-+91-9937148622 |

prerana_bgr@rediffmail.com |

  Sunday 12th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ଜିଲ୍ଲା

ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନ ଶୁଣାଣି ଶିବିର ଅନୁଷ୍ଠିତ

16-Sep-2025



(ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ଜିଲ୍ଲା ସଦର ବ୍ଲକ ସମ୍ମିଳନୀ କକ୍ଷ ରେ ମହାତ୍ମା ଗାନ୍ଧି ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ଓ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ରେ ବିଗତ ଏକ ବର୍ଷ ମଧ୍ୟରେ ସମ୍ପାଦିତ ହୋଇଥିବା କାର୍ଯ୍ୟ ଗୁଡିକର ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନ ଶୁଣାଣି ଶିବିର ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ଅଶ୍ୱିନୀ କୁମାର ମେହେର ଙ୍କ ସଭାପତିତ୍ୱ ଅନୁଷ୍ଠିତ ହୋଇଯାଇଛି, ଅନ୍ୟତମ ଅତିଥିଭାବେ ଜିଲ୍ଲା ପରିଷଦ ସଭ୍ୟ ମଧୁସୂଦନ ଓତା, ପଂଚାୟତ ସମିତି ଅଧ୍ୟକ୍ଷ ପ୍ରହଲ୍ଲାଦ ନାୟକ, ଜନ ଶୁଣାଣି କମିଟି ର ସଦସ୍ୟ ଗୋବିନ୍ଦ ମହାରଣା, ଦିନନାଥ ବାଘ, ଜିଲ୍ଲା ସାମାଜିକ ସମୀକ୍ଷକ ହୃଷିକେଶ ମହାକୁର, ଗୋଷ୍ଠୀ ଉନ୍ନୟନ ଅଧିକାରୀ ସଂଜୀବ କୁମାର ସାହୁ ଯୋଗ ଦେଇଥିଲେ, ଏଥିରେ ପଂଚାୟତ ସମିତି ଅନ୍ତର୍ଗତ ଉଭୟ ଯୋଜନା ର ହିତାଧିକାରୀ ଓ ଅଧିକାରୀ ମାନେ ଯୋଗ ଦେଇଥିଲେ, ଚଉଦ ଗୋଟି ପଂଚାୟତ ରେ କରାଯଇଥିବା ସାମାଜିକ ସମୀକ୍ଷା ରେ ଆସିଥିବା ଏବଂ ଗ୍ରାମ ସମ୍ବଳ କର୍ମୀ ମାନେ ଗ୍ରହଣ କରିଥିବା ଅଭିଯୋଗ କୁ ବ୍ଲକ ସାମାଜିଜ ସମୀକ୍ଷକ ସୁଦାମ ଗାଈଗରିଆ ଉପସ୍ଥାପନା କରିଥିଲେ, କାର୍ଯ୍ୟକ୍ରମ କୁ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ ସୋନାଲି ଦାସ ସଂଯୋଜନା କରିଥିବା ବେଳେ ସୁଦାମ ଗାଈଗରିଆ ଧନ୍ୟବାଦ ଅର୍ପଣ କରିଥିଲେ, ପଂଚାୟତ ସମିତି ଅନ୍ତର୍ଗତ ସମସ୍ତ ଜନପ୍ରତିନିଧି, ପଂଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ, ଯୋଗାଣ ସହାୟକ, ଏ ଡି ଇ ଓ, ଗ୍ରାମ ସମ୍ବଳ କର୍ମୀ, ଜଙ୍ଗଲ ବିଭାଗ, ଉଦ୍ୟାନ ବିଭାଗ, ମୃତିକା ସଂରକ୍ଷଣ ବିଭାଗ ର ଅଧିକାରୀ ତଥା ପଂଚାୟତ ସମିତି ସମସ୍ତ କର୍ମଚାରୀ ଉପସ୍ଥିତ ଥିବାବେଳେ, ସରିତ କୁମାର ସାହୁ, ମେନକା ଦୀପ, ନରେଶ ମେହେର, ସହଯୋଗ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like