-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||      ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||      ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||      ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||      ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   (23-Nov-2026)       ||      ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||      କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (23-Nov-2026)       ||      ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ    (23-Nov-2026)       ||     

HOME   ଜିଲ୍ଲା

ଦୃଷ୍ଟି ବାଧିତ ଓଏଏସ ଛାତ୍ର ବାହାଦୂରଙ୍କ ଘରେ ପହଞ୍ଚିଲେ ଜିଲ୍ଲାପାଳ

05-Oct-2025



ସୁବର୍ଣ୍ଣପୁର, ( ମନୋରଂଜନ ତ୍ରିପାଠୀ ) ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ବାହାଦୂର ଦେବତା ଙ୍କ ଘରକୁ ଯାଇ ସମ୍ବର୍ଦ୍ଧନା ଜଣାଇଲେ ଜିଲ୍ଲାପାଳ ଡ. ନୃପରାଜ ସାହୁ l ଜିଲ୍ଲାପାଳ ତାଙ୍କ ଘରକୁ ଯାଇ ସମ୍ବର୍ଦ୍ଧିତ କରିଥିବା ବେଳେ ଖୁସି ହୋଇଯାଇଥିଲେ ବାହାଦୂର l ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ୍ କର୍ତ୍ତଙ୍ଗ ଗାଁ ର ବାହାଦୁର ଦେବତା ଦୃଷ୍ଟି ବାଧିତ ହୋଇ ମଧ୍ୟ ୩୫୩ ରେଙ୍କ ରେ ସଫଳତା ପାଇ ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି lବାର୍ତ୍ତମାନ ସେ ଦିଲ୍ଲୀ କେନ୍ଦ୍ରୀୟ ବିଦ୍ୟାଳୟ ରେ ଶିକ୍ଷକତା କରୁଛନ୍ତି l ସେ ଗାଁ କୁ ଆସିବା ପରେ ପରିବାର ବର୍ଗ ତଥା ଗ୍ରାମବାସୀ ଙ୍କ ପକ୍ଷରୁ ଭବ୍ୟ ସ୍ଵାଗତ କରଯାଇଥିଲା l ସୂଚନା ଯୋଗ୍ୟ ଯେ ଚଳିତ ବର୍ଷ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଝିଅ ଏବଂ ଜଣେ ପୁଅ ଦୁଇ ଜଣ ଦୃଷ୍ଟି ବାଧିତ ୩୩୫ ଏବଂ ୩୫୩ ରେଙ୍କ ରେ  କୃତକାର୍ଯ୍ୟ ହେବାସହ ସମଗ୍ର ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   24-Nov-2026
  ଜିଲ୍ଲା  
ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   24-Nov-2026
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ   23-Nov-2026
  ଜିଲ୍ଲା  
  ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ   23-Nov-2026
  ଜିଲ୍ଲା  
ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   23-Nov-2026
  ରାଜ୍ୟ  
ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   23-Nov-2026
  ଜିଲ୍ଲା  
ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   23-Nov-2026
  ଜିଲ୍ଲା  
‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   23-Nov-2026
  ଜିଲ୍ଲା  
ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   23-Nov-2026

You Might Also Like