-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

କୁଶଙ୍ଗାଇ ପୀଠରେ ପ୍ରସାଦ ବଣ୍ଟନ କଲା ବଲାଙ୍ଗୀର ଜିଲ୍ଲା ଅଘରିଆ ସମାଜ ଟ୍ରଷ୍ଟ

07-Oct-2025



 ଗତକାଲି ବଲାଙ୍ଗୀର ଜିଲ୍ଳା ଲୋଇସିଂହା ବ୍ଲକ ଅଧୀନସ୍ଥ କୁଶଙ୍ଗ ଗ୍ରାମର ଅଧିଷ୍ଠାତ୍ରୀ ମା କୁଶଙ୍ଗାଇ ଙ୍କ ଷୋହଳ ପୂଜାର ସମାପ୍ତି ଅବସରରେ ବଲାଙ୍ଗୀର ଜିଲ୍ଳା ୮୪ ଘର ଅଘରିଆ ସମାଜ ଟ୍ରଷ୍ଟ ତରଫରୁ ମାଙ୍କ ଠାରେ ଭୋଗ ସମର୍ପଣ କରି ହଜାର ହଜାର ଭକ୍ତ ଓ ଦର୍ଶନାର୍ଥୀଙ୍କ ପାଇଁ ଭୋଗ ବଣ୍ଟନ କରାଯାଇଥିଲା। ପୂଜା ଦିବା ୧୨ ଘଣ୍ଟାରୁ ଆରମ୍ଭ ହୋଇ ରାତ୍ର ୨ ଘଣ୍ଟା ଯାଏ ଚାଲିଥିଲା।ମାଙ୍କ ଠାରେ ଜଗତର କଲ୍ୟାଣ ଓ ସମାଜ କଲ୍ୟାଣର ଶୁଭ ମନାସୀ ମୁଖ୍ୟ କର୍ତ୍ତା ଭାବେ ସଭାପତି ଶୁଭ୍ରାଂଶୁ ଶେଖର ପଟେଲ ଓ ତାଙ୍କ ପତ୍ନୀ ସୀମା ପଟେଲ,ସାଧାରଣ ସମ୍ପାଦକ ଦିଗାମ୍ବର ନାଏକ ଓ ତାଙ୍କ ପତ୍ନୀ ନୀଳକାନ୍ତି ନାଏକ ପୂଜା କାର୍ଯ୍ୟ ସମାପନ କରିଥିଲେ । ପ୍ରସାଦ ବଣ୍ଟନ କାର୍ଯ୍ୟକ୍ରମରେ  ୬୦ ଜଣ ଶ୍ରଦ୍ଧାଳୁ ଭୋଗ ପାଇଁ ସହଯୋଗର ହାତ ବଢ଼ାଇଥିଲେ।କେନ୍ଦ୍ର କମିଟି,ଉପଦେଷ୍ଟା ମଣ୍ଡଳୀ,ଚାରି ମଣ୍ଡଳ ସଭାପତି ଓ କର୍ମକର୍ତ୍ତା,ଅଠର ଗୁଡ଼ି ସଭାପତି ଓ କର୍ମକର୍ତ୍ତା,ମହିଳା ମଞ୍ଚ,ଯୁବା ମଞ୍ଚ ଓ କୃଷକ ମଞ୍ଚ ର ସଭାପତି ଓ କର୍ମକର୍ତ୍ତା,ପୁସ୍ତକ କମିଟି,ନିର୍ମାଣ କମିଟି ଓ

ଶିକ୍ଷା କମିଟିର ସମସ୍ତ ସଭ୍ୟ ସମେତ କୁଶଙ୍ଗ ଗୁଡ଼ି ଅଧୀନସ୍ଥ ସମସ୍ତ ଗ୍ରାମ୍ୟ ସଭାପତି ଓ କର୍ମକର୍ତ୍ତା ସହ ଆଖପାଖ ଅଞ୍ଚଳର ଯୁବାକର୍ମି ବଣ୍ଟନ କାର୍ଯ୍ୟରେ ସହଯୋଗ କରିଥିଲେ । ରାତ୍ରି ପୂଜାରେ ମାଙ୍କ ଦର୍ଶନରେ ହଜାର ହଜାର ଶ୍ରଦ୍ଧାଳୁ ଯୋଗଦେଇ ନିଜ ନିଜ ମନସ୍କାମନା ପୂର୍ଣ୍ଣ ପାଇଁ ଗୁହାରୀ କରିଥିଲେ।କୀର୍ତ୍ତନ ଧାରା ସାଂସ୍କୃତିକ କାର୍ଯ୍ୟକ୍ରମ ପୂଜା କମିଟି ଦ୍ୱାରା ଆୟୋଜନ କରାଯାଇଥିଲା । ମନ୍ଦିରର ମୁଖ୍ୟ ପୂଜକ ଖଗେଶ୍ୱର ଦେହୁରୀ,ମନ୍ଦିର କମିଟି  ସଭ୍ୟ ବୃନ୍ଦ ସମେତ କୁଶଙ୍ଗ ଗଉଁନ୍ତିଆ ବୃନ୍ଦାବନ ପଟେଲ,ଗୁଡ଼ି ସଭାପତି କରୁଣା କର ପଟେଲ, କେନ୍ଦ୍ର ସହ ସମ୍ପାଦକ ଆନନ୍ଦ ପଟେଲ,ଉପ ସଭାପତି ଯୁବରାଜ ପଟେଲ ସମେତ କୁଶଙ୍ଗ ଓ ବିର୍କେଲ ଗୁଡିର କର୍ମକର୍ତ୍ତାଙ୍କ ତତ୍ୱାବଧାନରେ ସମସ୍ତ କାର୍ଯ୍ୟ ସୂଚାରୁଭାବେ ସଂମ୍ପନ୍ନ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like