-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||     

HOME   ଜିଲ୍ଲା

ନର୍ଲା ଠାରେ ତୁରନ୍ତ ନୂତନ ମେଡ଼ିକାଲ ନିର୍ମାଣ ପାଇଁ ଗୋଷ୍ଟି ଉନ୍ନୟନ ଅଧିକାରୀ ଙ୍କୁ ଦାବୀ ପତ୍ର

16-Sep-2025



ନର୍ଲା  (ଚିନ୍ତାମଣି  ନାଏକ)
କଳାହାଣ୍ଡି ଜିଲ୍ଲା ନର୍ଲା ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ଏକ ଅତ୍ୟାଧୁନିକ ବହୁମୁଖୀ ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ନିର୍ମାଣ ପାଇଁ ରାଜ୍ୟ ସରକାର ୧୮ କୋଟି ରୁ ଉର୍ଦ୍ଧ୍ବ ଟଙ୍କା  ବ୍ୟୟ ବରାଦ କରିଥିଲେ ମଧ୍ୟ ଏହି ନିର୍ମାଣ କାର୍ଯ୍ୟ ବର୍ଷ ବର୍ଷ ଧରି ପଡି ରହିଛି ତେଣୁ ନର୍ଲା ଅଞ୍ଚଳରେ ଗଭୀର ଅସନ୍ତୋଷ ପ୍ରକାଶ ପାଇଥିଲା, ଫଳସ୍ୱରୂପ ଆଜି ମଙ୍ଗଳବାର ଦିବା ୧୧ ଘଣ୍ଟା ସମୟରେ ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ  ନର୍ଲା ବ୍ଲକ ର ସମସ୍ତ ପଦାଧିକାରୀ ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ମାନଙ୍କୁ ନେଇ ନର୍ଲା ବିଧାୟିକ ଙ୍କ ଅଧ୍ୟକ୍ଷତାରେ ରୋଗୀ କଲ୍ୟାଣ ସମିତି ଅନୁଷ୍ଟିତ ହେଉଥିବା  ପରି ପେକ୍ଷୀରେ ନର୍ଲା ଅଞ୍ଚଲର ଶହ ଶହ ପୁରୁଷ ଓ ମହିଳା , ଯୁବକ ଯୁବତୀ ବୁଦ୍ଧିଜୀବୀ ମାନେ ଏକତ୍ରିତ ହୋଇ ପୁରୁଣା ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ଅର୍ଦ୍ଧ୍ ଭଗ୍ନ ଅବସ୍ଥାରେ ପଡି ରହିଥିବା କୋଠରୀ କୁ  ଭଙ୍ଗାଯାଇ ସେଠାରେ ତୁରନ୍ତ ନୂତନ ମେଡିକାଲ ନିର୍ମାଣ ପାଇଁ ସ୍ଥାନୀୟ ବିଡ଼ିଓ ଶ୍ରୀ ବିପିନ ବିହାରୀ ଦୀପ ଙ୍କୁ ଦାବୀ ପତ୍ର ପ୍ରଦାନ କରିଛନ୍ତି ଯଦି ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ନର୍ଲା ଠାରେ ଶୀଘ୍ର କରା ନ ଗଲେ ଆଗାମୀ ଦିନରେ ହଜାର ହଜାର ଲୋକ ଙ୍କୁ ନେଇ ରାସ୍ତା ରୋକ ଓ ଆନ୍ଦୋଳନ କରାଯିବ ବୋଲି ବୁଦ୍ଧିଜୀବୀ ମାନେ  ପ୍ରକାଶ କରିବା ସହ ନର୍ଲା ବିକାଶ ରେ ବାଧକ ସାଝୁଥିବା କୌଣସି ବି ଶକ୍ତି କୁ ବରଦାସ କରାଯିବ ନାହିଁ ବୋଲି ଅଭିଯୋଗ କାରୀମାନେ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026

You Might Also Like