-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

କାଳରାତ୍ରୀ ବେଶରେ ଦର୍ଶନ ଦେଲେ ମାଁ ଦୂର୍ଗା(ପୂଜା କର୍ତ୍ତା ଭାବେ ପୀଠରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଓ ତାଙ୍କ ଧର୍ମପତ୍ନୀ)

28-Sep-2025



(ବିନିକା) ହିମାଂଶୁ ଶେଖର ପୁଟେଲ ) ଯା ଦେବୀ ସର୍ବ ଭୂତେଶୁ, ମା କାଳରାତ୍ରୀ ରୁପେଣ ସଂସ୍ଥିତା, ନମସ୍ତେସ୍ୟ ନମସ୍ତେସ୍ୟ ନମସ୍ତେସ୍ୟ ନମସ୍ତେସ୍ୟ ନମୋ ନମଃହ ଧ୍ବନିରେ ମନ୍ଦିର ପରିସର ପ୍ରକମ୍ବିତ ହୋଇ ଉଠୁଛି।ଧରାପୃଷ୍ଠରେ ଭକ୍ତଙ୍କୁ ଦର୍ଶନ ଦେବା ପାଇଁ ଅବତରଣ କରିଥିବା  ଜଗତଜନନୀ ମାଁ ଦୂର୍ଗାଙ୍କ ନବରାତ୍ର ପୂଜା ଅବସରରେ ମାଁ ଦେବୀ ଦୁର୍ଗା ଭୟଙ୍କର ରୂପ ପରିଧାନ ପୂର୍ବକ କାଳରାତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ବିନିକା ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଭବ୍ୟ ଦୁର୍ଗା ମନ୍ଦିରରେ ଚାଲିଥିବା ନବରାତ୍ର ପୂଜାର ଆଜି ସପ୍ତମ ଦିବସରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପରାଜ ସାହୁ ଓ ତାଙ୍କ ଧର୍ମପତ୍ନୀ ସୁଭ୍ରା ସାହୁ କର୍ତ୍ତା ଭାବେ ଦାୟିତ୍ଵ ନିର୍ବାହ କରି ବିଧି ନୀତି ଅନୁଯାୟୀ ମାଁ ଙ୍କ ପୂଜା କରିଥିଲେ।ସେହିପରି ମୁଖ୍ୟ କର୍ତ୍ତା ଭାବେ ସୁନିଲ ପାତ୍ର ଓ ତାଙ୍କ ଧର୍ମପତ୍ନୀ ସୁକନ୍ୟା ପାତ୍ର ଉପସ୍ଥିତ ଥିଲେ।କିମ୍ବଦନ୍ତୀ ଅନୁସାରେ ଶୁମ୍ଭ ଓ ନିଶୁମ୍ଭ ନାମକ ଦୁଇ ରାକ୍ଷାସ ତିନି ଲୋକରେ ଆତଙ୍କରାଜ ଚଳାଇଥିଲେ ।କାହାକୁ ବି ମାନୁ ନଥିଲେ। ଦେବତା ମାନେ ବି ଉଭୟ ରାକ୍ଷାସ କବଳରୁ ମୁକ୍ତି ପାଇ ନଥିଲେ। ଯୁଦ୍ଧରେ ପରାଜିତ ହୋଇ ତାଙ୍କ ସ୍ୱର୍ଗଧାମ ପ୍ରତି ବିପଦ ଆସିବାରୁ ଶେଷରେ ଦେବତା ମାନେ ପାର୍ବତୀଙ୍କ ସ୍ଵରନାପନ୍ନ ହୋଇଥିଲେ। ପାର୍ବତୀ ଦେବୀ (ମାଁ ଦୁର୍ଗା)କାଳରାତ୍ରୀ ବେଶ ଧାରଣ କରି ହାତରେ ଅସ୍ତ୍ର ଶସ୍ତ୍ରରେ ସଜ୍ଜିତ ହୋଇ ରାକ୍ଷାସ ଶୁମ୍ଭ ନିଶୁମ୍ଭକୁ ନିଧନ କରିଥିଲେ । ସେହିପରି ଆଜି ମାଁ ଙ୍କ ପୂଜାରେ ମୁଖ୍ୟ ପୂଜକ ଭାବେ ସୁବାସ ଚନ୍ଦ୍ର ବଡ଼ପଣ୍ଡା,ମନ୍ଦିର ପୂଜକ ଜନାର୍ଦ୍ଦନ ଆଚାର୍ଯ୍ୟ ପୂଜା କାର୍ଯ୍ୟ ତୁଲାଇଥିବା ବେଳେ ସହଯୋଗୀ ପୂଜକ ଭାବେ କିଶୋର ଚନ୍ଦ୍ର ନାୟକ,ସଞ୍ଜୀବ ପାଢ଼ୀ,ଦେବାଶିଷ ପୁରୋହିତ,ଶ୍ରୀନାଥ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।  ମାଁ ଙ୍କ ଦର୍ଶନ ପାଇଁ ମନ୍ଦିରରେ ବହୁ ଶ୍ରଦ୍ଧାଳୁ ଭକ୍ତଙ୍କ ଭିଡ଼ ଲାଗିରହିଛି। କମିଟି ସଭାପତି ସନ୍ତୋଷ ପଣ୍ଡାଙ୍କ ନେତୃତ୍ୱରେ କମିଟି ସଦସ୍ୟ ମାନେ ବିଭିନ୍ନ ସ୍ଥାନରେ ରହି ଶାନ୍ତି ଶୃଙ୍ଖଳା ରକ୍ଷା ପ୍ରତି ଧ୍ୟାନ ଦେଉଥିବା ଦେଖିବାକୁ ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like