-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ଜିଲ୍ଲା

ମାଲକାନଗିରି ଜିଲ୍ଲାରେ କଂଗ୍ରେସର ଦୁଇଦିନିଆ ପଦଯାତ୍ରା,  ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ୱରେ ଗାନ୍ଧୀ ପଥେ ଓଡ଼ିଶା

04-Oct-2025



ମାଲକାନଗିରି(କେଶବ ଚନ୍ଦ୍ର ନାୟକ): ମାଲକାନଗିରି ଜିଲ୍ଲାର ଶେଷ ସୀମାନ୍ତ ଅଞ୍ଚଳ ମୋଟୁ ର ମୁଠି ପଏଣ୍ଟ ଠାରୁ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀର ଶୁଭ ମୁହୂର୍ତ୍ତରେ ଗାନ୍ଧୀ ପଥେ ଓଡ଼ିଶା ସ୍ଳୋଗାନ ଦେଇ ହଜାର ହଜାର କଂଗ୍ରେସ କର୍ମୀ ଓଡିଶା ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ୱରେ ଦୁଇ ଦିନିଆ ପଦଯାତ୍ରା ଆରମ୍ଭ ହୋଇଛି। ଏହି ଯାତ୍ରା ଅକ୍ଟୋବର ୨ ତାରିଖରୁ ମୋଟୁ ଠାରୁ ଆରମ୍ଭ ହୋଇ ପଟେରୁ ଠାରେ ସମାପ୍ତ ହୋଇଥିଲା। ସେଠାରେ ପିସିସି ସଭାପତି ଭକ୍ତ ଚରଣ ଦାସ ଓ କଂଗ୍ରେସର ଅନ୍ୟାନ୍ୟ ନେତା ମାନେ ରାତ୍ର ଯାପନ କରିଥିଲେ। ସ୍ଥାନୀୟ ଲୋକମାନଙ୍କ ବିଭିନ୍ନ ସମସ୍ୟା

