-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||      *ନିସହାୟ ଧନୁ ବରିହାଙ୍କ ଘରେ ପହଞ୍ଚିଲେ ଜିଲ୍ଲାପାଳ*   (11-Apr-2026)       ||      ଭିତ୍ତିଭୂମୀ ନିର୍ମାଣରେ ଇତିହାସ ରଚିଲା ଓଡିଶା,୧୭ଟି ପ୍ରକଲ୍ପକୁ ବିଶ୍ୱକର୍ମା ପୁରସ୍କାର, ବଲାଙ୍ଗୀରର କ୍ୟାନସର ହସପିଟାଲ ଓ ଲୋୟର ସୁକତେଲ ପ୍ରକଲ୍ପ ପୁରସ୍କୃତ   (11-Apr-2026)       ||      ଦାଦନ ଖଟିବାକୁ ଯାଇଥିବା ଯୁବକର ମୃତଦେହ ଘରକୁ ଫେରିଲା   (11-Apr-2026)       ||      ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଗୋଷ୍ଠୀଗତ ବିବାହ ପାଇଁ ପ୍ରସ୍ତୁତି ବୈଠକ   (11-Apr-2026)       ||      *ବିଶ୍ଵ ହୋମିଓପ୍ୟାଥିକ ଦିବସ ପାଳିତ* *(ଡାକ୍ତର ସି.ଫେଡ୍ରିକ୍.ସାମୁଏଲ୍ ହ୍ୟାନିମାନ୍ ଙ୍କ ୨୭୨ ତମ ଜୟନ୍ତୀ ପାଳିତ)*   (11-Apr-2026)       ||     

HOME   ଜିଲ୍ଲା

ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ରେ ଯୋଗଦେଲେ ଡାବୁଗାଁ ବିଧାୟକ

13-Sep-2025



ଡାବୁଗାଁ,   (ପ୍ରିୟଦର୍ଶିନୀ ପାତ୍ର,)
 ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ କାର୍ଯ୍ୟ|ଳୟ ପରିସରରେ
ବ୍ଲକ ଅଧ୍ୟକ୍ଷା ବୀଣା ମାଝି ଙ୍କ ଅଧ୍ୟକ୍ଷତାରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ   ଅନୁଷ୍ଠିତ ହୋଇଯାଇଛି | ଏଥିରେ ମଧୁବାବୁ ପେନସନ ଯୋଜନା ଓ ଇନ୍ଦିରାଗାନ୍ଧି ବାର୍ଦ୍ଧକ୍ୟ, ବିଧବା ଓ ଭିନ୍ନକ୍ଷମ ପେନସନ ଯୋଜନାରେ ବ୍ଲକ ଅଧୀନ ବିଭିନ୍ନ ଗ୍ରାମରୁ ମୋଟ ୧୨୨ ଜଣ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ କରାଯାଇଛି | ଏଥିରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ଯୋଗ ଦେଇ ଭତ୍ତା ବଣ୍ଟନ କରିଥିଲେ | ସମ୍ମାନୀତ ଅତିଥି  ଭାବେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଙ୍କ ଜିଲା ପ୍ରତିନିଧି ଅଶୋକ ପାଢୀ,ବ୍ଲକ ଉପାଧ୍ୟକ୍ଷ ସଦାନନ୍ଦ ନାୟକ, ଜିଲପରିଷଦ ସଭ୍ୟ ଧନସିଂ ଭତ୍ରା ଓ ଗୁପ୍ତ ବିଶୋୟୀ, ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର କୁମାର ମିଶ୍ର, ଭାଜପା ବରିଷ୍ଟ ନେତା ରାଜ ଶେଖର ରାଓ, ଲଷ୍ମୀ ଜାନୀ,ବୋରିଗାଁ ମଣ୍ଡଳ ସଭାପତି ଜଗଦୀଶ ଭତ୍ରା, ବିଡିଓ ଶରତ ମାଝି, ବିଜେଡି ନେତା ଏମ୍. ଆପ୍ପା ରାଓ,  ସରପଞ୍ଚ, ସମିତି ସଭ୍ୟା ସଭ୍ୟ, ପଞ୍ଚାୟତ ନିର୍ବାହୀ ଅଧିକାରୀ ଓ ହିତାଧିକାରୀ ମାନେ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026
  ଜିଲ୍ଲା  
*ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   12-Apr-2026
  ଜିଲ୍ଲା  
ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   12-Apr-2026
  ଜିଲ୍ଲା  
ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   12-Apr-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   12-Apr-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   12-Apr-2026

You Might Also Like