-+91-9937148622 |

prerana_bgr@rediffmail.com |

  Sunday 12th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ରାଜ୍ୟ

ଓଡିଶା ମୋଟର ଚାଳକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

16-Sep-2025



ବଲାଙ୍ଗୀର (ପ୍ରେରଣା ଖବର): ଓଡିଶା ମୋଟର ଚାଳକ ସଂଘର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଏବଂ  ମୋଟର ଚାଳକଙ୍କ ସାଙ୍ଗଠନିକ ଦକ୍ଷତା ବୃଦ୍ଧି ଶିବିର  ରବିବାର ସ୍ଥାନୀୟ ସୁଦପଡ଼ା କଲ୍ୟାଣ ପଣ୍ଡପ ଠାରେ ଅନୁଷ୍ଠିତ ହୋଇଥିଲା | ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୋୖରାଧ୍ୟକ୍ଷା ଲିକା ସାହୁ, ମୁଖ୍ୟ ବକ୍ତା ଭାବେ ବିଶିଷ୍ଟ ସୂଚନା ଅଧିକାରୀ କର୍ମୀ ହେମନ୍ତ କୁମାର ପଣ୍ଡା ଯୋଗଦାନ କରି ଥିଲେ |  ଏହି କାର୍ଯ୍ୟକ୍ରମରେ ଡ୍ରାଇଭର କଲ୍ୟାଣ ବୋର୍ଡ଼ ମେମ୍ବର ଅକ୍ଷୟ କୁମାର ନାୟକ, ସାଧାରଣ ସମ୍ପାଦକ ଅରୁଣ ମହାନ୍ତି, ବଲାଙ୍ଗୀର ସଂଘ ସଭାପତି

ସତ୍ୟାନନ୍ଦ ପ୍ରଧାନ, କୋଷାଧ୍ୟକ୍ଷ ସୁବ୍ରତ କୁମାର ଯୋଶୀ, ଆୟୋଜକ ବିଶ୍ୱନାଥ ମିଶ୍ର, ନନ୍ଦନ ନାଏକ, ପ୍ରମୋଦ ସାହୁ, କୃଷ୍ଣ ଭାଲେତ, ଭୀଷ୍ମ ତାଣ୍ଡି, ପ୍ରମୋଦ ସାହୁ, ଦୁର୍ଗା ପଟେଲ ଓ ଅନ୍ୟ ମାନେ ଉପସ୍ଥିତ ରହି ସଭା ର ସଫଳ ଆୟୋଜନ କରି ଥିଲେ | କାର୍ଯ୍ୟ କାରିଣୀ ବୈଠକ ରେ ଡ୍ରାଇଭର ମାନଙ୍କ ବିଭିନ୍ନ

ସମସ୍ୟା ଓ ଏହାର ସମାଧାନ ଦିଗ ରେ ସରକାର ଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା | ରାଜ୍ୟ ରେ ଡ୍ରାଇଭର କଲ୍ୟାଣ ବୋର୍ଡ଼ ଗଠନ କରାଯାଇଥିବାରୁ ଡ୍ରାଇଭର ମାନେ ଏହାକୁ ସ୍ୱାଗତ ଯୋଗ୍ୟ ପଦକ୍ଷେପ ବୋଲି କହିଥିଲେ | ଏହି ଶିବିର ଡ୍ରାଇଭର ମାନଙ୍କ ଦକ୍ଷତା ବୃଦ୍ଧି ଓ ସେମାନଙ୍କ ସୁରକ୍ଷା ଦିଗ ରେ ବିଶେଷ ଆଲୋଚନା ହୋଇଥିଲା | ଏଥିରେ ବହୁ ଅଭିଜ୍ଞ ଡ୍ରାଇଭର ଟ୍ରାଫିକ ସମସ୍ୟା, ଡ୍ରାଇଭର ମାନଙ୍କ ଅସୁବିଧା ଓ ଏହାର ନିରାକରଣ ଦିଗ ରେ ନିଆଯିବାକୁ ଥିବା ପଦକ୍ଷେପ ସମ୍ପର୍କ ରେ କହିଥିଲେ | ଏହି ଅବସର ରେ ମୃତ ଡ୍ରାଇଭର ଡାକ୍ତର ଜାଲ ଙ୍କ ସ୍ତ୍ରୀ ଙ୍କୁ ୪ଲକ୍ଷ ଟଙ୍କା ସହାୟତା ରାଶି ଚେକ ପ୍ରଦାନ କରା ଯାଇ ଥିଲା |


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like