-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

ଐତିହ୍ୟ ସାଲେଭଟା ମାଁ ପାଟଣେଶ୍ୱରୀ ଦେବୀଙ୍କ ବଏଲଯାତ୍ରା

30-Sep-2025



ବଲାଙ୍ଗିର (ପ୍ରେରଣା ଖବର)
 ବଲାଙ୍ଗିର ଆଗଲପୁର ବ୍ଲକ ଅନ୍ତର୍ଗତ ସାଲେଭଟା ଗ୍ରାମରେ ଗୋଟିଏ ଗମ୍ଭିରାରେ ମାଁ ପାଟଣେଶ୍ୱରୀ ମା ସମଲେଶ୍ୱରୀ ପୂଜା ପାଉଛନ୍ତି । ଏହି ଐତିହ୍ୟ ପୀଠରେ ଦଶହରା ଓ ନବରାତ୍ରିି ପୂଜା ଆୟୋଜିତ ହୋଇଥିଲା । ପାଟଣା ଶାସନ ସମୟରେ  ତନ୍ତ୍ର ମନ୍ତ୍ର ପୀଠ ଭାବରେ ବେଶ ପରିଚିତ । ୨୬ଟି ଗଡ ମଧ୍ୟରେ ସାଲେଭଟା ଗଡ ବେଶ ପରିଚୟ ଥିଲା । ରାଜା ବଳରାମ ଦେଓ ଙ୍କ ଗଡରେ ଏହି ପୀଠରେ ତନ୍ତ୍ର ମନ୍ତ୍ର ସାଧନାର ପୀଠ ଥିଲା । ରାଜାଙ୍କ ଖମାରରେ ପୂଜା ପାଉଛନ୍ତି ଦୁଇ ଭଉଣୀ । ଗତ ୨୧ ତାରିଖ ଆଶ୍ୱିନ କୃଷ୍ଣପକ୍ଷ ଅମାବାସ୍ୟା ଦିନ ମାଁ ଙ୍କ ଧବଳମୁଖି ବେଶ, ୨୨ ତାରିଖ ଦିନ ଆଶ୍ୱିନ ଶୁକ୍ଳପକ୍ଷ ପ୍ରତିପଦା ଦିନ ପୂଜାରମ୍ଭ ଓ ଘଟ ସ୍ଥାପନ ହୋଇଥିଲା ଓ ଅଖଣ୍ଡ ଦ୍ୱିପ ଭକ୍ତମାନେ ପ୍ରଜ୍ଜଳନ କରିଥିଲେ । ୨୯ ତାରିଖ ସୋମବାର ଦିନ ମାଁ ପାଟଣେଶ୍ୱରୀ ଙ୍କ ବଏଲଯାତ୍ରା ଗ୍ରାମରେ ଶୋଭାଯାତ୍ରା ବାହାରି ଦର୍ଶନ ଦେଇଥିଲେ । ବଏଲ ଯାତ୍ରାରେ ବିଭିନ୍ନ ମାନସିକଧାରିମାନେ ମାଁ ଙ୍କୁ ପୂଜାର୍ଚ୍ଚନା କରିଥିଲେ । ବିଭିନ୍ନ ଜିଲ୍ଲାରୁ ତଥା ଗାଁ ରୁ ଭକ୍ତଙ୍କ ସୁଅ ଛୁଟିଥିଲା । ଗତ ସୋମବାର ଦିନ ମନ୍ଦିରରୁ ବାହାରି ଗ୍ରାମ ପରିକ୍ରମା କରିଥିଲେ । ଛତର ବୈରବ ଢୋଲ ନିସାନ ତାସା ଓ ଘଣ୍ଟ ବାଦ୍ୟରେ ମାଁ ଙ୍କର ଶୋଭାଯାତ୍ରା ବାହାରିଥିôଲା । ଶେଷରେ ମାଁ ପାଟଣେଶ୍ୱରୀ ମନ୍ଦିରକୁ ବାହୁଡିଥିଲେ । ମୁଖ୍ୟ ପୂଜକ ପ୍ରକାଶ ଦିସ୍ରୀ ତନ୍ତ୍ର ପୀଠ ରେ ସ୍ଥାପନା ହୋଇ ମାଁ ଙ୍କୁ ଆଗମନ କରିଥିଲେ । ମନ୍ଦିର କମିଟିର ସଭାପତି ସଂଗ୍ରାମ କିଶୋରୀ ପଟ୍ଟନାୟକ, କୋଷାଧ୍ୟକ୍ଷ ଟିଙ୍କୁ ବିଶ୍ୱାଲ, ସଂପାଦକ ଜିତୁ ମେହେର, ସହ-ସଂପାଦକ ପ୍ରଭଞ୍ଜନ ସା, କାର୍ଯ୍ୟକାରୀ କମିଟି ସଦସ୍ୟ ନିମାଇଁ ମହାକୁର, ସହଦେବ ଭୁଏ, ଲିକୁନ ପଟ୍ଟନାୟକ, ପ୍ରଶାନ୍ତ ସିକା, ଅଜିତ ମେହେର, ସେବକ ରାଉତ, ସୁରୁ ରାଉତ, ବିକାଶ ଦିସ୍ରୀ, ମିଲୁ ପାଣ୍ଡେ, ସିପୁନ ପଟେଲ ଓ ଗ୍ରାମବାସୀମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like