-+91-9937148622 |

prerana_bgr@rediffmail.com |

  Monday 20th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   (19-Jul-2026)       ||      ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   (19-Jul-2026)       ||      ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   (19-Jul-2026)       ||      ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   (19-Jul-2026)       ||      ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   (19-Jul-2026)       ||      ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   (19-Jul-2026)       ||      ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   (19-Jul-2026)       ||      *କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   (19-Jul-2026)       ||      ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   (19-Jul-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   (19-Jul-2026)       ||      ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   (19-Jul-2026)       ||      ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   (19-Jul-2026)       ||      ମହିଳା ମାନଙ୍କୁ ସ୍ୱାବଲମ୍ବୀ କରିବାକୁ ଏକ ପ୍ରୟାସ   (19-Jul-2026)       ||      ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   (18-Jul-2026)       ||      କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ    (18-Jul-2026)       ||      ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   (18-Jul-2026)       ||      ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   (18-Jul-2026)       ||      ବରପାଲି ରେ ପଞ୍ଚାୟତ ସମିତି ବୈଠକ   (18-Jul-2026)       ||      *ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   (18-Jul-2026)       ||      *ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   (18-Jul-2026)       ||     

HOME   ଜିଲ୍ଲା

ଜେଏସ୍ଏମ୍ ବାଣିଜ୍ୟ, କଳା ଏବଂ ବିଜ୍ଞାନ ମହାବିଦ୍ୟାଳୟରେ ୨୦୨୫-୨୬ ଶିକ୍ଷା ବର୍ଷର ସ୍ୱାଗତ କାର୍ଯ୍ୟକ୍ରମ

06-Oct-2025



ବଲାଙ୍ଗୀର(ପ୍ରେରଣା ଖବର): ୨୦୨୫-୨୬ ଶିକ୍ଷା ବର୍ଷରେ +୨ ଓ +୩ ରେ ନାମ ଲେଖାଇଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ଜେଏସ୍ଏମ୍ କଳା, ବିଜ୍ଞାନ ଏବଂ ବାଣିଜ୍ୟ ମହାବିଦ୍ୟାଳୟରେ 'ଫ୍ରେସର୍ ଡେ'  ଭାବରେ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଏକ ବିଶେଷ ସ୍ୱାଗତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଅଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବଲାଙ୍ଗୀର ବିଧାୟକ କଳିକେଶ ନାରୟଣ ସିଂ ଦେଓ ଯୋଗ ଦେଇ ଫ୍ରେସର୍ ଡେ’ କେବଳ ଏକ କାର୍ଯ୍ୟକ୍ରମ ନୁହେଁ  ମାତ୍ର ଏହା ତୁମର କଲେଜ ଅଭିଜ୍ଞତାର ଆରମ୍ଭକୁ ଚିହ୍ନିତ କରେ  ବୋଲି କହିଥିଲେ l ଏହା କେବଳ ଏକ ଛାତ୍ର ଭାବରେ ଆରମ୍ଭ କରିବା ତାହା ନୁହେଁ ବରଂ ଆପଣ ଉଜ୍ଜ୍ୱଳ ମନ ଏବଂ ଅନନ୍ୟ ବ୍ୟକ୍ତି ବିଶେଷ ଭାବରେ ସୃଷ୍ଟି ହେବାର ଆରମ୍ଭ ଅଟେ, ନୂତନ ବନ୍ଧୁତା ସୃଷ୍ଟି କରିବା ଏବଂ ପ୍ରତିଟି ଭବିଷ୍ୟତକୁ ଗଠନ କରିବା ନିମନ୍ତେ ଏହା ଏକ ଆରମ୍ଭ ଅଟେ ବୋଲି ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦ୍ୟେଶରେ ବିଧାୟକ ଶ୍ରୀ ସିଂହଦେଓ ଉଦବୋଧନ ଦେଇଥିଲେ l

