-+91-9937148622 |

prerana_bgr@rediffmail.com |

  Wednesday 12th November 2025 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ପୋଲିସ ସହିତ ଏ ବି ଭି ପି ବାଂଲାଦେଶୀ ପ୍ରବାସୀ ଯାଞ୍ଚ ବିଷୟରେ ଆଲୋଚନା    (12-Nov-2025)       ||      ଝଲପ ପଲ୍ଲୀ ପ୍ରଗତି ପାଠାଗାରର ୩୬ତମ ପ୍ରତିଷ୍ଠା ଦିବସ ସମାରୋହ   (11-Nov-2025)       ||      କଣ୍ଟାବାଞ୍ଜି ପୋଲିସ ପକ୍ଷରୁ ୭ ଜଣ ଦାଦନ ଶ୍ରମିକ ଉଦ୍ଧାର    (11-Nov-2025)       ||      ସରକାରୀ ବାଳିକା ବିଦ୍ୟାଳୟରେ ଭ୍ରାମ୍ୟମାଣ ବିଜ୍ଞାନ ପ୍ରଦର୍ଶନୀ    (11-Nov-2025)       ||      ସୁବର୍ଣ୍ଣପୁର ଜିଲ୍ଲା ବନଖଣ୍ଡ ବିଭାଗ ପକ୍ଷରୁ ଓଡ଼ିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ ପର୍ଯ୍ୟାୟ -୨ ର ସମୀକ୍ଷା ବୈଠକ   (11-Nov-2025)       ||      ଜେଏସ୍‌ଏମ୍ କଲେଜ ପକ୍ଷରୁ ଜାତୀୟ ଶିକ୍ଷା ଦିବସ ପାଳିତ   (11-Nov-2025)       ||      *ସୋନପୁର ବ୍ଲକ୍ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ*   (11-Nov-2025)       ||      ବିନିକା ଗୋକୁଳାଷ୍ଟମୀ ମହୋତ୍ସବ,କୃଷ୍ଣ-ବଲରାମଙ୍କୁ ପଞ୍ଚବିଦ୍ୟା ପ୍ରଦାନ   (11-Nov-2025)       ||      ଅବସରପ୍ରାପ୍ତ ଶିକ୍ଷକ ବୁଧୁରାମଙ୍କ ପରଲୋକ   (11-Nov-2025)       ||      ବଲାଙ୍ଗୀର ଜିଲ୍ଲା ଦୌରା ଜଜ୍ ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା   (11-Nov-2025)       ||      ବିଦ୍ୟୁତ ସୁରକ୍ଷା” ସମ୍ବନ୍ଧରେ ବିଶେଷତା ଏବଂ ଗୁଣବତ୍ତା ସମ୍ପର୍କିତ ତାଲିମ୍”   (11-Nov-2025)       ||      ବୁରୋମୁଣ୍ଡା ଅଲ ଇଣ୍ଡିଆ କ୍ରିକେଟ ଖେଳ - 2025 ର ଆଲୋଚନା ଓ ପ୍ରସ୍ତୁତି ବୈଠକ   (11-Nov-2025)       ||      ନୂଆପଡା ଉପନିର୍ବାଚନରେ ଦ୍ଵିତୀୟ ପ୍ରିଜାଇଡିଂ ଅଫିସର୍ ନିଲମ୍ବିତ l   (11-Nov-2025)       ||      ନୂଆପଡ଼ାରେ ଜୋରସୋର ମତଦାନ   (11-Nov-2025)       ||      ପ୍ରିଯାଇଡିଂ ଅଫିସର ନିଲମ୍ବିତ,   (11-Nov-2025)       ||      ୧କୋଟି ୩୮ଲକ୍ଷ ୯୪ ହଜାର ୩୫୬ଟଙ୍କା ମୂଲ୍ୟର ଅବକାରୀ ସାମଗ୍ରୀ , ୧୧ ବାଇକ୍ ,ଏକ ତିନି ଚକିଆ ଓ ଏକ ଚାରିଚକିଆ ଯାନ ଜବତ    (11-Nov-2025)       ||      ବିନିକା ଗୋକୁଳାଷ୍ଟମୀ ମହୋତ୍ସବ,କାରାଗୃହରେ କୃଷ୍ଣ ଜନ୍ମ   (11-Nov-2025)       ||      ‘କୋଶଳ ପ୍ରବାହ’ ରୌପ୍ୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (11-Nov-2025)       ||      ବିନିକା ଗୋକୁଳାଷ୍ଟମୀ ମହୋତ୍ସବ,କାରାଗୃହରେ କୃଷ୍ଣ ଜନ୍ମ   (11-Nov-2025)       ||      ଓଡ଼ିଶା ଆଦିବାସୀ କଲ୍ୟାଣ ମହାସଂଘରୁ ବାଳକୃଷ୍ଣ ଶବରଙ୍କୁ ଅଧ୍ୟକ୍ଷ ପଦରୁ ବହିଷ୍କାର   (11-Nov-2025)       ||     

