-+91-9937148622 |

prerana_bgr@rediffmail.com |

  Sunday 12th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ଜିଲ୍ଲା

ବରପାଲି ଜଗନ୍ନାଥ ନଗର ଦୁର୍ଗାପୂଜା ସୁବର୍ଣ୍ଣ ଜୟନ୍ତୀର ସାମ୍ବାଦିକ ସମ୍ମିଳନୀ,

16-Sep-2025



ବରପାଲି  (ସୁଦାମ ଦୀପ)
 ବରଗଡ ଜିଲ୍ଲା ବରପାଲି ଜଗନ୍ନାଥ ନଗର ଏଥର ୫୦ ତମ ସାର୍ବଜନୀନ ଦୁର୍ଗାପୂଜା ସୁବର୍ଣ୍ଣ ଜୟନ୍ତୀ ମହୋତ୍ସବ ପାଳନ କରୁଛି। ଆଜି ସକାଳ ୧୦ ଟା ସମୟରେ ଜଗନ୍ନାଥ ନଗର ପୂଜା ମଣ୍ଡପ ଠାରେ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଆଗାମୀ ଆଶ୍ଵିନ ଶୁକ୍ଳପକ୍ଷ ପ୍ରତିପଦା ତା. ୨୨.୦୯.୨୫ ସୋମବାର ଦିନ ଠାରୁ ଆଶ୍ଵିନ ଶୁକ୍ଳପକ୍ଷ ଦଶମୀ ତା. ୦୨.୧୦.୨୫ ଗୁରୁବାର ଦିନ ପଯ୍ୟନ୍ତ ନବଦିନାମ୍କକ ମାଁ ଦୂର୍ଗାଙ୍କ ପୂଜା ଅନୁଷ୍ଠିତ ହେବ। ଏହି ସାମ୍ବାଦିକ ସମ୍ମିଳନୀରେ ସଭାପତି ପ୍ରଦ୍ୟୁମ୍ନ କୁମାର ତ୍ରିପାଠୀ, କାର୍ଯ୍ୟକାରୀ ସଭାପତି ରୋହିତ ବଢଳ ଏବଂ ଭୈରବ ମେହେର, ସାଧାରଣ ସମ୍ପାଦକ ଯଦୁମଣି ତ୍ରିପାଠୀ, ସହ ସମ୍ପାଦକ ସୁଜିତ କୁମାର ଥଇତ ଏବଂ ସନ୍ତୋଷ ଗୁପ୍ତା, କୋଷାଧ୍ୟକ୍ଷ ନେତରାମ ଅଗ୍ରୱାଲ, ସଞ୍ଜୟ ଅଗ୍ରୱାଲ ଓ ଜିତେନ୍ଦ୍ର ଅଗ୍ରୱାଲ, ଉପଦେଷ୍ଟା ମଣ୍ଡଳୀ ରେ ମଳୟ କୁମାର ତ୍ରିପାଠୀ, ନରେନ୍ଦ୍ର କୁମାର ଅଗ୍ରୱାଲ, କିଶୋର କୁମାର କୁଷ୍ଟା, କିଶନ ଅଗ୍ରୱାଲ ସଭାରେ ଉପସ୍ଥିତ ଥିଲେ। ଏଥର ୫୦ ତମ ସାର୍ବଜନୀନ ଦୁର୍ଗାପୂଜା ସୁବର୍ଣ୍ଣ ଜୟନ୍ତୀ ବହୁ ଧୁମ୍ ଧାମରେ ପାଳନ ହେବାକୁ କମିଟି ପକ୍ଷରୁ ସୂଚନା ମିଳିଛି। ମାଁ ଦୂର୍ଗାଙ୍କ ଖଣ୍ଡାଧୂଆ ଓ କଳସ ଶୋଭାଯାତ୍ରା ରୁ ପୂଜା ଆରମ୍ଭ କରି ଦେବୀ ଆବାହନ, ମାଁ ଙ୍କ ଶୈଳପୁତ୍ରୀ ବେଶ, ଚଣ୍ଡୀପାଠ, ଷୋଡଶପଚାର ପୂଜା, ମାଁ ଙ୍କ ନବଦୁର୍ଗା ବେଶ ଅନୁଷ୍ଠିତ ହେବ। ମନୋରଞ୍ଜନ କାର୍ଯ୍ୟକ୍ରମ ରେ ବୁଗି ବୁଗି, ହାସ୍ୟକବି ସମ୍ମିଳନୀ, କସରତ, ମହିଳା କିରତନ, ସୁଶ୍ରୀ ପ୍ରାପ୍ତି ଆଚାର୍ଯ୍ୟ ପାରାୟଣ, ଭଜନ, ଅର୍କେଷ୍ଟ୍ରା ଉମାକାନ୍ତ ବାରିକ, ହାସ୍ୟ ଅଭିନେତା ଯୋଗେଶ ଜୋଜୋ ଏବଂ ସାଥି କଳାକାର ଅନୁଷ୍ଠିତ ହେବ। ଚଳିତ ବର୍ଷ ସୁବର୍ଣ୍ଣ ଜୟନ୍ତୀ ମହୋତ୍ସବ ରେ ଏକ ସ୍ମରଣିକା ରାଜେଶ୍ବରୀ ନାମରେ ୫୦ ବର୍ଷ ର ଅନୁଭୂତି, ଦେବୀ ମହାତ୍ମ୍ୟ ତଥା ଓଡ଼ିଶାର ବରେଣ୍ୟ ଲେଖକ ଲେଖିକା ମାନଙ୍କ ଲେଖା ଏବଂ ମତାମତ ଗୁଡିକ ସ୍ଥାନ ପାଇଛି। ଚଳିତ ବର୍ଷ ୨୦୨୫ ଦୁର୍ଗାପୂଜା ପାଇଁ  ହାରାହାରି ୩୫ ଲକ୍ଷ ଟଙ୍କା ର ପ୍ରସ୍ତାବିତ ବଜେଟ ଲକ୍ଷ୍ୟ କରାଯାଇଛି। ପ୍ରତ୍ୟେକ ସନ୍ଧ୍ୟାରେ ଅନ୍ନଭୋଗ ର ବ୍ୟବସ୍ଥା ସ୍ରଧାଳୁ ଙ୍କୁ ଯୋଗେଇ ଦିଆଯିବ। ସଭା ଶେଷରେ ସାମ୍ବାଦିକ ବନ୍ଧୁ ମାନେ, ଗଣମାଧ୍ୟମର ସମସ୍ତ କର୍ମକର୍ତ୍ତାଙ୍କ ମାନେ ପୂଜା ସମୟରେ ଉପସ୍ଥିତି ରହି ବହୁଳ ଭାବରେ ପ୍ରଚାର ପ୍ରସାର କରିବାକୁ ଅନୁରୋଧ କରିଛନ୍ତି ଜଗନ୍ନାଥ ନଗର ଦୁର୍ଗାପୂଜା କମିଟି । ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ସହ ସମ୍ପାଦକ ରୋହିତ ବଢଳ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like