-+91-9937148622 |

prerana_bgr@rediffmail.com |

  Thursday 12th November 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାମାଳରେ ବିଜେଡି ର ଜନସମ୍ପର୍କ ପଦଯାତ୍ରା   (12-Nov-2026)       ||      ଗଣ୍ଡାବାହାଲି ଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ଜିଲ୍ଲାପାଳ ନୂଆପଡ଼ାଙ୍କୁ ଦାବିପତ୍ର   (12-Nov-2026)       ||      *ଡାବୁଗାଁ ଅଞ୍ଚଳରେ ଜିଓ ନେଟ୍‌ୱାର୍କ ସମସ୍ୟା ଯୋଗୁଁ ଡିଜିଟାଲ୍ ସେବା ଠପ୍, ଫୋନ୍ କଲ୍ ଓ ଇଣ୍ଟର୍ନେଟ୍ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ*   (12-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   (11-Nov-2026)       ||      ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ    (11-Nov-2026)       ||      ୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   (11-Nov-2026)       ||      ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   (11-Nov-2026)       ||      ବରିଷ୍ଠ ସାମ୍ବାଦିକ ଆହତ   (11-Nov-2026)       ||      ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||     

HOME   ଜିଲ୍ଲା

ଆଜି ଶୈଳପୁତ୍ରୀ ବେଶ ରେ ଦର୍ଶନ ଦେଉଛନ୍ତି ମା ସୁରେଶ୍ଵରୀ ଓ ମା ଭଗବତୀ

22-Sep-2025



ସୁବର୍ଣ୍ଣପୁର,( ମନୋରଞ୍ଜନ ତ୍ରିପାଠୀ)
 ଆଜି ସୋମବାର ସୁବର୍ଣ୍ଣପୁରର ଇଷ୍ଟଦେବୀ ମା ସୁରେଶ୍ଵରୀ ପୀଠରେ ଷୋଡ଼ଶ ଉପଚାର ପୂଜା ଆରମ୍ଭ ହୋଇଛି l ନବରାତ୍ର ପୂଜା ସହ ଚଳିତ ବର୍ଷ ମଧ୍ୟ ଧୁମଧାମରେ ସପ୍ତଶତୀ ଚଣ୍ଡିଯଜ୍ଞ ଆରମ୍ଭ ହୋଇଥିବା ବେଳେ ଭକ୍ତଙ୍କ ମାନସିକ ଦୀପ ପ୍ରଜ୍ୱଳନ ମଧ୍ୟ ଆଜି ଆରମ୍ଭ ହୋଇଛି l ଭୋର ସମୟରୁ ମନ୍ଦିର ଖୋଲି ସମସ୍ତ ଯଥା ବିଧି ପୂଜାର୍ଚ୍ଚନା ଶେଷ ହୋଇଥିବା ବେଳେ ଆଜି ଶୈଳପୁତ୍ରୀ ବେଶରେ ମା’ ଉଭା ହୋଇଛନ୍ତି l ସହରର ସର୍ବ ପୁରାତନ ଭଗବତୀ ପୀଠ ରେ ମଧ୍ଯ ମା ଶୈଳପୁତ୍ରୀ ବେଶ ରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମା ଭଗବତୀ l ସେପଟେ ସହରର ଗଡଭିତର ସ୍ଥିତ ଦୁର୍ଗା ମନ୍ଦିରରେ ମଧ୍ୟ ନବରାତ୍ର ପୂଜା ଆରମ୍ଭ ହୋଇଥିବା ବେଳେ ଶୈଳପୁତ୍ରୀ ବେଶରେ ଦର୍ଶନ ଦେଉଛନ୍ତି ମା ଦୁର୍ଗା l  ମାତା ଦୁର୍ଗା ହେଉଛନ୍ତି ସୃଷ୍ଟିର ଆଦିଶକ୍ତି। ନବରାତ୍ରୀ ରେ ଶୈଳପୁତ୍ରୀ ବେଶ ହେଉଛି ନଅ ରୂପର ପ୍ରଥମ ରୂପ I ସେ ହେଉଛନ୍ତି ବୃଷଭ ବାହିନୀ l ତାଙ୍କର ଦୁଇ ହସ୍ତ ମଧ୍ୟରୁ ଦକ୍ଷିଣ ହସ୍ତରେ ତ୍ରିଶୂଳ ଓ ବାମ ହସ୍ତରେ ପଦ୍ମପୁଷ୍ପ ଶୋଭିତ l ପୁରାଣ ଅନୁସାରେ- ପୂର୍ବ ଜନ୍ମରେ ସେ ଥିଲେ ଦକ୍ଷକନ୍ୟା ସତୀ ଓ ତାଙ୍କର ବିବାହ ହୋଇଥିଲା ଶିବଙ୍କ ସହିତ l କିନ୍ତୁ ଦକ୍ଷଙ୍କ ଯଜ୍ଞରେ ଶିବଙ୍କର ଅପମାନ ଯୋଗୁଁ ସେ ସେହି ଯଜ୍ଞରେ ଆତ୍ମବିସର୍ଜନ କରିଥିଲେ l ସେଥିରେ କ୍ଷୁବ୍‌ଧ ହୋଇ ଶିବ ଦକ୍ଷ ଯଜ୍ଞ ଧ୍ବଂସ କରିଥିଲେ l ପରଜନ୍ମରେ ସେ  ଶୈଳରାଜ ହିମାଳୟଙ୍କ ପୁତ୍ରୀ ରୂପେ ଜାତ ହୋଇଥିଲେ ତେଣୁ ତାଙ୍କର ନାମ ‘ଶୈଳପୁତ୍ରୀ’ ତାଙ୍କର ଅନ୍ୟ ନାମ ପାର୍ବତୀ ଓ ଜୈମବତୀ l ଏ ଜନ୍ମରେ ମଧ୍ୟ ସେ ହୋଇଥିଲେ ଶିବପତ୍ନୀ । ପ୍ରଥମ ଦୁର୍ଗା ରୂପେ ତାଙ୍କର ଶକ୍ତି ଅନନ୍ତ ଏହି ପୂଜାରେ ଯୋଗୀ ନିଜର ମନକୁ ମୂଳାଧାର ଚକ୍ରରେ ସ୍ଥିତ କରନ୍ତି ଏବଂ ସେହିଠାରୁ ତାଙ୍କର ଯୋଗ ସାଧନାର ଅୟମାରମ୍ଭ ହୁଏ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାମାଳରେ ବିଜେଡି ର ଜନସମ୍ପର୍କ ପଦଯାତ୍ରା   12-Nov-2026
  ଜିଲ୍ଲା  
ଗଣ୍ଡାବାହାଲି ଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ଜିଲ୍ଲାପାଳ ନୂଆପଡ଼ାଙ୍କୁ ଦାବିପତ୍ର   12-Nov-2026
  ଜିଲ୍ଲା  
*ଡାବୁଗାଁ ଅଞ୍ଚଳରେ ଜିଓ ନେଟ୍‌ୱାର୍କ ସମସ୍ୟା ଯୋଗୁଁ ଡିଜିଟାଲ୍ ସେବା ଠପ୍, ଫୋନ୍ କଲ୍ ଓ ଇଣ୍ଟର୍ନେଟ୍ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ*   12-Nov-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   11-Nov-2026
  ଜିଲ୍ଲା  
ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ   11-Nov-2026
  ଜିଲ୍ଲା  
୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   11-Nov-2026
  ଜିଲ୍ଲା  
ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   11-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଆହତ   11-Nov-2026
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026

You Might Also Like