-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||      ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||      ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||      ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   (23-Nov-2026)       ||      ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||      କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (23-Nov-2026)       ||      ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ    (23-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଏନ୍‌ସିସି ରାଙ୍କ୍ ପ୍ରଦାନ ସମାରୋହ ଅନୁଷ୍ଠିତ   (23-Nov-2026)       ||     

HOME   ଜିଲ୍ଲା

ପାଞ୍ଚ ଦିବସୀୟ ରରିଙ୍ଗ ଫୁଟବଳ ଟୁର୍ନାମେଣ୍ଟ ଉତଘାଟିତ

04-Oct-2025



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ନଅଗାଁ (ଖ ) ପଂଚାୟତ ହାଇସ୍କୁଲ ଖେଳ ପଡିଆ ଠାରେ ପଲ୍ଲୀ ଆଲୋକ ପାଠାଗାର ଓ ଗ୍ରାମ ବାସି ଙ୍କ ତରଫରୁ ପଂଚ ଦିବସିୟ ରରିଙ୍ଗ ଫୂଟବଲ ଟୁର୍ନାମେଣ୍ଟ ଉତଘାଟିତ ହୋଇଯାଇଛି l ଉତଘାଟନ କାର୍ଯ୍ୟକ୍ରମ କୁ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧକ୍ଷା ଶ୍ରୀ ମତି ଗୀତାଞ୍ଜଳି ଦାଶ, ନଅଗାଁ ର ସରପଞ୍ଚ ଶ୍ରୀ ବୃନ୍ଦାବନ ସେଠ, ସମିତି ସଭ୍ୟ ଶ୍ରୀ ଦେବଦତ୍ତ ଦଣ୍ଡସେନା, ନରସିଂହ ସାହୁ, ସଦାନନ୍ଦ ପସାୟତ, ବିନୋଦ କୁଅଁର ଉପସ୍ଥିତ ଥିଲେ  l ଉକ୍ତ ଟୁର୍ନାମେଣ୍ଟ ର ପ୍ରଥମ ଖେଳ ରେ ବଡ଼ଟିକା ଓ ଲୋଇସିଂହା ମଧ୍ୟ୍ୟ ରେ ଅନୁଷ୍ଠିତ ହୋଇ ଥିଲା ଏଥିରେ ବଡ଼ଟିକା ଦଳ 1 ଗୋଲ ଦେଇ ବିଜୟୀ ହୋଇଥିଲା ତାପରେ ବଲାଙ୍ଗୀର ଓ ଇଛାପୁର ମଧ୍ୟ୍ୟ ରେ ଅନୁଷ୍ଠିତ ହୋଇ ଥିଲା ଏଥିରେ ଇଚ୍ଛା ପୁର 1 ଗୋଲ ଦେଇ ବଲାଙ୍ଗୀର କୁ ହରାଇଥିଲେ l ଫାଇନାଲ ଖେଳ ବଡ଼ଟିକା ଓ ଇଛାପୁର ମଧ୍ୟ୍ୟ ରେ ଅନୁଷ୍ଠିତ ହୋଇଥିଲା ଏଥିରେ ଉଭୟ ଦଳ କିଏ ଗୋଲ ଦେଇ ନ ଥିବାରୁ ଟ୍ରାବେକର ମାଧ୍ୟ୍ୟମ ନିଆଯାଇଥିଲା ଏଥିରେ ବଡ଼ଟିକା ବିଜୟୀ ହୋଇଥିଲା l ଏହି ଟୁର୍ନାମେଣ୍ଟ କୁ ଶ୍ରୀ ଦିଲୀପ ଧରୁଆ ଖେଳ କମିଶନର ନେତୃତ୍ୱ ରେ ଖେଳକୁ ସୁରେଶ ନାଏ କ, ଜ୍ୟୋତି ରଞ୍ଜନ ରାଉତ, କରୁଣାକର ପଧାନ, ବୀରେନ୍ଦ୍ର ଧରୁଆ ପରିଚାଳନା କରିଥିଲେ ଓ କରୁଣା ବିଶ୍ୱାଳ ଉତଘୋଷାକ ଭାବେ ଖେଳ ର ଧାରା ବିବରଣୀ ପ୍ରଦାନ କରିଥିଲେ  l ପଲ୍ଲୀ ଆଲୋକ ପାଠାଗାର ସମ୍ପାଦକ ଶ୍ରୀ ପ୍ରଶାନ୍ତ ନାୟକ ଟୁର୍ନାମେଣ୍ଟ କୁ ପରିଚାଳନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   24-Nov-2026
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ   23-Nov-2026
  ଜିଲ୍ଲା  
  ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ   23-Nov-2026
  ଜିଲ୍ଲା  
ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   23-Nov-2026
  ରାଜ୍ୟ  
ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   23-Nov-2026
  ଜିଲ୍ଲା  
ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   23-Nov-2026
  ଜିଲ୍ଲା  
‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   23-Nov-2026
  ଜିଲ୍ଲା  
ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   23-Nov-2026
  ଜିଲ୍ଲା  
ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   23-Nov-2026

You Might Also Like