ଉପରେ ଆଲୋଚନା କରିଥିଲେ। ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ୱରେ ଆଜି ସକାଳେ ପଟେରୁ ଠାରୁ ମାଲକାନଗିରି ସଦର ମହକୁମାରେ କଂଗ୍ରେସର ପଦଯାତ୍ରା ସମାପ୍ତ ହୋଇଥିଲା। ସନ୍ଧ୍ୟା ୬ ଘଟିକା ସମୟରେ ଜିଲ୍ଲା କଂଗ୍ରେସ ଭବନ ଠାରେ ଏକ ସଭାର ଆୟୋଜନ କରାଯାଇଥିଲା। ମୁଖ୍ୟତଃ ଏହି ପଦଯାତ୍ରା ନାରୀଙ୍କୁ ନ୍ୟାୟ। ଓଡ଼ିଶାରେ ନାରୀମାନଙ୍କ ପ୍ରତି ଦୁଷ୍କର୍ମ ଓ ଗଣ ଦୁଷ୍କର୍ମ ହେଉଥିବା ବେଳେ ସେମାନଙ୍କୁ ନ୍ୟାୟ ପ୍ରଦାନ କରିବା। ଚାଷୀଙ୍କୁ ନ୍ୟାୟ ପ୍ରଦାନ କରିବା। ସେମାନଙ୍କୁ ସାର ଯୋଗାଇବା ସହିତ ଏନଏସି ପି ପ୍ରଦାନ କରିବା। ଆଦିବାସୀଙ୍କୁ ନ୍ୟାୟ, ଜଳ, ଜମି, ଜଙ୍ଗଲ ସୁରକ୍ଷା କରୁଥିବା। ବେକାରୀ ଯୁବକ ଯୁବତୀଙ୍କୁ ନ୍ୟାୟ। ସେମାନଙ୍କୁ ଚାକିରି ଯୋଗାଇବା ସହିତ ଯେପରି ଦାଦନ ନ ଯାଇ କାମ ପାଇବେ । ଖଣି ଖାଦାନରୁ ବିସ୍ଥାପିତଙ୍କୁ ଥଇଥାନ।
ସେହି ଭଳି ପୋଲାଭରମ ପ୍ରକଳ୍ପ ଦ୍ବାରା ମୋଠୁ ଓ ଅନ୍ୟାନ୍ୟ 
ଅଞ୍ଚଳ ଜଳ ମଗ୍ନ ହେତୁ ସେମାନଙ୍କୁ ଦୀର୍ଘ କାଳୀନ ଥଇଥାନ। ଶ୍ରମିକଙ୍କୁ ନ୍ଯାୟ । ଯେପରିକି ଶ୍ରମିକମାନେ ଉଚିତ ପାରିଶ୍ରମିକ ପାଇବେ। ଭୂମି ହିନଙ୍କୁ ନ୍ୟାୟ, ଯେପରି କି ଭୂମି ଦି୍ହିନମାନଙ୍କୁ
ଜମି ଦେଇ ଥଇଥାନ କରିବା।ଏସବୁ ଉପରେ କଂଗ୍ରେସର ନେତାମାନେ ଆଲୋଚନା କରିଥିଲେ। ଗାଁ ଗାଁ ରେ କଂଗ୍ରେସ 
କର୍ମଚାରୀମାନେ ପଦଯାତ୍ରା କରି ବର୍ତ୍ତମାନର ବିଜେପି ସରକାର 
ଅନୁଶାସନ ବିରୁଦ୍ଧରେ ଜନମତ ସଂଗ୍ରହ କରିବା ଏବଂ କଂଗ୍ରେସ କୁ ତୃଣ ମୂଳ ସ୍ତରରେ ସୁଦୃଢ କରିବା ଉପରେ ଗୁରୁତ୍ବ ଦିଆ ଯାଇଥିଲା। ଏହି ପଦଯାତ୍ରା ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ ନେତୃତ୍ବ ନେଇଥିଲା ବେଳେ ତାଙ୍କ ସହିତ ଥିଲେ ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ, ପୂର୍ବତନ ବିଧାୟକ ନିମାଇଁ ଚନ୍ଦ୍ର ସରକାର, ପୂର୍ବତନ ବିଧାୟକ ରାମଚନ୍ଦ୍ର କାଡାମ, ପୂର୍ବତନ ବିଧାୟକ କୃଷ୍ଣ ଚନ୍ଦ୍ର ସଗରିଆ, ବିଧାୟକ 
 

ସୋନ୍ତୋଷ ସିଂ ସାଲୁଜା, ମାଲକାନଗିରି ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀନିବାସ ରାଓ (ଚିଟି ଭାଇ), ବିଧାୟକ ପ୍ରାର୍ଥୀ ମାଲା ମାଢି ପ୍ରମୁଖ। ଏହି ପଦଯାତ୍ରାରେ ପ୍ରାୟ ଦୁଇ ହଜାରରୁ ଉର୍ଦ୍ଧ୍ବ କଂଗ୍ରେସ କର୍ମୀ ସାମିଲ୍ ହୋଇଥିଲେ । ସେମାନେ ବିଜେପି ସରକାର ଭୋଟ ଚୋର୍' ଗଦି ଛୋଡ୍ ନାରା ଦେଉଥିବା ଜଣାପଡିଛି। ଏହା ଛଡା ଆଜି ଅନ୍ୟାନ୍ୟ ରାଜନୈତିକ ଦଳରୁ ଆସି କଂଗ୍ରେସରେ କିଛି ନେତା ଓ କର୍ମୀ ସାମିଲ୍ ହୋଇଥିଲେ। ଭକ୍ତ ଚରଣ ଦାସ ସେମାନଙ୍କୁ କଂଗ୍ରେସ ନୋଟିସ ଓ  ଉତ୍ତରୀୟ ପ୍ରଦାନ କରି ସ୍ବାଗତ କରିଥିଲେ।


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like