଏକ ପ୍ରେସ ଇସ୍ତାହାର ରେ ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବିଜୁ ମହିଳା ଜନତା ଦଳ ପକ୍ଷରୁ ବିଶାଳ ସମାବେଶ* *ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକ ପତ୍ର ପ୍ରଦାନ*   18-May-2026
  ଜିଲ୍ଲା  
କଳା ପଲସର ଆତଙ୍କ ଆସିଲେ ଝାମ୍ପିଲେ   18-May-2026
  ଜିଲ୍ଲା  
ବାଲି ମାଫିଆଙ୍କ ଘରେ ବଡ ଧରଣର ରେଡ୍, ୨୫ ଲକ୍ଷ ଟଙ୍କା ଜବତ   18-May-2026
  ରାଜ୍ୟ  
ପେଟ୍ରୋଲ ପମ୍ପରେ ସଙ୍କଟ, ଖୁଚୁରା ଦୋକାନରେ ଲିଟର ପିଛା ୧୪୦ ଟଙ୍କାରେ ବିକ୍ରି: ଅଞ୍ଚଳରେ ବଢ଼ୁଛି ଚର୍ଚ୍ଚା   18-May-2026
  ଜିଲ୍ଲା  
କଟକ ଟାଙ୍ଗି ବ୍ଲକରେ ଅରିନ୍ଦମ ରାୟ ଓ ଅଭୟ ବରିକଙ୍କୁ ଗରଫ ଦାବିରେ ବ୍ଲକ୍ କର୍ମଚାରୀଙ୍କ କଲମ ଛାଡ଼ ଆନ୍ଦୋଳନ   18-May-2026
  ରାଜ୍ୟ  
ଆନ୍ତର୍ଜାତୀୟ ‘ଆର୍ଟ ଅଫ ଗିଭିଙ୍ଗ ଡେ’ ଅବସରରେ ଏକତ୍ରିତ ହେଲେ ଗ୍ରାମବାସୀ; ନିଃସ୍ୱାର୍ଥ ସେବାର ମହତ୍ତ୍ୱ ଉପରେ ଜୋର ଦେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   18-May-2026
  ଜିଲ୍ଲା  
ଦୁଲଦୁଲି କଲା ପରିଷଦ ପକ୍ଷରୁ ନବମ ଲୋକକଳା ଉତ୍ସଵ ୨୧ ରୁ   18-May-2026
  ଅପରାଧ  
ସହରରେ ଆରମ୍ଭ ହେଲା କନଭେ ପାଟ୍ରୋଲିଂରାତି ସାଢ଼େ ୧୦ରେ ଦୋକାନ ବନ୍ଦ*   18-May-2026
  ରାଜ୍ୟ  
ପ୍ରବଳ ଗରମରେ ଘନ ଘନ ବିଦ୍ୟୁତ କାଟ୍ ଅଫିସରେ ଅଭିଯୋଗ କଲେ କାର୍ଣ୍ଣପାତ କରୁ ନଥିବା ଅଭିଯୋଗ    18-May-2026
  ଜିଲ୍ଲା  
ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ    17-May-2026
  ଜିଲ୍ଲା  
ଦଶମ ସିବିଏସସି ପରୀକ୍ଷାର ଏ-ୱାନ ଛାତ୍ର ଶିବାଶିସ ବାଘ ସମ୍ବର୍ଦ୍ଧିତ   17-May-2026
  ରାଜ୍ୟ  
ଓଡ଼ିଆ କବିତାରେ ନବରସ♦️ ସାହିତ୍ୟ ଅକାଦେମି ଏବଂ ଓଡିଶା ସାହିତ୍ୟ ଏକାଡେମୀର ଆବିଷ୍କାର କାର୍ଯ୍ୟକ୍ରମ   17-May-2026

You Might Also Like