-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   (24-Nov-2026)       ||      ୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   (24-Nov-2026)       ||      ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   (24-Nov-2026)       ||      ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   (24-Nov-2026)       ||      ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   (24-Nov-2026)       ||      କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   (24-Nov-2026)       ||      *କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   (24-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ    (24-Nov-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   (24-Nov-2026)       ||      ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   (24-Nov-2026)       ||      ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   (24-Nov-2026)       ||      ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   (24-Nov-2026)       ||      ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ    (24-Nov-2026)       ||      ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||      ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||      ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||     

HOME   ଜିଲ୍ଲା

୫୬ ବର୍ଷ ର ପରମ୍ପରା: କଳସ ଯାତ୍ରାରୁ ଆରମ୍ଭ ହେଲା  ବାଲିଗୁଡାର ପ୍ରସିଦ୍ଧ ନବରାତ୍ର ଦୂର୍ଗାପୂଜା

22-Sep-2025



ବାଲିଗୁଡା(ସୁଶୀଳ କୁମାର ପାଣିଗ୍ରାହୀ): ଆରମ୍ଭ ହୋଇଛି ପାର୍ବଣ ଋତୁ । ଆଉ ଦିନ କେଇଟା ପରେ ଧରାପୃଷ୍ଠକୁ ଅବତରଣ କରିବେ ମହିଷା ମର୍ଦ୍ଦିନୀ ମାଆ ଦୂର୍ଗା। ମାଆଙ୍କ ଆବାହନ ଲାଗି ସବୁଠି ପ୍ରସ୍ତୁତି ଜୋରଦାର ଚାଲିଛି। ଏହି ପରିପ୍ରେକ୍ଷୀରେ କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଶ୍ରୀଶ୍ରୀଶ୍ରୀ ମା' ପାଟଖଣ୍ଡା ଦୂର୍ଗାପୂଜା ସମିତି ଆନୁକୂଲ୍ୟରେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା 'ପାଟଖଣ୍ଡାଙ୍କ ମନ୍ଦିର ପରିସରରେ ଥିବା ଦୂର୍ଗା ମଣ୍ଡପ ରେ ବହୁ ପ୍ରତିକ୍ଷିତ ୫୬ ବର୍ଷ ର ପରମ୍ପରା କୁ ପାଥେୟ କରି ଜିଲ୍ଲା ପ୍ରସିଦ୍ଧ ନବରାତ୍ରୀ ଦୁର୍ଗାପୂଜା ସୋମବାର ଠାରୁ ଆରମ୍ଭ ହୋଇଛି। ଏ ନେଇ ସ୍ଥାନୀୟ ମା' ପାଟଖଣ୍ଡାଙ୍କ ମନ୍ଦିର ନିକଟରୁ ଏକ ବିରାଟ ପଟୁଆରରେ ସଂକୀର୍ତ୍ତନ, ଘଣ୍ଟ ଓ ବାଦ୍ୟ ବାଜଣା ସହ ଶତାଧିକ ମହିଳା ଭକ୍ତ ଖଡ଼ଗ ନଦୀ ଅଭିମୁଖେ ବାହାରି ନଦୀରୁ କଳସ ରେ ପାଣି ଆଣି ମା ' ଙ୍କ ପୀଠ ରେ ସ୍ଥାପନା କରାଯାଇଛି । ସୋମବାର ଠାରୁ ନବ ଦିନ ବ୍ୟାପୀ ବାଲିଗୁଡା ତଥା ଏହାର ଆଖ ପାଖ ବିଭିନ୍ନ ଶକ୍ତି ପୀଠରେ ଆରମ୍ଭ ହୋଇଛି ମା’ଙ୍କ ନବରାତ୍ରି ଉପଚାର ପୂଜା ନୀତି । ମୂଳାଷ୍ଚମୀଠାରୁ ମହାଷ୍ଟମୀ ଯାଏ ରିତିନୀତି ଅନୁଯାଇ ମା’ଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା ସହ ଚଣ୍ଡୀ ପାଠ, ମହାସ୍ନାନ, ହୋମ ଓ ସୂର୍ଯ୍ୟ ପୂଜା ଯଥା ରୀତିନୀତି ଅନୁଯାଇ ଚାଲିବ l ଏଥିରେ ପୂଜା କର୍ତ୍ତା ଭାବେ ସଂଗୀତା ପଣ୍ଡା ଓ ସନ୍ତୋଷ କୁମାର ପଣ୍ଡା ଦମ୍ପତିଙ୍କ ସମେତ ସମଗ୍ର ଅଞ୍ଚଳ କୁ ଶୁଦ୍ଧି କରଣ କରାଯାଇଥିଲା। ବରିଷ୍ଠ ଦକ୍ଷ ପୁରୋହିତ ଭାବେ ପଣ୍ଡିତ ପିତାମ୍ବର ରଥ, ପୂର୍ଣ୍ଣ ଚନ୍ଦ୍ର ଶତପଥି, ହିମାଂଶୁ ଶେଖର ଦାସ, ରାମକୃଷ୍ଣ ଆଚାର୍ଯ୍ୟ, ଅଶୋକ କୁମାର ଦାସ ପ୍ରମୁଖ ଉପସ୍ଥିତ ରହି ନିୟମିତ ପୂଜା କାର୍ଯ୍ୟକ୍ରମ ସମ୍ପାଦନା କରୁଛନ୍ତି l ଏ ନେଇ ମା' ପାଟଖଣ୍ଡା ଦୂର୍ଗାପୂଜା ସମିତିର ଶକ୍ତି ପୀଠରେ ସ୍ୱତନ୍ତ୍ର ପୂଜା ବିଧି ଆରମ୍ଭ ହୋଇଛି । ୯ ଦିନ ଧରି ନବ ଦୂର୍ଗା ବେଶରେ ମାଆ ଭକ୍ତଙ୍କୁ ଦର୍ଶନ ଦେବେ । ସେପଟେ ମଣ୍ଡପରେ କଲିକତା ର ସୁଦକ୍ଷ  ଶିଳ୍ପୀ ମାନଙ୍କ ଦ୍ୱାରା ମାଆଙ୍କ ମୂର୍ତ୍ତି ସାଜସଜ୍ଜା ସହ ଭୁବନେଶ୍ୱରର ଦକ୍ଷ କାରିଗର ମାନଙ୍କ ଦ୍ୱାରା ସୁଉଚ୍ଚ ତୋରଣ ମାନ ଶେଷ ହୋଇ

