-+91-9937148622 |

prerana_bgr@rediffmail.com |

  Saturday 6th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ    (05-Jun-2026)       ||      ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   (05-Jun-2026)       ||      ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    (05-Jun-2026)       ||      ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   (05-Jun-2026)       ||      ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ    (05-Jun-2026)       ||      ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ    (05-Jun-2026)       ||      ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   (05-Jun-2026)       ||      *ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   (05-Jun-2026)       ||      ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   (05-Jun-2026)       ||      *ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*   (05-Jun-2026)       ||      ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା    (05-Jun-2026)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର    (05-Jun-2026)       ||      ଆସ ଆମେ ପଢ଼ିବା କାର୍ଯ୍ୟକ୍ରମ    (05-Jun-2026)       ||      ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର    (05-Jun-2026)       ||      ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ    (05-Jun-2026)       ||      ମାଲକାନଗିରିରେ ସରକାରୀ ଡାକ୍ତରଙ୍କ ପ୍ରାଇଭେଟ୍ ଚିକିତ୍ସାକୁ ଗୁରୁତ୍ୱ (ଗରିବ ଓ ମଧ୍ୟବିତ୍ତ ରୋଗୀ ଆର୍ଥିକ ଶୋଷଣର ଶିକାର)   (05-Jun-2026)       ||      କଟକ ବାଲିଯାତ୍ରା ତଳ ପଡ଼ିଆରେ ପ୍ରେମୀଯୁଗଳ ଏବଂ ମଦୁଆଙ୍କ ସହିତ ପିସିଆର ଭ୍ୟାନ୍ ର ଲୁଚିକାଳୀ ଖେଳେ ।   (05-Jun-2026)       ||     

HOME   ଜିଲ୍ଲା

*ମା ସୁରେଶ୍ଵରୀ ଙ୍କ ନବ ଦିନାତ୍ମକ ଚଣ୍ଡୀ ଯଜ୍ଞ ଉଦଯାପିତ*- - *ମା ଙ୍କ ଦର୍ଶନ ଓ କୃପା ଲାଭ କଲେ ଲକ୍ଷାଧିକ ଭକ୍ତ ଶ୍ରଦ୍ଧାଳୁ*

