-+91-9937148622 |

prerana_bgr@rediffmail.com |

  Monday 16th February 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର    (16-Feb-2026)       ||      *୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   (16-Feb-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   (16-Feb-2026)       ||      ‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   (16-Feb-2026)       ||      ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   (16-Feb-2026)       ||      *ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   (16-Feb-2026)       ||      ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   (16-Feb-2026)       ||      ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   (16-Feb-2026)       ||      ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି    (16-Feb-2026)       ||      ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   (16-Feb-2026)       ||      ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   (15-Feb-2026)       ||      ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Feb-2026)       ||      ତରାପୁର ମନ୍ଦିରରେ ଚତୁର୍ଦ୍ଦଶୀ ଓ ଶିବରାତ୍ରୀ ପାଳନ   (15-Feb-2026)       ||      ରାଜ୍ୟସ୍ତରୀୟ ତୀରନ୍ଦାଜୀ ଚମ୍ପିୟାନସିପରେ ବୌଦ୍ଧର ସୁରଜ ମେହେର ପାଇଲେ ରୋପ୍ୟ ପଦକ   (15-Feb-2026)       ||      ୟୁଜିସି ନିର୍ଦ୍ଦେଶାନାମା ୨୦୨୬ ସମର୍ଥନରେ କର୍ମଶାଳା   (15-Feb-2026)       ||      ଆଗଲପୁର ପୋଲିସ କୁ ବଡ଼ ସଫଳତା   (15-Feb-2026)       ||      କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ଅନ୍ତର୍ଜାତୀୟ କର୍ମଶାଳାରେ ଭାଗନେଲେ ଯୁବୋଦୟ ର ୧୨ ଛାତ୍ର   (15-Feb-2026)       ||      ଵିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ ୩୩ତମ ବାର୍ଷିକ ଉତ୍ସଵ "ପରମ୍ପରା "   (15-Feb-2026)       ||      ବଲବସପୁର ଅଗ୍ନିଭୈରବ ନାଟ୍ୟକଳା ସଂଘ ର ଶପଥ ଗ୍ରହଣ ସମାରୋହ।   (15-Feb-2026)       ||      ଦିନଦ୍ୱିପହରରେ କୋର୍ଟକର୍ମଚାରୀଙ୍କ ସ୍କୁଟିଲୁଟ,୪୮ ଘଣ୍ଟାପରେ ବି ପୋଲିସ ହାତ ଖାଲି   (15-Feb-2026)       ||     

HOME   ଜିଲ୍ଲା

ବିରାଟକାୟ ବୃକ୍ଷ ରାଜରାସ୍ତା ରେ ଉପୁଡ଼ି ପଡ଼ିବାରୁ ଯାତାୟାତ ଠପ୍ ନର୍ଲା ବିଡ଼ିଓ ଏବଂ ଅଗ୍ନିଶମ ବିଭାଗ ର ତୁରନ୍ତ ସହଯୋଗ ରେ ଯାତାୟାତ ସୁଗମ

