-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ଜିଲ୍ଲା

ଶାନ୍ତି କୁଟୀର ର ନୂତନ ଗୃହ ଉଦ୍ଘାଟନ କଲେ ପ୍ରାକ୍ତନ ଜଷ୍ଟିସ ଓ ଜିଲ୍ଲାପାଳ*- *ବାର୍ତ୍ତାଳାପ କରି ଅନ୍ତେବାସୀ ଙ୍କ ଉତ୍ସାହ ବଢ଼ାଈଲେ*-

22-Sep-2025



ସୋନପୁର -(ମନୋରଞ୍ଜନ ତ୍ରିପାଠୀ)
 ସୋନପୁର ରିଙ୍ଗ ରୋଡ ତେଲନଦୀ ପାର୍ଶ୍ୱ ରେ ଥିବା ଶାନ୍ତିକୁଟିର ବା ନାରାୟଣ ସେବାଶ୍ରମ ର ନୂତନ କୋଠା ଗୃହ ର ଶୁଭ ଉଦଘାଟନ ହୋଇଯାଇଛି l 
ଓଡିଶା ହାଇକୋର୍ଟ ର ଅବସର ପ୍ରାପ୍ତ ପ୍ରାକ୍ତନ ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶ, ମୁଖ୍ୟ ଅତିଥି, ନିମନ୍ତ୍ରିତ ଅଥିତି ଭାବେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ. ନୃପରାଜ ସାହୁ ଯୋଗ ଦେଇ ଏହାର ଶୁଭ ଉଦଘାଟନ କରି ଶାନ୍ତି କୁଟୀର ର ଅନ୍ତେବାସୀ ମାନଙ୍କ ସହ ବାର୍ତାଳାପ କରି ସେମାନଙ୍କର ଖାଦ୍ୟ, ବସ୍ତ୍ର, ସ୍ୱାସ୍ଥ୍ୟବସ୍ଥା ବିଷୟରେ ପଚାରି ବୁଝିଥିଲେ ଓ ଏହାର ସୁ ପରିଚାଳନା ପାଇଁ ବିଭାଗୀୟ ଅଧିକାରୀ ଙ୍କୁ ପରାମର୍ଶ କରିଥିଲେ l ସମ୍ମାନିତ ଅଥିତି ଭାବେ ପୌର ପରିଷଦ ଅଧକ୍ଷା ତାମସୀ ତାମସ୍ମିତା ନାୟକ, କାର୍ଯ୍ୟ ନିର୍ବାହୀ ଅଧିକାରୀ ରୁଷି ମାଝୀ, ସମାଜସେବୀ ଶ୍ରୀବତ୍ସ ମଲ୍ଲିକ, ବରିଷ୍ଠ ସାମ୍ବାଦିକ ଗୋରେଖ ନାଥ ସାହୁ, କାଉନସିଲର ଶୁଭଦ୍ରା ବିଶି ଯୋଗଦେଇଥିଲେ l ଏଠାରେ ଆଜି ଅନ୍ତେବାସୀ ଙ୍କ ପାଇଁ ଛଅ ଗୋଟି ନୂତନ ଗୃହ ଉଦଘାଟନ କରାଯାଇଥିବା ବେଳେ ସମାଜ ସେବୀ ବୃନ୍ଦାବନ ରଥ, ମନୋଜ କର୍ମି, ନାରାୟଣ ରଥ, ଶୁଭ୍ରାଂଶୁ ମିଶ୍ର ପ୍ରମୁଖ ପରିଚାଳନା ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like