-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||      ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||      ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||      ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||      ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   (23-Nov-2026)       ||      ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||      କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (23-Nov-2026)       ||      ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ    (23-Nov-2026)       ||     

HOME   ଜିଲ୍ଲା

ଓଡିଶା ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି କର୍ମଚାରୀ କଲ୍ୟାଣ ସମନ୍ୱୟ ପରିଷଦ, ବୌଦ୍ଧ ଜିଲ୍ଲା ଶାଖାର ଜିଲ୍ଲା କମିଟିର ପୁନର୍ଗଠନ

05-Oct-2025



ବୌଦ୍ଧ(ପ୍ରେରଣା ଖବର): ଓଡିଶା ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି କର୍ମଚାରୀ କଲ୍ୟାଣ ସମନ୍ୱୟ ପରିଷଦ, ବୌଦ୍ଧ ଜିଲ୍ଲା ଶାଖାର ଜିଲ୍ଲା କମିଟିର ପୁନର୍ଗଠନ ରାଜକୁମାର ବେହେରାଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ କର୍ମଚାରୀ ଭବନ ଠାରେ ଅନୁଷ୍ଠିତ ହୋଇ ଯାଇଛି l ବୈଠକରେ ମୁଖ୍ୟଅତିଥି ଭାବେ ରାଜ୍ୟ ସଂଘର ଅବଜର୍ଭାର କନ୍ଧମାଳ ଜିଲ୍ଲା ସଭାପତି   ସୁଜନ କୁମାର ବେହେରାଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ହରଭଙ୍ଗା ବ୍ଲକ ସଭାପତି ଜିତେନ୍ଦ୍ର ପ୍ରଧାନ, କଣ୍ଟାମାଳ ବ୍ଲକ ସଭାପତିଙ୍କ ପ୍ରତିନଧି   ତିଳେଶ୍ଵର ଭୋଇ ପ୍ରମୁଖ ମଞ୍ଚାସିନ ଥିଲେ l ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ଶତାଧିକ କର୍ମଚାରୀ ଯୋଗ ଦେଇ ନଅ ଜଣିଆ ପୂର୍ଣ୍ଣାଙ୍ଗ କମିଟି ଗଠନ କରାଯାଇଥିଲା l ଜିଲ୍ଲା ସଭାପତି ରୂପେ ନବକିଶୋର ଦୀପ କାର୍ଯ୍ୟକାରୀ ସଭାପତି ବେଦବର ପ୍ରଧାନ, ସାଧାରଣ ସମ୍ପାଦକ ପ୍ରକାଶ ଚନ୍ଦ୍ର ସେଠି,ଅତିରିକ୍ତ ସାଧାରଣ ସମ୍ପାଦକ ଶଶାଙ୍କ ଶେଖର ଦାଶ, ସଂଗଠନ ସମ୍ପାଦକ ସତ୍ୟନାରାୟଣ ନାୟକ, ନିୟୋଜନ ସମ୍ପାଦକ ମହେଶ କୁମାର ସେଠି, ସାଂସ୍କୃତିକ ସମ୍ପାଦକ ଅଯତ୍ନ ଲୁହା, ଅର୍ଥ ବିଭାଗ ସମ୍ପାଦକ ରବୀନ ମଲ୍ଲିକ, ନିଯୁକ୍ତି, ସଂସ୍କୃତି ଓ ସାଙ୍ଗଠନିକ ଅତିରିକ୍ତ ସମ୍ପାଦକ ଛାୟାକାନ୍ତ କୁମ୍ଭାର ଏବଂ ଅଡିଟର ରୂପେ ଉତ୍ତମ ନାଏକ ମନୋନୀତ ହୋଇଥିଲେ l ମୁଖ୍ୟ ଉପେଦେଷ୍ଟା ରୂପେ କ୍ଷେତ୍ରବାସୀ ଭୋଇ,ରାଜକୁମାର ବେହେରା ଓ ରଞ୍ଜିତ ନାଏକଙ୍କୁ ଚୟନ କରାଯାଇଥିଲା l ବୈଠକରେ ଗିରିଜା ଶଙ୍କର ବାଘ, ରବୀନ୍ଦ୍ର ବେହେରା,ବେଦବ୍ୟାସ ବେହେରା, ମାନସ ରଞ୍ଜନ ନାଏକ, ଗୋପାଲ ମାଝୀ, ତେଜରାଜ କଂହର, ବିଜୟ କୁମାର ଦୀପ, ନିରଞ୍ଜନ ଭବସାଗର, ସଞ୍ଜୟ ନାଏକ, ସୁରେନ୍ଦ୍ର ମାଝୀ, ସତ୍ୟ ନାରାୟଣ ପ୍ରଧାନ ଭାଗିରଥି ଦୀପ, ସୁଧାଂଶୁ ଶେଖର ବେହେରା ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟ ସମ୍ପାଦନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   24-Nov-2026
  ଜିଲ୍ଲା  
ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   24-Nov-2026
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ   23-Nov-2026
  ଜିଲ୍ଲା  
  ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ   23-Nov-2026
  ଜିଲ୍ଲା  
ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   23-Nov-2026
  ରାଜ୍ୟ  
ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   23-Nov-2026
  ଜିଲ୍ଲା  
ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   23-Nov-2026
  ଜିଲ୍ଲା  
‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   23-Nov-2026
  ଜିଲ୍ଲା  
ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   23-Nov-2026

You Might Also Like