-+91-9937148622 |

prerana_bgr@rediffmail.com |

  Friday 12th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସବିଆଇ ଏଲଡିଏମ ଙ୍କ ଦ୍ୱାରା ସମ୍ବଲପୁର ରେଙ୍ଗାପଡ଼ାଠାରେ ‘ଖେତ ବଞ୍ଚାଅ ଅଭିଯାନ’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ*   (12-Jun-2026)       ||      କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ    (12-Jun-2026)       ||      *ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   (12-Jun-2026)       ||      ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   (11-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   (11-Jun-2026)       ||      ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   (11-Jun-2026)       ||      ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ    (11-Jun-2026)       ||      *ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   (11-Jun-2026)       ||      ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   (11-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   (11-Jun-2026)       ||      ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   (11-Jun-2026)       ||      ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ   (11-Jun-2026)       ||      ବଲାଙ୍ଗୀର ସହରର ବିଶିଷ୍ଟ ଔଷଧ ବ୍ୟବସାୟୀ ରମେଶ ଅଗ୍ରୱାଲ ଙ୍କ  ହୃଦଘାତରେ ପରଲୋକ    (11-Jun-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଂଚଳରେ ତିନିଟିକିଆ ହାତୀପଲ, ଲୋକଙ୍କ ମଧ୍ୟରେ ଭୟ   (11-Jun-2026)       ||      ବରପାଲି ରେଲୱେ ଉପଭୋକ୍ତା କମିଟି ଗଠିତ   (11-Jun-2026)       ||      ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ    (11-Jun-2026)       ||      ଜାତୀୟ କଳାକାର ସମ୍ମାନ ୨୦୨୬ ରେ "ଚିନ୍ମୟ କୁମାର" ନାଟ୍ୟଶାସ୍ତ୍ର ସମ୍ମାନରେ ସମ୍ମାନିତ   (11-Jun-2026)       ||      ନୂଆବଜାର ଛକ ଖୋଳି ଗେଲ୍ ଇଣ୍ଡିଆ ଛୁ’: ରାସ୍ତାସାରା କାଦୁଅ ପଚ୍ ପଚ୍ | ଖାଲରେ ପଡି ଏସ୍ ସିବିରେ ଭର୍ତ୍ତି ।ସରକାର ଙ୍କୁ ଗାଳି କଲେ ଯାତ୍ରୀ   (11-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||     

HOME   ଜିଲ୍ଲା

ସମାଜ ପ୍ରତି କୃତଘ୍ନ ନ ହୋଇ ଶିଶୁ ମାନେ ଭବିଷ୍ୟତ ରେ କୃତଜ୍ଞ ହୁଅ- "ରାଜ୍ଯ ସଭା ସାଂସଦ ନିରଞ୍ଜନ ବିଶି*-

12-Oct-2025



ବଲାଙ୍ଗୀର(ମନୋରଞ୍ଜନ ତ୍ରୀପାଠୀ)  ବଲାଙ୍ଗିର ପି ପି ଏକାଡେମୀ ଠାରେ ଶିଶୁ ବିକାଶ କେନ୍ଦ୍ର ବଲାଙ୍ଗିରର ୪୧ ତମା ପ୍ରତିଷ୍ଠା ଦିବସ ମାଣିକ ଜୟନ୍ତୀ  ଉଦଯାପନୀ ସମାରୋହ ପାଳିତ ହୋଇ ଯାଇଛି l ଏଥିରେ ମୂଖ୍ୟ ଅତିଥି ଭାବରେ ରାଜ୍ୟ ସଭା ସାଂସଦ ଶ୍ରୀ ନିରଞ୍ଜନ ବିଶି ଯୋଗ ଦେଇ ଡିଜିଟାଲ ଯୁଗ ରେ ଆଜିର ଶିଶୁ କୁ ସ୍ମାର୍ଟ  ଦିଗରେ ସଦ୍ ମାର୍ଗରେ ଯିବାକୁ ଆମେ ପରାମର୍ଶ କରିବା, ଯେମିତି ଶିଶୁ ମାନେ ଭବିଷ୍ୟତ ରେ  ସମାଜ ପ୍ରତି କୃତଘ୍ନ ନ ହୋଇ କୃତଜ୍ଞ ହେବେ , ଯଶ ଅର୍ଜନ କରିବେ ବୋଲି କହିଥିଲେ l ସମ୍ମାନିତ ଅତିଥି ଭାବରେ ଅନୁଷ୍ଠାନ ର ଉପଦେଷ୍ଟା ଜଗଦା ନନ୍ଦ ଛୁରିଆ, ଡଃ ଜୋଷ୍ଣା ମୟୀ ମହାପାତ୍ର, ସଂପାଦକ ମଧୁ ସାହୁ, ମୂଖ୍ୟ ବକ୍ତା ଭାବେ ଡଃ ସଙ୍ଗୀତା ରଥ, ଯୋଗ ଦେଈ ଆଜିର ଏ ଉତ୍ସବ ଏ ପ୍ରେରଣା ଶିଶୁ ଙ୍କୁ ଜଣେ ଜଣେ  ପ୍ରତିଷ୍ଠିତ ବ୍ୟକ୍ତି ଭାବରେ ଗଢି  ତୋଳିବ ବୋଲି କହିଥିଲେ lନ ମୋହନ ରଥ ଙ୍କ ସଭାପତିତ୍ୱ ରେ ଅନୁଷ୍ଟିତ ଏହି ସଭାକୁ ପ୍ରାଧ୍ୟାପକ ପ୍ରେମ ଚାନ୍ଦ ମହାନ୍ତି ସଂଯୋଜନା କରିଥିଲେ l  ସମାଜସେବୀ ତରୁଣ ପରିଛା, ଜଗଦାନନ୍ଦ ଛୁରିଆ,  ଯୋଷ୍ଣାମୟୀ ମହାପାତ୍ର ଓ ଅନ୍ତର୍ଜାତୀୟ ନୃତ୍ୟକୁ ଶିଳ୍ପୀ ପ୍ରିୟଙ୍କା ସାହୁ, ଆସ୍ମି ମିଶ୍ର, ସସ୍ମିତା ମିଶ୍ରଙ୍କ ସମେତ ଅନେକ ଶିଶୁ ପ୍ରତିଭା, କଳାକାର ଓ ବିଭିନ୍ନ ବର୍ଗର ପ୍ରତିଷ୍ଠିତ ବ୍ୟକ୍ତି ବିଶେଷଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଏସବିଆଇ ଏଲଡିଏମ ଙ୍କ ଦ୍ୱାରା ସମ୍ବଲପୁର ରେଙ୍ଗାପଡ଼ାଠାରେ ‘ଖେତ ବଞ୍ଚାଅ ଅଭିଯାନ’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ*   12-Jun-2026
  ଜିଲ୍ଲା  
କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ   12-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   12-Jun-2026
  ଜିଲ୍ଲା  
ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   11-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   11-Jun-2026
  ଜିଲ୍ଲା  
ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   11-Jun-2026
  ଜିଲ୍ଲା  
ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ   11-Jun-2026
  ଜିଲ୍ଲା  
*ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   11-Jun-2026
  ଜିଲ୍ଲା  
ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   11-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   11-Jun-2026
  ଅପରାଧ  
ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   11-Jun-2026
  ଜିଲ୍ଲା  
ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ   11-Jun-2026

You Might Also Like