04-Oct-2025



ନର୍ଲା (ଚିନ୍ତାମଣି ନାଏକ)
କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ରାମପୁର ରୁ ନର୍ଲା କୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବାଗପୁର୍ ନିକଟରେ ଚଳିତ ଲଘୁଚାପ ଜନିତ ବର୍ଷା ଓ  କ୍ଷିପ୍ର ଗତିରେ ପବନ ପ୍ରବାହିତ ଫଳରେ ଗତ ବିଳମ୍ବିତ ରାତ୍ରୀରେ ଏକ ବିରାଟକାୟ ପିପଲ ଗଛ ଉପୁଡ଼ି ପଡିଯିବାରୁ ୬ ନମ୍ବର ରାଜପଥ ସମ୍ପୂର୍ଣ୍ଣ ବନ୍ଦ ରହିଥିଲା ଫଳରେ ରୋଡ ର ଦୁଇ ପାର୍ଶ୍ଵରେ ଶତାଧିକ ଯାନବାହନ ଅଟକି ରହିଥିଲା ଖବରପାଇ ନର୍ଲା ଦମକଳ ବାହିନୀ ତୁରନ୍ତ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଓ ଗଛକାଟା ଉଦ୍ୟମ କରିଥିଲେ କିନ୍ତୁ ୧୧ କେବି ବିଦ୍ୟୁତ୍ ତାର ଉପରେ ଗଛଟି ପଡ଼ିଥିବାରୁ ରାତି ପ୍ରାୟ ୧ ଘଣ୍ଟା ସମୟରେ ନର୍ଲା ବିଦ୍ୟୁତ୍ ବିଭାଗ ଯନ୍ତ୍ରୀ ଓ ବିଡ଼ିଓ ନର୍ଲା ଙ୍କୁ ଯୋଗାଯୋଗ କରାଯାଇଥିଲା ବିଦ୍ୟୁତ୍ କଟାଯିବା ପରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ନର୍ଲା ବିପିନ ବିହାରୀ ଦୀପ ଙ୍କ ତତ୍ୱବଧାନରେ ଉଦ୍ଧାର କାର୍ଯ୍ୟ ଓ ଗଛକଟା ଆରମ୍ଭ ହୋଇଥିଲା କିନ୍ତୁ ଗଛଟି ବହୁତ ବଡ଼ ହୋଇଥିବାରୁ ନର୍ଲା ଅଗ୍ନିଶମ ବିଭାଗ ପଡୋଶୀ ମ ରାମପୁର ଅଗ୍ନିଶମ ବାହିନୀ ର ସହାୟତା ଲୋଡିଥିଲେ ଦୁଇ ଅଗ୍ନିଶମ ବିଭାଗ ର ମିଳିତ ଉଦ୍ୟମ ରେ ରାତି ସାଢେବାର ଟାରୁ ଭୋର୍ ୪ ଘଣ୍ଟା ପର୍ଯ୍ୟନ୍ତ ନର୍ଲା ପୂର୍ବତନ ସରପଞ୍ଚ ଚିରଞ୍ଜିବି ଗୌଡ଼ିଆ ଙ୍କ ଜେସିବି ସାହାଯ୍ୟ ରେ ଅଗ୍ନିଶମ ବିଭାଗ ର ଅକ୍ଲାନ୍ତ ପରିଶ୍ରମ ଫଳରେ ରାସ୍ତାରୁ ଗଛ ହଟିଥିଲା ଓ ୬ ନମ୍ବର  ରାଜପଥରେ ଯାତାୟାତ ସ୍ଵାଭାବିକ ହୋଇଥିବା ସୂଚନା ମିଳିଛି ସୂଚନା ଯୋଗ୍ୟ ଯେ ନର୍ଲା ଦମକଳ ବାହିନୀ ଗତ ତିନି ଦିନ ଧରି ନର୍ଲା ବ୍ଲକ ବିଭିନ୍ନ ଅଂଚଳ ରେ ଉଦ୍ଧାର କାର୍ଯ୍ୟ ଜାରି ରଖିଥିବାବେଳେ ଛତିକୁଡା ରୁ ବିଶ୍ୱନାଥ ପୁର ସଂଯୋଗ କରୁଥିବା ଜାତୀୟ ରାଜପଥରେ ମଧ୍ୟ ଲାଞ୍ଜିଗଡ ତହସିଲଦାର ବନମାଳୀ ମେହେରଙ୍କ ଉପସ୍ଥିତି ରେବହୁ କାର୍ଯ୍ୟ ସମ୍ପାଦନ କରିଛନ୍ତି ଏଣୁ ନର୍ଲା ଦମକଳ ବାହିନୀଙ୍କ କାର୍ଯ୍ୟ କୁ ନର୍ଲା ବିଡ଼ିଓ ଏବଂ ଲାଞ୍ଜିଗଡ ତହସିଲଦାର ଧନ୍ୟବାଦ ଜଣାଇଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର   16-Feb-2026
  ଜିଲ୍ଲା  
*୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   16-Feb-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   16-Feb-2026
  ଜିଲ୍ଲା  
‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   16-Feb-2026
  ରାଜ୍ୟ  
ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   16-Feb-2026
  ଜିଲ୍ଲା  
*ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   16-Feb-2026
  ଜିଲ୍ଲା  
ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   16-Feb-2026
  ଜିଲ୍ଲା  
ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   16-Feb-2026
  ଜିଲ୍ଲା  
ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି   16-Feb-2026
  ଜିଲ୍ଲା  
ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   16-Feb-2026
  ଜିଲ୍ଲା  
ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   15-Feb-2026
  ଜିଲ୍ଲା  
ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   15-Feb-2026

You Might Also Like