-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲାସ୍ତରୀୟ ବିଦ୍ୟାଳୟସ୍ତରୀୟ ସ୍କୁଲ ସମୂହ ଥାଙ୍ଗ-ଟା ପ୍ରତିଯୋଗିତା

12-Oct-2025



ବଲାଙ୍ଗୀର ଜିଲ୍ଲାସ୍ତରୀୟ ବିଦ୍ୟାଳୟସ୍ତରୀୟ ସ୍କୁଲ ସମୂହ ଥାଙ୍ଗ-ଟା ପ୍ରତିଯୋଗିତା ସଇଁତଲା ବ୍ଲକର ଧରବଗଡ ହାଇସ୍କୁଲ ରେ ଅନୁଷ୍ଠିତ ହୋଇଯାଇଛି । ୧୭ ବର୍ଷରୁ କମ ବାଳକ, ବାଳିକାଙ୍କ ପାଇଁ ଆୟୋଜିତ ଏହି ପ୍ରତିଯୋଗିତା ବିଦ୍ୟାଳୟର ପ୍ରଧାନଶିକ୍ଷକ ନୀଳମଣି ମେହେର ଓ ବ୍ଲକ ସମ୍ପାଦିକା ଶ୍ରୀମତୀ ରଞ୍ଜିତା ମିଶ୍ର ଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନରେ ଆୟୋଜିତ ଏହି ସଭାର ସଭାପତି ପ୍ରବୀର ପଣ୍ଡା, ମୁଖ୍ୟ ଅତିଥି ଭାବରେ ରାଜ୍ୟ ଥାଙ୍ଗ ଟା ର ସଭାପତି ଡ଼କ୍ଟର ଜ୍ଞାନରଞ୍ଜନ ମହାନ୍ତି ସ୍ଥାନୀୟ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦିଲ୍ଲୀପ କୁମାର ଯୋଶୀ, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ପାତ୍ର,ବି ଏସ ଏସ ଏ ର ବ୍ଲକ ସମ୍ପାଦକ ରଞ୍ଜିତା ମିଶ୍ର, ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନୀଳମଣି ମେହେର ମଞ୍ଚାସନ ଥିଲେ । ଏହି ଖେଳକୁ କନଭେନେର  ସୁଶାନ୍ତ ନାଗ ଓ ଚନ୍ଦ୍ର ଶେଖର ବାହୁକ ଖେଳ ପରିଚାଳନା କରିଥିଲେ, ଏହି ଅବସରରେ ଗତ ବର୍ଷ ଜାତୀୟ ଥାଙ୍ଗ ଟା ରେ ଯୋଗ ଦେଇ ଥିବା ଖେଳାଳି ମାନଙ୍କୁ ସମ୍ମାନିତ କରିବା ସହ ବ୍ଲକର ପ୍ରଧାନ ଶିକ୍ଷକ ମାନଙ୍କୁ ସମ୍ମାନିତ କରା ଯାଇଥିଲା ବିଦ୍ୟାଳୟ ର ସମସ୍ତ ସହକର୍ମୀଙ୍କ ସହଯୋଗରେ ଏହା ସଫଳ ହୋଇ ଥିଲା  ଏଥି ମଧ୍ୟରୁ ୧୨ ଜଣ ଖେଳାଳି ବଲାଙ୍ଗୀର ରେ ହେବାକୁ ଥିବା ରାଜ୍ୟସ୍ତରୀୟ ଥାଙ୍ଗ ଟା ରେ ଭାଗ ନେବା ପାଇଁ ଚୟନ କରା ଯାଇଥିଲା। ଏହି କାର୍ଯ୍ୟକ୍ରମକୁ ଜିଲ୍ଲାର ସମସ୍ତ ଖେଳ ଶିକ୍ଷକ ଓ ଶିକ୍ଷୟତ୍ରୀ ପରିଚାଳନା କରିଥିଲେ କରି ଥିବା ବେଳେ ଧରାବଗଡ ବିଦ୍ୟାଳୟର ସମସ୍ତ ସହକର୍ମୀ ଙ୍କ ପରିଶ୍ରମ ଓ ସହଯୋଗ ରେ କାର୍ଯ୍ୟକ୍ରମ ଟି ସଫଳ ହୋଇଥିଲା


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like