-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||     

HOME   ଅପରାଧ

ଗାଁ ଗଣ୍ଡଗୋଳରୁ ହତ୍ୟାକାଣ୍ଡ

28-Jan-2021



ବ୍ରହ୍ମପୁର(କୁମୁଦ ରଂଜନ ବେହେରା) : ଗଣ୍ଡଗୋଳରୁ ଜଣକୁ ହତ୍ୟା କରାଯାଇଛି। ଗଂଜାମ ଜିଲ୍ଲା ପୋଲସରା ବ୍ଲକ ହୀରାପଲୀ ଗାଁରେ ଏହି ଘଟଣା ଘଚିଛି। ଜମିଜମା ବିବାଦକୁ କେନ୍ଦ୍ରକରି ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ହୀରାପଲୀ ଗାଁର ପ୍ରଭାକର ନାମକ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ପ୍ରଭାକରଙ୍କ ପୁଅଙ୍କ ଅଭିଯୋଗ ଅନୁସାରେ ତାଙ୍କ ଜମିରେ ଗ୍ରାମବାସୀ ଜୋର ଜବରଦସ୍ତ ଆସି ଘର କାମ ପାଇଁ ପଥର ପକାଇଥିଲେ । ତେବେ ଏହାକୁ ନେଇ ପ୍ରଭାକର ପ୍ରତିବାଦ କରିବାରୁ ତାଙ୍କୁ ବିଭିନ୍ନ ମାରଣାସ୍ତ୍ର ଧରି ଆକ୍ରମଣ କରିଥିଲେ।

ଏହାକୁ ନେଇ ବ୍ୟକ୍ତି ଜଣକ ଥାନାରେ ଏତଲା ଦେଇ ଫେରୁଥିବାବେଳେ ସଂଘବଦ୍ଧ ଭାବେ ୭ରୁ ୮ ଜଣ ଯୁବକ ଆସି ଆକ୍ରମଣ କରିଥିଲେ। ଆକ୍ରମଣରେ ବ୍ୟକ୍ତି ଜଣକ ଗୁରୁତର ହୋଇ ପଡିଥିବାବେଳେ ଚିକିତ୍ସା ପାଇଁ ପ୍ରଭାକରଙ୍କୁ ନେବାକୁ ଆମ୍ବୁଲାନ୍ସ ମଧ୍ୟ ଛାଡିନଥିଲେ। ଗ୍ରାମବାସୀ ଏହାପରେ ଏକ ଅଟୋରେ ଆହତ ବ୍ୟକ୍ତିଙ୍କୁ ମେଡିକାଲ ନେବାବେଳେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026

You Might Also Like