-+91-9937148622 |

prerana_bgr@rediffmail.com |

  Sunday 12th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ଅପରାଧ

ତ୍ରିକୋଣୀୟ ପ୍ରେମ ରୁ ଶତ୍ରୁତା ଓ ଶତ୍ରୁତା ରୁ ହତ୍ୟାକାଣ୍ଡ: ହତ୍ୟାକାଣ୍ଡରେ ସାମିଲ ୨ଅଭିଯୁକ୍ତକୁ ଗିରଫ କଲା ପୋଲିସ

21-Sep-2025



ବଲାଙ୍ଗୀର(ପ୍ରେରଣା ଖବର): ୨୦ ତାରିଖ ସମୟ ୨ ଟା ୩୦ ମିନିଟ୍ l ଦୁଇ ଜଣ ଯୁବକ ବଲାଙ୍ଗୀର ମୁନିସିପାଲିଟି ଅନ୍ତର୍ଗତ ବିଭୂତି ପଡ଼ାର ବିନିତ  ସେନ୍ (୨୦) ଓ  ଗେଟ୍ ସରୋବର ପଡ଼ାର ମଣ୍ଟୁ କରନ(୨୬ ) ମିଳିତ ଭାବେ ଆସି ସ୍ଥାନୀୟ ଖଦାଲ ପଡାର ରାଜ ବେହେରାକୁ ତାର ଘର ସମ୍ମୁଖରେ ତାବଲିରେ ମରଣାନ୍ତକ ଆକ୍ରମଣ କରି ଘଟଣାସ୍ଥଳକୁ ଫେରାର୍ ମାରିଥିଲେ l ପୋଲିସର ସୂଚନା ମୁତାବକ ବିନିତ ତାର ଜନେ ସାଙ୍ଗ ମଣ୍ଟୁ କୁ ଧରି ମୃତ ରାଜ ର ଘରକୁ ଯାଇଥିଲା l ସେଠାରେ ରାଜ କୁ  ଘର ଭିତରୁ  ଡାକି ତାକୁ ଏହି ଦୁହେଁ ମିଶି ଆକ୍ରମଣ କରିଥିଲେ l ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାଜକୁ ମେଡିକାଲ ରେ ଭର୍ତ୍ତି କରାଯାଇଥିଲା l ତେବେ ଡାକ୍ତରଖାନାରେ ରାଜ ର ମୃତ୍ୟୁ ଘଟିଥିଲା l ଏହି ହତ୍ୟାକାଣ୍ଡ ଘଟଣା ର ୨୪ ଘଣ୍ଟା ପରେ ଆଜି ବଲାଙ୍ଗୀର ପୋଲିସ କୁ କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହସ୍ତଗତ ହୋଇଛି l ସୁଚନାରୁ ଜଣାଯାଇଛି ଯେ, ଗୋଟିଏ ଝିଅ କୁ  ରାଜ ଓ ବିନିତ ଦୁହେଁ ଭଲ ପାଉଥିଲେ ଓ ଏହି ପ୍ରେମ ବ୍ୟାପାର ରୁ ହିଁ ଶତ୍ରୁତା ଓ ଶତ୍ରୁତା ହିଁ ହତ୍ୟାକାଣ୍ଡର ରୂପ ନେଇଥିବା ପୋଲିସ ସ୍ପଷ୍ଟ କରିଛି l ହତ୍ୟାକାଣ୍ଡରେ ସାମିଲ ବିନୀତ ଓ ମଣ୍ଟୁ ହତ୍ୟା କରିଥିବା ସ୍ବୀକାର ମଧ୍ଯ କରିଛନ୍ତି l  ବଲାଙ୍ଗୀର ଟାଉନ୍ ଥାନାରେ ଗତକାଲି ମୃତ ରାଜ ଙ୍କ ମା ବାସନ୍ତୀ ବେହେରା ଙ୍କ ଲିଖିତ ଅଭିଯୋଗ କୁ ଆଧାର କରି କେଶ୍ ନମ୍ଵର୍ ୬୭/ ୨୦. ୦୯. ୨୦୨୫ ଦଫା ୧୦୩(୧), ୩,୫ ବି ଏନ୍ ଏସ୍ ରେ ଏକ ମାମଲା ରୁଜୁ ହୋଇ ଆଜି ଦୁଇ ଯୁବକଙ୍କୁ ଗିରଫ କରିବା ସହ କୋର୍ଟ ଚାଲାଣ କରିଥିବା ପୋଲିସ ଏକ ସାମ୍ବାଦିକ ସମ୍ମିଳନୀରେ  ସୂଚନା ଦେଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like