ସହର କୁ ଆକର୍ଷିତ କରିପାରିଛି । ମା' ଙ୍କୁ ଦର୍ଶନ କରିବା ପାଇଁ ପ୍ରଥମ ଦିନରୁ ହିଁ ଭକ୍ତ ଙ୍କ ଆଗମନ ହେବାରେ ଲାଗିଛି l ଅନ୍ୟପଟେ ପୂଜାକୁ ସୁରୁଖୁରୁରେ ସମାପନ କରିବା ଲାଗି ପୂଜା କମିଟି ସହ ପୁଲିସ୍ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଯାଇଥିବା ବିଷୟ ପୂଜା କମିଟିର ସଭାପତି ସନ୍ୟାସୀ ପାତ୍ର ଓ ସମ୍ପାଦକ ସୁଶାନ୍ତ କୁମାର ପାତ୍ର ପ୍ରକାଶ କରିଛନ୍ତି। ଏଥିରେ ସମିତି ର ପ୍ରମୁଖ କର୍ମକର୍ତ୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରୁଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   24-Nov-2026
  ଜିଲ୍ଲା  
୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   24-Nov-2026
  ଜିଲ୍ଲା  
ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   24-Nov-2026
  ଜିଲ୍ଲା  
ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   24-Nov-2026
  ଜିଲ୍ଲା  
ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   24-Nov-2026
  ଜିଲ୍ଲା  
କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   24-Nov-2026
  ଜିଲ୍ଲା  
*କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   24-Nov-2026
  ଜିଲ୍ଲା  
ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ   24-Nov-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   24-Nov-2026
  ଜିଲ୍ଲା  
ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   24-Nov-2026
  ଜିଲ୍ଲା  
ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   24-Nov-2026
  ଜିଲ୍ଲା  
ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   24-Nov-2026

You Might Also Like