-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||      *ନିସହାୟ ଧନୁ ବରିହାଙ୍କ ଘରେ ପହଞ୍ଚିଲେ ଜିଲ୍ଲାପାଳ*   (11-Apr-2026)       ||      ଭିତ୍ତିଭୂମୀ ନିର୍ମାଣରେ ଇତିହାସ ରଚିଲା ଓଡିଶା,୧୭ଟି ପ୍ରକଲ୍ପକୁ ବିଶ୍ୱକର୍ମା ପୁରସ୍କାର, ବଲାଙ୍ଗୀରର କ୍ୟାନସର ହସପିଟାଲ ଓ ଲୋୟର ସୁକତେଲ ପ୍ରକଲ୍ପ ପୁରସ୍କୃତ   (11-Apr-2026)       ||      ଦାଦନ ଖଟିବାକୁ ଯାଇଥିବା ଯୁବକର ମୃତଦେହ ଘରକୁ ଫେରିଲା   (11-Apr-2026)       ||      ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଗୋଷ୍ଠୀଗତ ବିବାହ ପାଇଁ ପ୍ରସ୍ତୁତି ବୈଠକ   (11-Apr-2026)       ||      *ବିଶ୍ଵ ହୋମିଓପ୍ୟାଥିକ ଦିବସ ପାଳିତ* *(ଡାକ୍ତର ସି.ଫେଡ୍ରିକ୍.ସାମୁଏଲ୍ ହ୍ୟାନିମାନ୍ ଙ୍କ ୨୭୨ ତମ ଜୟନ୍ତୀ ପାଳିତ)*   (11-Apr-2026)       ||     

