-+91-9937148622 |

prerana_bgr@rediffmail.com |

  Monday 2nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||     

HOME   ଜିଲ୍ଲା

କଣ୍ଟାମାଳ ବ୍ଲକ ବିଦ୍ୟାଳୟସ୍ତରୀୟ ସମୂହ କ୍ରୀଡା ପ୍ରତିଭା ଚୟନ ଶିବିର

14-Sep-2025



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ପଲଶାଗୋରା ମିଳିତ ଗ୍ରାମ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକ ବିଦ୍ୟାଳୟ ସ୍ତରୀୟ ସମୂହ କ୍ରୀଡା ପ୍ରତିଭା ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି |ସକାଳୁ ଉଦଘାଟନୀ ଉତ୍ସବ ରେ ମୁଖ୍ୟଅତିଥି କଣ୍ଟାମାଳ ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଶୋଭ ରଞ୍ଜନ ମାଳି, ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସଂଜୀବ କୁମାର ପ୍ରହରାଜ, କୁଣ୍ଡାମାଳ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ବଳଭଦ୍ର ବିଶ୍ୱାଳ,ସିଆରସିସି ହୃଦାନନ୍ଦ ଦନ୍ତା,ବ୍ଲକ କ୍ରୀଡା ସଂଗଠନ ସମ୍ପାଦକ ସୁଦାମ ଚରଣ ମିଶ୍ର ଯୋଗଦେଇ କ୍ରୀଡା ପତାକା ଉତ୍ତୋଳନ କରିବା ପରେ କ୍ରୀଡା ପ୍ରତିଯୋଗିତା ଆରମ୍ଭ ହୋଇଥିଲା |ଏଥିରେ ବ୍ୟାଡ଼ମିଣ୍ଟନ, ଭଲି ବଲ, ହ୍ୟାଣ୍ଡବଲ,ହକି ଓ ଆରଚେରୀ ପ୍ରତିଯୋଗିତା ହୋଇଥିଲା |ଏହି ଶିବିର ରେ 130 ଜଣ ଛାତ୍ରଛାତ୍ରୀ ଭାଗ ନେଇଥିଲେ |ଚୟନ ହୋଇଥିବା ପ୍ରତିଯୋଗୀ ମାନେ 15 ଓ 18 ତାରିଖ ରେ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତା ରେ ଭାଗ ନେବେ |କ୍ରୀଡା ପରିଚାଳନା ରେ କ୍ରୀଡା ଶିକ୍ଷକ ଅରୁଣ ଖଟୁଆ, ପଞ୍ଚାନନ ପ୍ରଧାନ,ଆଦିନାଥ ଦାସ, ମହେନ୍ଦ୍ର ସାହୁ,ବିଶ୍ୱଜିତ ପ୍ରଧାନ, ମନ୍ଦାକିନୀ ବଗର୍ତ୍ତୀ, ଦୁଷ୍ମନ୍ତ ବିଶ୍ୱାଳ,ଶୁଭଶ୍ରୀ ଡାଙ୍ଗ,ଉମାକାନ୍ତ ପଣ୍ଡା,ମକୁନ୍ଦ ଚନ୍ଦ୍ର ସାହୁ,ଜିତେନ୍ଦ୍ର ହୋତା ଓ ପଲଶାଗୋରା ହାଇସ୍କୁଲ ର ସମସ୍ତ ଶିକ୍ଷକ ସହଯୋଗ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   01-Nov-2026
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026

You Might Also Like