ସମ୍ମାନନୀୟ ଅତିଥି  ଭାବରେ  ଟ୍ୟାକ୍ସ ବାର ଆସୋସିଏସନର ସଭାପତି ସାନ୍ତନୁ ଭୋଇ, ଏବଂ ସମାଜସେବୀ ଓ ସହଜୋଗ ଫଉଣ୍ଡେସନ ଅନୁଷ୍ଠାନର ସଭାପତି  ଅନିଲ ମୋଦିଙ୍କ ଉପସ୍ଥିତି ରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଉପଦେଷ୍ଟା ମନୋରଂଜନ ସାହୁ ଛାତ୍ରଛାତ୍ରୀମାନଙ୍କୁ ଅନେକ ବିଷୟରେ ଉପଦେଶ ପ୍ରଦାନ କରିବା ସହିତ ଏକ ଉତ୍ତମ ଶିକ୍ଷl ବର୍ଷ ହେଉ ବୋଲି ଶୁଭେଚ୍ଛା ଜ୍ଞାପନ କରିଥିଲେ। ପୁଣି କଲେଜ ସଭାପତି ପୀତବାସ ପଣ୍ଡା  ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ ବାକ୍ୟ ଦ୍ୱାରା ଶୁଭେଚ୍ଛା କାମନା କରିଥିଲେ । ଶେଷରେ ଅଧ୍ୟକ୍ଷ ସିଏ ଶ୍ରୀକାନ୍ତ ଶର୍ମା ଛାତ୍ରଛାତ୍ରୀମାନଙ୍କୁ ତାଙ୍କର ଭବିଷ୍ୟତ

ଗଠନ କରିବାରେ ଏକ ଉତ୍ତମ ଶିକ୍ଷା ନିତାନ୍ତ ଦରକାର ବୋଲି ଉତ୍ସାହ ପ୍ରଦାନ କରିଥିଲେ । ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଗୀତ ଓ ନୃତ୍ୟର ଆୟୋଜନ ହୋଇଥିଲା ପୁଣି ଛାତ୍ରଛତ୍ରୀମାନଙ୍କ ମଧ୍ୟରେ ମିଷ୍ଟର ଫ୍ରେସର୍ ଏବଂ ମିସ୍ ଫ୍ରେସର୍ ପ୍ରତିଯୋଗିତା ପାଇଁ ପ୍ରଶ୍ନ ଉତ୍ତର ରାଉଣ୍ଡ କରାଯିବା ସହିତ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା l  ମିଷ୍ଟର ଫ୍ରେସର ୨୦୨୫ ଭାବରେ  ଆଦର୍ଶ ମେହେର (+୨ ପ୍ରଥମ ବର୍ଷ ବାଣିଜ୍ୟ),  ଓମ୍ କାର ମେହେର (+୨ ପ୍ରଥମ ବର୍ଷ କଳା),  ବିଭୁ ଭୁଷଣ  ମିଶ୍ର(+୨ ପ୍ରଥମ ବର୍ଷ ବିଜ୍ଞାନ)  ଓ ପ୍ରବୀଣ ମିଶ୍ର (+୩ ପ୍ରଥମ ବର୍ଷ ବାଣିଜ୍ୟ) ବିଜେତା ହୋଇଥିବ ବେଲେ  ଓ  ମିସ୍ ଫ୍ରେଶର୍  ଭାବରେ କୁମାରି ଉମି ସର୍ଲ୍ମା  (+୨ ପ୍ରଥମ ବର୍ଷ ବାଣିଜ୍ୟ),  କୁମାରି ରୋଜାଲି ବେହେରା (+୨ ପ୍ରଥମ ବର୍ଷ କଳା) , କୁମାରି ଖୁସୀମୟୀ ସାହୁ (+୨ ପ୍ରଥମ ବର୍ଷ ବିଜ୍ଞାନ) ଓ କୁମାରି ସୁନିଧି ଆଗ୍ରଓ୍ୱାଲ.(+୩ ପ୍ରଥମ ବର୍ଷ ବାଣିଜ୍ୟ) ବିଜେତା ଘୋଷିତ ହୋଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   19-Jul-2026
  ଜିଲ୍ଲା  
ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   19-Jul-2026
  ଜିଲ୍ଲା  
ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   19-Jul-2026
  ଜିଲ୍ଲା  
ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   19-Jul-2026
  ଜିଲ୍ଲା  
ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   19-Jul-2026
  ଜିଲ୍ଲା  
ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   19-Jul-2026
  ଜିଲ୍ଲା  
ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   19-Jul-2026
  ଜିଲ୍ଲା  
*କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   19-Jul-2026
  ଜିଲ୍ଲା  
ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   19-Jul-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   19-Jul-2026
  ଜିଲ୍ଲା  
ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   19-Jul-2026
  ଜିଲ୍ଲା  
ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   19-Jul-2026

You Might Also Like