-+91-9937148622 |

prerana_bgr@rediffmail.com |

  Monday 13th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ଜିଲ୍ଲା

ଏନପିଏସ ଶିକ୍ଷକ ସଂଘର ପ୍ରତିବାଦ ସଭା 

13-Sep-2025



ବାଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ ଜିଲ୍ଲପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବଲାଙ୍ଗୀର ଜିଲ୍ଲା ହାଇସ୍କୁଲ ଏନପିଏସ (ନୂତନ ପେନସନ ସ୍କିମ) ଶିକ୍ଷକ ସଂଘ ତରଫରୁ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା।ପ୍ରବଳ ବର୍ଷା ସତ୍ତ୍ୱେ ଏହି ସଭାରେ ବଲାଙ୍ଗୀର ଜିଲ୍ଲାର ସମସ୍ତ ୧୪ଗୋଟି ବ୍ଲକ ରୁ ଶତାଧିକ ଶିକ୍ଷକ ଓ ଶିକ୍ଷୟତ୍ରୀ ଯୋଗ ଦେଇଥିଲେ।ଏହି ପ୍ରତିବାଦ ସଭାରେ ୨୦୦୪ ମସିହାରୁ ୨୦୧୩ମସିହା ମଧ୍ୟରେ ଓଡ଼ିଶାର ସରକାରୀ ଉଚ୍ଚ ବିଦ୍ୟାଳୟରେ ନିଯୁକ୍ତ ଠିକା ଶିକ୍ଷକଙ୍କ ୬ବର୍ଷ ର ଠିକା ଚାକିରିକୁ ମୂଳ ଚାକିରିରେ ଗଣନା କରିବା ସହ ୬ଟି

ନୋସନାଲ ଇଂକ୍ରିମେଣ୍ଟ ଯଥା ଶୀଘ୍ର ପ୍ରଦାନ କରିବା ପାଇଁ ଦାବୀ ଉପସ୍ଥାପନ କରାଯାଇଥିଲା।ଏହା ସହ ମାଧ୍ୟମିକ ବିଦ୍ୟାଳୟ ରେ ବହୁ ସଂଖ୍ୟକ ପ୍ରଧାନ ଶିକ୍ଷକ ପଦ ଖାଲି ପଡିଥିବାରୁ ଓଡ଼ିଶାର ମାଧ୍ୟମିକ ଶିକ୍ଷା ଅବସ୍ଥା ଶୋଚନୀୟ ହେବା ପ୍ରସଙ୍ଗ ସହ ତାଳିମ ପ୍ରାପ୍ତ ଶିକ୍ଷକ, ଶିକ୍ଷୟତ୍ରୀ ମାନଙ୍କ ବରିଷ୍ଠତା ତାଳିକା ପ୍ରକାଶନରେ ଅହେତୁକ ବିଳମ୍ବ ହେବା ପ୍ରମୁଖ ଦାବୀ ଉପସ୍ଥାପନ କରାଯାଇଥିଲା।  ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳ ଙ୍କୁ ଦାବୀ ପତ୍ର ପ୍ରଦାନ କରାଯାଇଥିଲା।ଏହି ପ୍ରତିବାଦ ସଭାରେ ବଲାଙ୍ଗୀର ଜିଲ୍ଲା ର ଶିକ୍ଷକ ନେତା ମନୋରଞ୍ଜନ ସାହୁ, ଶିକ୍ଷାବିତ ନରେନ୍ଦ୍ର ମିଶ୍ର,ଡୋଳାମଣୀ ସାହୁ, ଶରତ ନାଗ, ବିନୋଦ ମିଶ୍ର, ସୁଧାଂଶୁ ବାରିକ,ଦେବାଶିଷ ବିଶି, ଦୀପାଞ୍ଜଳି ଯୋଶୀ, ବୀର କିଶୋର ସୁନା, କପିଳେଶ୍ୱର କୁମ୍ଭାର, ଶକ୍ତିବାଇ ପଣ୍ଡା ପ୍ରମୁଖ ଉଦବୋଧନ ଦେଇଥିଲେ। ସଭାକୁ ହେମନ୍ତ ବାରିକ ପରିଚାଳନା କରିଥିବା ବେଳେ ଧନ୍ୟବାଦ ଦେଇଥିଲେ ଦ୍ଵିତୀ ରଞ୍ଜନ ମହାଲିଙ୍ଗ।ପ୍ରତିବାଦ ସଭା ପରେ ବିରାଟ ରାଲି ରେ

ସମସ୍ତ ଏନପିଏସ ଶିକ୍ଷକ ଶିକ୍ଷୟତ୍ରୀ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ କୁ ଯାଇ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ ନାଗ ଙ୍କୁ ଦାବୀ ପତ୍ର ପ୍ରଦାନ କରିଥିଲେ।ଦାବୀ ଗୁଡିକ ଶୀଘ୍ର ପୂରଣ ନ ହେଲେ ଚଳିତ ମାସ ୨୨ ତାରିଖରେ ଭୁବନେଶ୍ୱର ଲୋୟର ପିଏମଜି ଠାରେ ହେବାକୁ ଥିବା ରାଜ୍ୟ ସ୍ତରୀୟ ଆନ୍ଦୋଳନରେ ବଲାଙ୍ଗୀର ଜିଲ୍ଲା ର ସମସ୍ତ ଏନପିଏସ ଶିକ୍ଷକ, ଶିକ୍ଷୟତ୍ରୀ ସମୂହ ଛୁଟିରେ ଯାଇ ଯୋଗଦେବେ ବୋଲି ସଂଘ ପକ୍ଷରୁ ସୂଚନା ଦିଆଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like