HOME   ଜିଲ୍ଲା

କ୍ଷୀର ଅପମିଶ୍ରଣ ଘଟଣାର ପର୍ଦ୍ଦାଫାଶ କଲା ପୋଲିସ।ହୋଟେଲ ମାଲିକ ସହ ୨ ଗିରଫ

14-Sep-2025



ଆଠଗଡ(ପ୍ରେରଣା ଖବର) ୫୫ ନମ୍ବର ଜାତୀୟ ରାଜପଥ କଡରେ ଗୁରୁଡିଝାଟିଆ ଥାନା ଅନ୍ତର୍ଗତ କୁଷପଙ୍ଗି ନିକଟରେ ଏକ ହୋଟେଲ ପଛ ପାର୍ଶ୍ଵରେ ଗତ ୧୦ ତାରିଖ ଅନ୍ଧାର ରାତିରେ ଚାଲିଥିଲା କ୍ଷୀର ଅପମିଶ୍ରଣ ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ।। ଘଟଣା ଦିନ  ବିଳମ୍ବିତ ରାତ୍ରରେ କ୍ଷୀର ଅପ ମିଶ୍ରିତ ହେଉଥିବା ଖବର ପାଇ ଚଢାଉ କରିଥିଲା ଗୁରୁଡିଝାଟିଆ ପୋଲିସ୍। ଘଟଣା ସ୍ଥଳରୁ କ୍ଷୀର ଟ୍ୟାଙ୍କର ଡ୍ରାଇଭର ସମେତ କ୍ଷୀର ଅପମିଶ୍ରିତ କରୁଥିବା ଦୁର୍ବୁତ୍ତ ମାନେ ଫେରାର ହୋଇଯାଇଥିଲେ |  ଏହି ଘଟଣାରେ କ୍ଷୀର ଟ୍ୟାଙ୍କର, ଏକ ଟାଟା ଏସି ଗାଡି ସମେତ କ୍ଷୀର ଅପମିଶ୍ରଣ ରେ ବ୍ୟବହୃତ ସାମଗ୍ରୀ ଜବତ କରିଥିଲା ପୋଲିସ | ଦୀର୍ଘ ଦିନ ଧରି ଏଭଳି ଅପମିଶ୍ରିତ ଚାଲିଥିବା ନେଇ ସତର୍କ ନଜର ରଖିଥିଲା । ମେସିନ୍ ଦ୍ଵାରା କ୍ଷୀର ଗାଡି ମଧ୍ୟରେ ପାଣି ଲୋଡ କରି  କ୍ଷୀରକୁ ବାହାର କରି ସେଥିରେ ଲୁଣ , ଡିଟରଜେଣ୍ଟ ପାଉଡର ଓ ଏକ କେମିକାଲ ଅପ ମିଶ୍ରିତ କରି ଦିଆ ଯାଉଥିଲା। ଏହି କ୍ଷୀର ଗାଡ଼ି ସମ୍ବଲପୁରରୁ କଟକ ର ଏକ ଦାମୀ କମ୍ପାନୀକୁ ଯାଉଥିବା ପ୍ରାଥମିକ ତଦନ୍ତ ରୁ ସୂଚନା ମିଳିଛି | ତେବେ ତଦନ୍ତ ଶେଷ ପରେ ଗୁରୁଡିଝାଟିଆ ପୋଲିସ ଘଟଣା ର ପର୍ଦ୍ଦାଫାଶ କରି ହୋଟେଲ ମାଲିକ ଚୌଦ୍ଵାର ନୂଆପାଟଣା ଗ୍ରାମର ପ୍ରକାଶ ଖୁଣ୍ଟିଆ, କୋଲକୋତାର ସୁଧୀର  ତିୱାରୀ କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି।ପ୍ରାୟ ୫ ମାସ ହେଲା ଏଠାରେ  ରାତିରେ ଟ୍ୟାଙ୍କର ରୁ କ୍ଷୀର ବାହାର କରି ସମପରିମାଣରେ କେମିକାଲ ପାଉଡର,ଦିତର୍ଜେଣ୍ଟ ପାଉଡର ଓ ପାଣି ମିଶାଇ  କ୍ଷୀର ଅପମିଶ୍ରଣ କରାଯାଉଥିଲା। ଦୈନିକ ପ୍ରାୟ ୧୦ ହଜାର କ୍ଷୀର ଏଠାରେ ଅପ ମିଶ୍ରଣ କରାଯାଇ ଆଖପାଖ ଅଞ୍ଚଳ ରେ ବିକ୍ରି କରାଯାଉଥିଲା। ପୋଲିସ ଅପମିଶ୍ରିତ କ୍ଷୀର ର ନମୁନା ପରୀକ୍ଷା ପାଇଁ ପଠାଇଛି।ରିପୋର୍ଟ ଆସିଲେ କେଉଁ କେଉଁ ରାସାୟନିକ ଦ୍ରବ୍ୟ ମିଶ୍ରଣ କରାଯାଇ କ୍ଷୀର ଅପମିଶ୍ରଣ କରାଯାଉଥିଲା ତାହା ଜଣାପଡ଼ିବ।ତେବେ ଏହି ଅପମିଶ୍ରଣ ଦୀର୍ଘ ଦିନ ହେଲା ଚାଲୁଥିଲେ ମଧ୍ୟ କିଭଳି ପୋଲିସ ଏହାର ସୁରାକ ପାଇଲା ନାହିଁ ତାହା ସାଧାରଣ ରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।ଏହି ଘଟଣା ରେ କିଛି ପ୍ରଭାବଶାଳୀ ସଂପୃକ୍ତ ଥିବା ପୋଲିସ ସନ୍ଦେହ କରୁଥିବାରୁ ଟିକିନିଖି ବିବରଣୀ ଦେବାକୁ  ଗୁରୁଡିଝାଟିଆ ଥାନା ଆଇଆଇସି ତପନ ପତି ମନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026
  ଜିଲ୍ଲା  
*ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   12-Apr-2026
  ଜିଲ୍ଲା  
ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   12-Apr-2026
  ଜିଲ୍ଲା  
ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   12-Apr-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   12-Apr-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   12-Apr-2026

You Might Also Like