HOME   ଜିଲ୍ଲା

ଶିଶୁ ବିକାଶ କେନ୍ଦ୍ର ବଲାଙ୍ଗିରର ୪୧ତମ ପ୍ରତିଷ୍ଠା ଦିବସ ମାଣିକ ଜୟନ୍ତୀ  ଉଦଯାପନୀ ସମାରୋହ

12-Oct-2025



ବଲାଙ୍ଗୀର: ବଲାଙ୍ଗିର ପି ପି ଏକାଡେମୀ ଠାରେ ଶିଶୁ ବିକାଶ କେନ୍ଦ୍ର ବଲାଙ୍ଗିରର ୪୧ ତମା ପ୍ରତିଷ୍ଠା ଦିବସ ମାଣିକ ଜୟନ୍ତୀ  ଉଦଯାପନୀ ସମାରୋହ ପାଳିତ ହୋଇ ଯାଇଛି l ଏଥିରେ ମୂଖ୍ୟ ଅତିଥି ଭାବରେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଯୋଗ ଦେଇ ଡିଜିଟାଲ ଯୁଗ ରେ ଆଜିର ଶିଶୁ କୁ ସ୍ମାର୍ଟ  ଦିଗରେ ସଦ୍ ମାର୍ଗରେ ଯିବାକୁ ଆମେ ପରାମର୍ଶ କରିବା, ଯେମିତି ଶିଶୁ ମାନେ ଭବିଷ୍ୟତରେ  ସମାଜ ପ୍ରତି କୃତଘ୍ନ ନ ହୋଇ କୃତଜ୍ଞ ହେବେ 

ଯଶ ଅର୍ଜନ କରିବେ ବୋଲି କହିଥିଲେ l ସମ୍ମାନିତ ଅତିଥି ଭାବରେ ଅନୁଷ୍ଠାନ ର ଉପଦେଷ୍ଟା ଜଗଦା ନନ୍ଦ ଛୁରିଆ, ଡଃ ଜୋଷ୍ଣା ମୟୀ ମହାପାତ୍ର, ସଂପାଦକ ମଧୁ ସାହୁ, ମୂଖ୍ୟ ବକ୍ତା ଭାବେ ଡଃ ସଙ୍ଗୀତା ରଥ, ଯୋଗ ଦେଈ ଆଜିର ଏ ଉତ୍ସବ ଏ ପ୍ରେରଣା ଶିଶୁ ଙ୍କୁ ଜଣେ ଜଣେ  ପ୍ରତିଷ୍ଠିତ ବ୍ୟକ୍ତି ଭାବେ ଗଢ଼ି ତୋଳିବ

