-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ରାଜ୍ୟ

ସିଙ୍ଘୁ ସୀମାରେ କୃଷକ- ସ୍ଥାନୀୟ ଲୋକେ ମୁହାଁମୁହିଁ, ସ୍ଥିତି ନିୟନ୍ତ୍ରଣ ପାଇଁ ପୋଲିସର ଲାଠିଚାର୍ଜ

29-Jan-2021



ନୂଆଦିଲ୍ଲୀ(ପ୍ରେରଣା ଖବର)  ସିଙ୍ଘୁ ସୀମାରେ କୃଷକ ଓ ସ୍ଥାନୀୟ ଲୋକଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିବା ସୂଚନା ମିଳିଛି । ଏପରିକି ସ୍ଥିତି ନିୟନ୍ତ୍ରଣ ପାଇଁ ପୋଲିସ କୃଷକ ଓ ସ୍ଥାନୀୟ ଲୋକଙ୍କ ଉପରେ ଲାଠିଚାର୍ଜ କରିଥିବା ସୂଚନା ମିଳିଛି । ସ୍ଥାନୀୟ ଲୋକେ କୃଷକଙ୍କୁ ଆନ୍ଦୋଳନରୁ ଓହରିବା ପାଇଁ ପ୍ରଦର୍ଶନ କରୁଥିବା ବେଳେ ଏହି ପରିସ୍ଥିତି ଉପୁଜିଥିଲା । ଉଭୟ ପରସ୍ପର ଉପରକୁ ପଥର ମାଡ କରିଥିଲେ ପରିସ୍ଥିତି ଏତେ ବିଗିଡିଯାଇଥିଲା ଯେ ପୋଲିସକୁ ବଳ ପ୍ରୟୋଗ କରିବାକୁ ପଡିଥିଲା । ଉଭୟ ସ୍ଥାନୀୟ ଲୋକେ ଓ କୃଷକଙ୍କ ଉପରେ ଲାଠିଚାର୍ଜ ହୋଇଥିଲା ।ଏବେ ବି ସେଠାରେ ପରିସ୍ଥିତି ଉତ୍ତେଜନା ମୂଳକ ରହିଛି । ଅଧିକ ସଂଖ୍ୟାରେ ସୁରକ୍ଷାକର୍ମୀ ନିୟୋଜିତ ଅଛନ୍ତି ସୂଚନାଯୋଗ୍ୟ,କୃଷକମାନଙ୍କ ଆନ୍ଦୋଳନ ଏବେ ପୁଣି ଜୋର୍ ଧରିବାରେ ଲାଗିଛି । ଗଣତନ୍ତ୍ର ଦିବସରେ ଘଟିଥିବା ହିଂସାକାଣ୍ଡ ପରେ ଆନ୍ଦୋଳନ କିଛି ମାତ୍ରାରେ ଥଣ୍ଡା ହୋଇଯାଇଥିଲା । ରାକେଶ ଟିକୈତଙ୍କ ଭାଷଣ ପରେ କୃଷକମାନେ ଜୋସରେ ଆସିଛନ୍ତି । ପଶ୍ଚିମ ଉତ୍ତର ପ୍ରଦେଶ ଓ ହରିୟାଣାର ଭିନ୍ନ ଭିନ୍ନ ସ୍ଥାନରୁ ଆସି କୃଷକମାନେ ଗାଜିପୁର ସୀମାରେ ଏକାଠି ହେଉଛନ୍ତି । ଏହାକୁ ନଜରରେ ରଖି ଦିଲ୍ଲୀର ଯେଉଁ ସବୁସ୍ଥାନରେ ଆନ୍ଦୋଳନ ହେଉଥିଲେ ସେଠାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡି କରାଯାଇଛି । ଆହୁରି ମଧ୍ୟ ମୁଜଫରନଗରରେ କୃଷକମାନେ ମହାପଞ୍ଚୟତର ଆୟୋଜନ କରିବେ ବୋଲି ଜଣାପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like