03-Oct-2025



(ମନୋରଞ୍ଜନ ତ୍ରିପାଠୀ,)
 ମା ସୁରେଶ୍ଵରୀ ଙ୍କ ନବ ଦିନାତ୍ମକ ସପ୍ତଶତୀ ଚଣ୍ଡୀ ଯଜ୍ଞ ମହୋତ୍ସବ ଆଜି ଉଦଯାପିତ ହୋଇଛି l ମା ଙ୍କ ଦ୍ଵାର ଫିଟା ନୀତି ପରେ ଯଜ୍ଞ ର ସମସ୍ତ କର୍ତ୍ତା ସପତ୍ନୀକ ଓ ସଦସ୍ୟ ଅପରାଜିତା ପୂଜା ରେ ଅଂଶ ଗ୍ରହଣ କରିଥିଲେ l ପରେ ମଙ୍ଗଳ ଆଳତୀ ଓ ପୂର୍ଣାହୂତି ପ୍ରଦାନ କରାଯାଇ ବିଶ୍ଵ ର କଲ୍ୟାଣ ପାଇଁ ପ୍ରାର୍ଥନା କରା ଯାଇଥିଲା l ଏହି ପୂଜା ରେ ଆଜି ଓଡିଶା ହାକୋର୍ଟ ର ପ୍ରାକ୍ତନ ବିଚାରପତି ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ ଓ ସୁବର୍ଣ୍ଣପୁର ଜିଲ୍ଲାପାଳ ଙ୍କ ସମେତ ରାଜ୍ଯ ବୟନିକା ସଭାପତି ପ୍ରକାଶ ଚନ୍ଦ୍ର ମେହେର ଯୋଗ ଦେଇ ସମସ୍ତ ଦେବା ଦେବୀ ଙ୍କ ଦର୍ଶନ କରି କୃପା ଲାଭ କରିଥିଲେ ଓ ଜିଲ୍ଲା ର ଦୃତ ବିକାଶ ଲାଗି ଓ ଜଗତ କଲ୍ୟାଣ ପାଇଁ ପ୍ରାର୍ଥନା କରିଥିଲେ l ଯଜ୍ଞ ମଣ୍ଡପ ରେ ଆବାହିତ ସମସ୍ତ ଦେବା ଦେବୀ ଙ୍କୁ ମନ୍ତ୍ର ବିସର୍ଜନ କଲା ପରେ ମା ସୁରେଶ୍ଵରୀ ଗଙ୍ଗା ଓ ଶ୍ରୀ ରାମେଶ୍ବର ତ୍ରିବେଣୀ ସଙ୍ଗମ ଠାରେ ଭସାଣୀ କରାଗଲା l ପଣ୍ଡିତ କାଳୀ ପ୍ରସାଦ ମିଶ୍ର, ଯଜ୍ଞ କମିଟି ର ସଦସ୍ୟ ଶ୍ରୀବତ୍ସ ମଲ୍ଲିକ, ବୈକୁଣ୍ଠ ଶତପଥୀ, ସତ୍ୟ ନାରାୟଣ ତ୍ରୀପାଠୀ, ରବି ମହାପାତ୍ର, ଅଟଳ ମହାପାତ୍ର, ଜ୍ୟୋତି ରଞ୍ଜନ ପଟ୍ଟନାୟକ, ଶବ୍ୟା ମହାପାତ୍ର, ପଠାଣ କୁମାର ପଣ୍ଡା, ନିରଞ୍ଜନ ତ୍ରିପାଠୀ, ପ୍ରମୋଦ କୁମାର ସାହୁ, ଆଶିଷ ଅଗ୍ରୱାଲ,  ମନୋରଞ୍ଜନ ତ୍ରୀପାଠୀ, ଗୋପାଳ ନେଗୀ, ଲଡୁ କିଶୋର ମଲ୍ଲିକ, ଶେଷଦେବ ମେହେର, ରଶ୍ମି ସାହୁ, ମନୋଜ ପଣ୍ଡା, ଇନ୍ଦୁ ମତି ପୁରୋହିତ ପ୍ରମୁଖ ଯଜ୍ଞ କମିଟି ଓ ଦେବୋତ୍ତର କମିଟି ର ସମସ୍ତ୍ ସଦସ୍ୟ ଯଜ୍ଞ ର ସମସ୍ତ କାର୍ଯ୍ଯ ରେ ସହଯୋଗ କରିଥିଲେ l  ସ୍ୱଚ୍ଛ ଭାରତ ସଙ୍ଗଠନ, ଦିବ୍ୟ ଉର୍ଯ୍ୟା ଯୋଗ ସେମିତି, ସୋନପୁର କଲେଜ ଏନ ସି ସି, ଗୋପାଲ୍ଜି ଯୋଗାଳୟ,  ଶିକ୍ଷକ ସଂଘ, ମହିଳା ଯୋଗ ସମିତି, ସହର ର ସମସ୍ତ ସ୍ବେଛାସେବୀ ସଂଗଠନ  ଯଜ୍ଞ ମହୋତ୍ସବ ର  ପ୍ରସାଦ ବଣ୍ଟନ କାର୍ଯ୍ୟକ୍ରମ , ସ୍ବଚ୍ଛତା,ଶୃଙ୍ଖଳା ଓ ସାଂସ୍କୃତିକ କାର୍ଯ୍ଯକ୍ରମ ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ   05-Jun-2026
  ଜିଲ୍ଲା  
ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   05-Jun-2026
  ଜିଲ୍ଲା  
ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    05-Jun-2026
  ଜିଲ୍ଲା  
ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   05-Jun-2026
  ଜିଲ୍ଲା  
ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ   05-Jun-2026
  ଜିଲ୍ଲା  
ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ   05-Jun-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   05-Jun-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   05-Jun-2026
  ଜିଲ୍ଲା  
*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   05-Jun-2026
  ଜିଲ୍ଲା  
ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   05-Jun-2026

You Might Also Like