ବୋଲି କହିଥିଲେ l ମଦନ ମୋହନ ରଥ ଙ୍କ ସଭାପତିତ୍ୱ8ରେ ଅନୁଷ୍ଟିତ ଏହି ସଭାକୁ ପ୍ରାଧ୍ୟାପକ ପ୍ରେମ ଚାନ୍ଦ ମହାନ୍ତି ସଂଯୋଜନା କରିଥିଲେ l  ସମାଜସେବୀ ତରୁଣ ପରିଛା, ଜଗଦାନନ୍ଦ ଛୁରିଆ,  ଯୋଷ୍ଣାମୟୀ ମହାପାତ୍ର,  ଓ ଅନ୍ତର୍ଜାତୀୟ ନୃତ୍ୟକୁ ଶିଳ୍ପୀ ପ୍ରିୟଙ୍କା ସାହୁଙ୍କ ସମେତ ଅନେକ ଶିଶୁ ପ୍ରତିଭା, କଳାକାର ଓ ବିଭିନ୍ନ ବର୍ଗର ପ୍ରତିଷ୍ଠିତ ବ୍ୟକ୍ତି ବିଶେଷଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା l

ରିପୋର୍ଟ: ମନୋରଞ୍ଜନ ତ୍ରିପାଠୀ 


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ପୋଲିସ ସହିତ ଏ ବି ଭି ପି ବାଂଲାଦେଶୀ ପ୍ରବାସୀ ଯାଞ୍ଚ ବିଷୟରେ ଆଲୋଚନା    12-Nov-2025
  ଜିଲ୍ଲା  
ଝଲପ ପଲ୍ଲୀ ପ୍ରଗତି ପାଠାଗାରର ୩୬ତମ ପ୍ରତିଷ୍ଠା ଦିବସ ସମାରୋହ   11-Nov-2025
  ଜିଲ୍ଲା  
କଣ୍ଟାବାଞ୍ଜି ପୋଲିସ ପକ୍ଷରୁ ୭ ଜଣ ଦାଦନ ଶ୍ରମିକ ଉଦ୍ଧାର    11-Nov-2025
  ଜିଲ୍ଲା  
ସରକାରୀ ବାଳିକା ବିଦ୍ୟାଳୟରେ ଭ୍ରାମ୍ୟମାଣ ବିଜ୍ଞାନ ପ୍ରଦର୍ଶନୀ   11-Nov-2025
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବନଖଣ୍ଡ ବିଭାଗ ପକ୍ଷରୁ ଓଡ଼ିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ ପର୍ଯ୍ୟାୟ -୨ ର ସମୀକ୍ଷା ବୈଠକ   11-Nov-2025
  ଜିଲ୍ଲା  
ଜେଏସ୍‌ଏମ୍ କଲେଜ ପକ୍ଷରୁ ଜାତୀୟ ଶିକ୍ଷା ଦିବସ ପାଳିତ   11-Nov-2025
  ଜିଲ୍ଲା  
*ସୋନପୁର ବ୍ଲକ୍ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ*   11-Nov-2025
  ଜିଲ୍ଲା  
ବିନିକା ଗୋକୁଳାଷ୍ଟମୀ ମହୋତ୍ସବ,କୃଷ୍ଣ-ବଲରାମଙ୍କୁ ପଞ୍ଚବିଦ୍ୟା ପ୍ରଦାନ   11-Nov-2025
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷକ ବୁଧୁରାମଙ୍କ ପରଲୋକ   11-Nov-2025
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଦୌରା ଜଜ୍ ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା   11-Nov-2025
  ଜିଲ୍ଲା  
ବିଦ୍ୟୁତ ସୁରକ୍ଷା” ସମ୍ବନ୍ଧରେ ବିଶେଷତା ଏବଂ ଗୁଣବତ୍ତା ସମ୍ପର୍କିତ ତାଲିମ୍”   11-Nov-2025
  ଜିଲ୍ଲା  
ବୁରୋମୁଣ୍ଡା ଅଲ ଇଣ୍ଡିଆ କ୍ରିକେଟ ଖେଳ - 2025 ର ଆଲୋଚନା ଓ ପ୍ରସ୍ତୁତି ବୈଠକ   11-Nov-2025

You Might Also Like