-+91-9937148622 |

prerana_bgr@rediffmail.com |

  Saturday 6th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ    (05-Jun-2026)       ||      ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   (05-Jun-2026)       ||      ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    (05-Jun-2026)       ||      ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   (05-Jun-2026)       ||      ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ    (05-Jun-2026)       ||      ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ    (05-Jun-2026)       ||      ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   (05-Jun-2026)       ||      *ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   (05-Jun-2026)       ||      ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   (05-Jun-2026)       ||      *ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*   (05-Jun-2026)       ||      ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା    (05-Jun-2026)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର    (05-Jun-2026)       ||      ଆସ ଆମେ ପଢ଼ିବା କାର୍ଯ୍ୟକ୍ରମ    (05-Jun-2026)       ||      ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର    (05-Jun-2026)       ||      ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ    (05-Jun-2026)       ||      ମାଲକାନଗିରିରେ ସରକାରୀ ଡାକ୍ତରଙ୍କ ପ୍ରାଇଭେଟ୍ ଚିକିତ୍ସାକୁ ଗୁରୁତ୍ୱ (ଗରିବ ଓ ମଧ୍ୟବିତ୍ତ ରୋଗୀ ଆର୍ଥିକ ଶୋଷଣର ଶିକାର)   (05-Jun-2026)       ||      କଟକ ବାଲିଯାତ୍ରା ତଳ ପଡ଼ିଆରେ ପ୍ରେମୀଯୁଗଳ ଏବଂ ମଦୁଆଙ୍କ ସହିତ ପିସିଆର ଭ୍ୟାନ୍ ର ଲୁଚିକାଳୀ ଖେଳେ ।   (05-Jun-2026)       ||     

HOME   ଜିଲ୍ଲା

ଗୈ।ରୀଙ୍କ ଆଗମନ ସହ ଆରମ୍ଭ ହେଲା ହରଗୋୖରୀ ଯାତ୍ରା

07-Oct-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସହରର ଢେରାପଡା ଠାରେ ତେଲୁଗୁ ଦେବାଙ୍ଗ (ଢେରା)ସଂପ୍ରଦାୟ ପକ୍ଷରୁ ପ୍ରତିବର୍ଷେ ଅନ୍ତରରେ ପାଳନ କରାଯାଉଥିବା ହରଗୋୖରୀ ଯାତ୍ରା ଗତକାଲି ବିଳମ୍ବିତ ରାତି ରେ ଗୈ।ରୀ ଙ୍କ ଆଗମନ ପରେ ଶୁଭାରମ୍ଭ ହେ।ଇଛି। ରାତିରେ ମା' ବୁଢିମାଁ ଙ୍କ ଠାରେ ପୂଜାର୍ଚ୍ଚନା ପରେ କାଠିପକା କାର୍ଯ୍ୟକ୍ରମ ସହ ସମସ୍ତ ଅଧିବାସୀ ସୁବର୍ଣ୍ଣପୁର ର ଇଷ୍ଟଦେବ ବାବା ସୁବର୍ଣ୍ଣମେରୁ ଙ୍କ ମନ୍ଦିର ପାର୍ଶ୍ଵସ୍ଥ ନିଜସ୍ୱ ଜମିରେ ଉତ୍ପନ୍ନ ଧାନଗଛ  ଗୈ।ରୀ ଙ୍କୁ ଏକ ଥାଳ ରେ ବସାଇ ପୂଜାର୍ଚ୍ଚନା କରି  ଏକ ବିରାଟ ପଟୁଆର ରେ ବୁଢିମା ମନ୍ଦିର ସାମ୍ନା କୁ ଅଣାଯାଇ ସ୍ଥାପନା କରାଯାଇଥିଲା। ଗୈ।ରୀ ଙ୍କୁ ଆଣିବାବେଳେ ଏକ ଅବିବାହିତ ଯୁବକ ମୁଣ୍ଡରେ ବେ।ହି ଆଣିବା  ବିଧି ଥିବା ହେତୁ ଚଳିତ ବର୍ଷ ସୂରଜ ପାତ୍ର ମା' ଗୈ।ରୀ ଙ୍କୁ ମୁଣ୍ଡରେ ବେ।ହି ଆଣିଥିଲେ। ରାସ୍ତାରେ ଆସିବାବେଳେ ଅନେକ ଶ୍ରଦ୍ଧାଳୁ ନିଜ ଦ୍ଵାର ସାମ୍ନାରେ ଜଳପୂର୍ଣ କଳସି ବସାଇ ମାଁ ଙ୍କ ପୂଜାର୍ଚ୍ଚନା କରିଥିଲେ ପରେ ଢେରାପଡାସ୍ଥିତ ପୂଜା ମଣ୍ଡପ ରେ ଗୈ।ରୀଙ୍କୁ ସ୍ଥାପନା କରାଯାଇଥିଲା। ଆଜି ପ୍ରଥମ ଅର୍ଘ୍ୟ  ସ୍ଵରୁପ ପ୍ରତିଘରୁ ଖିରୀ ଓ ପିଠା ଲାଗି କରାଯିବ। ଆସନ୍ତା କାଲି ସହରର ବିଶିଷ୍ଟ ମୂର୍ତ୍ତିକାର ୰ ଗେ।ଲେଖନାଥ ସାହୁ ଙ୍କ ବାସଭବନରୁ ଶିବ ଙ୍କୁ ଆବାହନ କରାଯାଇ ଗୈ।ରୀ ଙ୍କ ପାର୍ଶ୍ୱରେ ସ୍ଥାପନ କରାଯାଇ ପାରଂପାରିକ ଭାବେ ପ୍ରତ୍ୟେହ ରୁଦ୍ରାଭିଷେକ, ମହାପୂଜା, ଶିବଶହସ୍ର ନାମ ସହ ବିଲ୍ଲ୍ୱ ପତ୍ର ପୂଜା କରାଯିବ।   ଯାତ୍ରା ପାଇଁ ଢେରାପଡା ଚଳଚଞ୍ଚଳ ହେ। ଇ ଉଠିଛି। ବିଭିନ୍ନ ଗଳି ରେ ସାଜସଜ୍ଜା ସହ  ଆଲୋକ ମାଳାରେ ଝଲସି ଉଠିଛି। ପ୍ରତି ସଂଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ଅନୁଷ୍ଠିତ ହେବାପାଇଁ ସ୍ଥିର ହେ।ଇଥିବା ବେଳେ  ଶାନ୍ତିଶୣଙ୍ଖଳା ରକ୍ଷାପାଇଁ ଯାତ୍ରା କମିଟି ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ   05-Jun-2026
  ଜିଲ୍ଲା  
ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   05-Jun-2026
  ଜିଲ୍ଲା  
ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    05-Jun-2026
  ଜିଲ୍ଲା  
ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   05-Jun-2026
  ଜିଲ୍ଲା  
ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ   05-Jun-2026
  ଜିଲ୍ଲା  
ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ   05-Jun-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   05-Jun-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   05-Jun-2026
  ଜିଲ୍ଲା  
*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   05-Jun-2026
  ଜିଲ୍ଲା  
ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   05-Jun-2026

You Might Also Like